କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ…
ଭୁବନେଶ୍ୱର: କେନ୍ଦୁଝରରେ ୩୩୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିମନ୍ତେ ବିଭିନ୍ନ ବର୍ଗରେ ୨୦ ଟି ନୂଆ ପଦବୀ ସୃଷ୍ଟି କରାଯାଇଛି।
ଏ ବାବଦରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ କାର୍ଯ୍ୟାଳୟ ଆଦେଶରୁ ଜଣା ପଡ଼ିଛି ଯେ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଏହି…