ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Kartik Pandian

ଦ୍ବିତୀୟ ପର୍ଯ୍ୟାୟରେ ଆହୁରି ବହୁତ ଭଲ…

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବିଜୁ ଜନତା ଦଳ ବହୁତ ଭଲ କରିବ। ବିଜେଡି ସରକାରଙ୍କ କାମ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଯୋଗୁ ବିଜେଡି ଆଶାତୀତ ସଫଳତା ଲାଭ କରିବ। ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବି ବିଜେଡି ସୁଇପ କରିବ ବୋଲି…

କୃଷ୍ଣପ୍ରସାଦରେ ବିରୋଧୀଙ୍କୁ ଟାର୍ଗେଟ…

ଭୁବନେଶ୍ବର: କୃଷ୍ଣପ୍ରସାଦରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର। ମାଲୁଦ ମେଳଣ ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ପାଣ୍ଡିଆନ ଯୋଗଦେଇ ଦଳୀୟ ପ୍ରାର୍ଥୀମାନଙ୍କ ପାଇଁ ଭୋଟ ମାଗିଥିଲେ।ପାଣ୍ଡିଆନ ଜୟ ଜଗନ୍ନାଥ, ଜୟ ବାବା ଅଲାରନାଥ କହି ନିଜର ଉଦବୋଧନ ଆରମ୍ଭ କରିଥିଲେ। ପାଣ୍ଡିଆନ କହିଥିଲେ, ୨୦୧୪ରେ…

ସମ୍ବଲପୁର ମାଟିରୁ କେନ୍ଦ୍ରମନ୍ତ୍ରୀ…

ସମ୍ବଲପୁର: ସମ୍ବଲପୁର ମାଟିରୁ କେନ୍ଦ୍ରକୁ ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସମଲୋଚନା। ସମ୍ବଲପୁରରୁ ବିଜେପି ପ୍ରାର୍ଥୀ ହୋଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପଚାରିଛନ୍ତି ଏକାଧିକ ପ୍ରଶ୍ନ। କହିଥିଲେ, ଏ ଅଂଚଳର ଭାଷା, କଳା ଓ ସଂସ୍କୃତି ଲାଗି ସମ୍ବଲପୁର ପାଇଛି ସ୍ଵତନ୍ତ୍ର…

ସ୍ୱଚ୍ଛତାର ଅର୍ଥ ଜାଣିନାହାନ୍ତି ବିରୋଧୀ,…

ଭୁବନେଶ୍ବର: ସ୍ୱଚ୍ଛତାର ଅର୍ଥ ଜାଣିନାହାନ୍ତି ବିରୋଧୀ। ସୂର୍ଯ୍ୟଙ୍କୁ ଟର୍ଚ୍ଚ ପକାଇବାକୁ ଚେଷ୍ଟା କରୁଛି ବିଜେପି। କିଛି ଏଭଳି କହି ଆଜି କଂଟାବାଞ୍ଜି ସଭାରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଆଜି ଟିଟିଲାଗଡ, କଂଟାବାଞ୍ଜି ଓ ପାଟଣାଗଡରେ ନିର୍ବାଚନ ପ୍ରଚାର…

ପାଟଣାଗଡ଼ରେ କାର୍ତ୍ତିକ ପାଣ୍ଡିଆନଙ୍କ…

ପାଟଣାଗଡ଼: ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ 5T ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ବିଶାଳ ଜନସଭା । ସାମିଲ ହେଲେ ହଜାର ହଜାର ଲୋକ । ମଞ୍ଚରୁ ବିରୋଧୀ ଦଳ ଓ ସେମାନଙ୍କ ମିଛ ପ୍ରତିଶ୍ରୁତିକୁ ଟାର୍ଗେଟ କରିବା ସହ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ…

ମଠ ମିଛର ଗୁମର ଖୋଲିଲେ କାର୍ତ୍ତିକ…

ଭୁବନେଶ୍ୱର: ପୁରୀର ମଠ ଭଙ୍ଗାଯିବା ଅଭିଯୋଗ ସମ୍ପର୍କରେ ବିଜେପିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ପାଣ୍ଡିଆନଙ୍କ ଶକ୍ତ ଜବାବ। ସୋସିଆଲ ମିଡିଆରେ ପାଣ୍ଡିଆନ ଏକ ଭିଡିଓ ଜାରି କରି ମହାପ୍ରଭୁ ବିରୋଧୀଙ୍କୁ ସଦବୁଦ୍ଧି ଦେବେ ବୋଲି ଆଶା କରିଛନ୍ତି । ପୁରୀ ପରିକ୍ରମା ପ୍ରକଳ୍ପ ସମୟରେ…

‘ଜୁନ ୯ରେ ପୁଣି ଥରେ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ରାଉରକେଲାରେ ପ୍ରଚାର ଆରମ୍ଭ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ପ୍ରବଳ ଖରାରେ ଲୋକଙ୍କ ବିପୁଳ ଉପସ୍ଥିତି ଯୋଗୁଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ୍‍ ଦେଇଥିଲେ । ନିଜର ଚିରାଚରିତ ବହୁତ କମ୍‍ କଥାରେ ସେ…

ଯିଏ ଆପଣଙ୍କ ସାଙ୍ଗରେ ଦିନରାତି ଛିଡ଼ା…

ଭୁବନେଶ୍ବର: ବଡ଼ମ୍ୱା ଓ ବାଙ୍କୀରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର।  ଯିଏ ଆପଣଙ୍କ ସାଙ୍ଗରେ ଦିନରାତି ଛିଡ଼ା ହେବେ, ସୁଖଦୁଃଖରେ ରହିବେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ, ଟୁରିଷ୍ଟଙ୍କୁ ନୁହେଁ ବୋଲି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି। ଜୁନ ୯ ତାରିଖରେ ୧୧.୩୦ରୁ ଅପରାହ୍ନ ୧ ଘଣ୍ଟା ମଧ୍ୟରେ…

ଯେଉଁଠି ବିଜେପି ହାରିବାର ଥାଏ, ସେଠାକୁ…

ଭୁବନେଶ୍ୱର: ଯେଉଁଠି ବିଜେପି ହାରିବାର ଥାଏ, ସେଠାକୁ ବିଜେପିର ବଡ ନେତା ଯାଆନ୍ତି। ଓଡ଼ିଶା ବିଜେପିକୁ ବୁଷ୍ଟର ଡୋଜ୍ ଦେବାକୁ ଚାହୁଁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଯେତେବେଳେ ହାରିବାର ଥାଏ ସେତେବେଳେ ବିଜେପି ମନ୍ଦିର କଥା କୁହେ, ଚର୍ଚ୍ଚ କଥା କୁହେ, ମସଜିଦ କଥା କୁହେ । ବିଜେପି କନ୍ଧମାଳରେ ଦଙ୍ଗା…

ଜୁନ ୯ରୁ ମିଳିବ ରାଜ୍ୟରେ ମାଗଣା ବିଜୁଳି:…

ରାଉରକେଲା: ଜୁନ ୯ ତାରିଖରୁ ମିଳିବ ମାଗଣା ବିଜୁଳି। ରାଉରକେଲାର ରଘୁନାଥପାଲ୍ଲୀରେ ଆୟୋଜିତ ଜନସଭାକୁ ସମ୍ବୋଧିତ କରି ଏଭଳି ସୂଚନା ଦେଇଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଥିବା କହିଛନ୍ତି ପାଣ୍ଡିଆନ୍। ଗ୍ରାହକଙ୍କୁ ଜୁଲାଇ ମାସରୁ ବିଜୁଳି ବିଲ ଦେବାକୁ ଆଉ…