ବଦଳିଲେ ଖୋର୍ଦ୍ଧା ଓ ଜଗତସିଂହପୁର…
ଭୁବନେଶ୍ବର : ଜିଲ୍ଲାପାଳ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ବଦଳି କରାଯିବା ସହ ରାଜ୍ୟର ମୋଟ୍ ୪ ଜଣ ଆଇପିଏସ୍ଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ବ ମିଳିଥିବା ବେଳେ ପାରୁଲ…