ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Karnataka

ବୋରୱେଲକୁ ଖସି ପଡିଲା ୨ ବର୍ଷର…

ବେଙ୍ଗାଲୁରୁ: କର୍ଣ୍ଣାଟକ ତାଲୁକ ଜିଲ୍ଲାର ଲଚୟାନ ଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ବୋରୱେଲକୁ ଖସି ପଡିଛି ୨ ବର୍ଷର ଶିଶୁ। ପିଲାଟି ବୋରୱେଲର ୧୬ ଫୁଟ ଭିତରେ ଫସି ରହିଥିବା ଜଣାପଡିଛି। ଶିଶୁକୁ ଉଦ୍ଧାର ଲାଗି ଆରମ୍ଭ ହୋଇଛି ପ୍ରକ୍ରିୟା। କର୍ଣ୍ଣାଟକ ପୁଲିସ ସହ ଅନ୍ୟ ଟିମ ଉଦ୍ଧାର କାର୍ଯ୍ୟ ଆରମ୍ଭ…

ISIS ଆତଙ୍କୀ ଷଡ଼ଯନ୍ତ୍ର ମାମଲାରେ…

ନୂଆଦିଲ୍ଲୀ: ISIS ଆତଙ୍କୀ ଷଡ଼ଯନ୍ତ୍ର ମାମଲାରେ ଦେଶର ଦୁଇଟି ସ୍ଥାନରେ NIAର ଏକକାଳୀନ ଚଢ଼ାଉ । ମହାରାଷ୍ଟ୍ର ଓ କର୍ଣ୍ଣାଟକର ୪୪ ସ୍ଥାନରେ ଜାତୀୟ ତଦନ୍ତକାରୀ ସଂସ୍ଥା ଏନଆଇଏ ରେଡ୍ କରିଛି । ବର୍ତ୍ତମାନ ସୁଦ୍ଧା ଆଜି ୧୩ ଜଣ ଗିରଫ ହୋଇଥିବା ଜଣାପଡିଛି । ଇସଲାମିକ୍ ଷ୍ଟେଟ୍ ସହ ଲିଙ୍କ୍ ମାମଲାରେ ଏମାନଙ୍କୁ…

ବେଙ୍ଗାଲୁରୁରେ ଆୟକର ବିଭାଗର ଚଢ଼ାଉବେଳେ…

ବେଙ୍ଗାଲୁରୁ: କୋଟିଏ କି ଦୁଇ କୋଟି ନୁହେଁ, ରେଡବେଳେ ପୁରା ନଗଦ ୪୨ କୋଟି ଟଙ୍କା ଦେଖି ଅଧିକାରୀଙ୍କ ଆଖି ଟେରା ହୋଇଗଲା । କର୍ଣ୍ଣାଟକରେ ଆୟକର ବିଭାଗର ଚଢ଼ାଉବେଳେ କଣ୍ଟ୍ରାକ୍ଟରଙ୍କ ଘରୁ ଜବତ ହୋଇଛି ନଗଦ ୪୨ କୋଟି ଟଙ୍କା । ଏତେ ପରିମାଣର ଟଙ୍କାକୁ ଖଟ ତଳେ ପ୍ରାୟ ୨୩ଟି ପେଟିରେ ରଖିଥଲେ କଣ୍ଟ୍ରାକ୍ଟର ।…

କିଏ ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ?…

ବେଙ୍ଗାଲୁରୁ: କିଏ ହେବେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ । ଚୂଡାନ୍ତ ନିଷ୍ପତ୍ତି ନେବେ କଂଗ୍ରେସ ସଭାପତି ମଲିକାର୍ଜୁନ ଖଡଗେ ।କର୍ଣ୍ଣାଟକ ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ପରେ ଏବେ ସରକାର ଗଠନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ସୁଦ୍ଧା ନୂଆ ମନ୍ତ୍ରିମଣ୍ଡଳ ଗଠନ ହେବା ସହିତ ସେହି ଦିନ ହିଁ…

କର୍ଣ୍ଣାଟକରେ ବନ୍ଦ ହେଲା ଘୃଣାର ବଜାର:…

ବେଙ୍ଗାଲୁରୁ: କର୍ଣ୍ଣାଟକରେ କଂଗ୍ରେସର ବଡ ବିଜୟ। କଂଗ୍ରେସକୁ ବିଜୟ ମିଳିବା ପରେ ରାହୁଲ ଗାନ୍ଧିଙ୍କ ବୟାନ ସାମ୍ନାକୁ ଆସିଛି। ଏନେଇ କର୍ଣ୍ଣାଟକବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାହୁଲ ଗାନ୍ଧୀ। ଗରିବ ଜନତାଙ୍କ ସହଯୋଗ ହିଁ କଂଗ୍ରେସକୁ ବିଜୟୀ କରିଥିବା କହିଛନ୍ତି ରାହୁଲ। ଏହି ବିଜୟ କର୍ଣ୍ଣାଟକରେ ଘୃଣାର…

‘କର୍ଣ୍ଣାଟକରେ କଂଗ୍ରେସ କ୍ଷମତାକୁ…

ବେଙ୍ଗାଲୁରୁ: କର୍ଣ୍ଣାଟକରେ ରାହୁଲ ଗାନ୍ଧିଙ୍କ ଯୁବ କ୍ରାନ୍ତି ସମାବେଶ । କର୍ଣ୍ଣାଟକରେ ଯଦି କଂଗ୍ରେସ ସରକାରକୁ ଆସେ ତେବେ ଚାକିରି ପାଇ ନଥିବା ସମସ୍ତ ଗ୍ରାଜୁଏଟଙ୍କୁ ତିନି ବର୍ଷ ଯାଏଁ ପ୍ରତି ମାସକୁ ମିଳିବ ତିନି ହଜାର ଟଙ୍କା । କର୍ଣ୍ଣାଟକରେ ବିଧାନସଭା ନିର୍ବାଚନ ପୂର୍ବରୁ ଆଜି କଂଗ୍ରେସ ସାଂସଦ…

୪୦ ଲକ୍ଷ ଟଙ୍କା ଲାଞ୍ଚନେବା ବେଳେ…

ବେଙ୍ଗାଲୁରୁ: ଲାଞ୍ଚନେବା ବେଳେ ଧରାପଡିଲେ କର୍ଣ୍ଣାଟକର ବିଜେପି ବିଧାୟକଙ୍କ ପୁଅ । କର୍ଣ୍ଣାଟକର ବିଜେପି ବିଧାୟକ ବିରୁପକ୍ଷପ୍ପା ମଦଲଙ୍କ ପୁଅ ପ୍ରଶାନ୍ତ ମଦଲ ୪୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗତକାଲି ଦୁର୍ନୀତି ନିବାରଣ ସଂସ୍ଥା ଲୋକାୟୁକ୍ତଙ୍କ ହାତରେ ଧରାପଡ଼ିଥିଲେ । ଏହା ପରେ ସନ୍ଦେହ ହେବାରୁ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି,…

ବେଙ୍ଗାଲୁରୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ଦେଖାଦେଇଛି । କର୍ଣ୍ଣାଟକର ହୁବଳିରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରୋଡ ଶୋ’ କରି ଯାଉଥିବାବେଳେ ସୁରକ୍ଷା ବଳୟ ଭାଙ୍ଗି ଜଣେ ଯୁବକ ଦୌଡ଼ି ଆସିବା ସହ ମୋଦିଙ୍କ ବେକରେ ଫୁଲମାଳ ପିନ୍ଧାଇବାକୁ ଉଦ୍ୟମ କରିଥିଲେ । ତେବେ…

ମାଙ୍ଗାଲୁରୁ ଅଟୋରିକ୍ସା ବିସ୍ଫୋରଣ ପଛରେ…

ମାଙ୍ଗାଲୁରୁ: ଗତ ଶନିବାର ଦିନ କର୍ଣ୍ଣାଟକ ମାଙ୍ଗାଲୁରୁରେ ଘଟିଥିବା ଅଟୋରିକ୍ସା ବିସ୍ଫୋରଣ ଘଟଣାରେ ଆତଙ୍କବାଦୀ ଲିଙ୍କ୍ ସାମ୍ନାକୁ ଆସିଛି। ଏହି ଘଟଣା ସାଧାରଣ ନଥିଲା। ବଂର ଆତଙ୍କବାଦୀ କାର୍ଯ୍ୟକଳାପ ଥିଲା ବୋଲି କର୍ଣ୍ଣାଟକ ପୁଲିସ ସୂଚନା ଦେଇଛି। ଭୟଙ୍କର କ୍ଷତି ପହଞ୍ଚାଇବା ଉଦ୍ଦେଶ୍ୟରେ ଏହି ଆକ୍ରମଣ…

ମନ୍ଦିର ଦର୍ଶନ ସାରି ଫେରୁଥିବାବେଳେ…

କର୍ଣ୍ଣାଟକ: ସକାଳୁ ସକାଳୁ କର୍ଣ୍ଣାଟକ ହସନ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୯ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ପୋଲିସର ସୂଚନାନୁସାରେ, ଧର୍ମସ୍ଥଳ, ସୁବ୍ରମଣ୍ୟା, ହାସାନମ୍ବାଙ୍କ ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ଏକ ଯାତ୍ରୀବାହୀ…