Browsing Tag

Karttika Brata

ପୁରୀରେ କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ…

ଭୁବନେଶ୍ୱର: ପୁରୀରେ ହବିଷ୍ୟାଳି ମା'ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା' ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ…