ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Lalu Yadav

ଜମି ବଦଳରେ ଚାକିରି ମାମଲା: ଲାଲୁଙ୍କ…

ବିହାର: ଲାଲୁ ଯାଦବଙ୍କ ପରିବାର ଓ ଅନ୍ୟମାନଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜମି ବଦଳରେ ଚାକିରି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇଡି ଯାଦବ ପରିବାରର ୬ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ଏହି ସବୁ ସମ୍ପତ୍ତି ପାଟନା ଏବଂ ଗାଜିୟାବାଦରେ ଥିବା କୁହାଯାଉଛି । ଏହି…

ପୁଣି ଅଡୁଆରେ ଲାଲୁ; ‘ଜମି ବଦଳରେ…

ପାଟନା: ପୁଣି ଅଡୁଆରେ ଆରଜେଡି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବ । 'ଜମି ବଦଳରେ ଚାକିରି' ମାମଲାରେ ଲାଲୁଙ୍କୁ ସମନ୍ ପଠାଇଛି ସିବିଆଇ । ଭାରତୀୟ ରେଳର କ୍ୟାଟରିଂ ଏବଂ ଟୁରିଜ୍ କର୍ପୋରେସନ୍ ଘୋଟାଲାରେ ଲାଲୁଙ୍କୁ ପଚରାଉଚୁରା କରିବା ପାଇଁ କେନ୍ଦ୍ରୀୟ ଯାଞ୍ଚ…

ଲାଲୁଙ୍କ ବିନା ବିହାର ଚାଲିବା ଅସମ୍ଭବ :…

ପାଟଣା : ଗତ କିଛିଦିନ ଧରି ବିହାର ରାଜନୀତିରେ ଚାଲିଥିବା ଚର୍ଚ୍ଚାର ଅବସାନ ଘଟିଛି। ବିହାରର ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶ କୁମାରଙ୍କ ଇସ୍ତଫା ସହ ଭାଙ୍ଗିଯାଇଛି ବିଜେପି-ଜେଡିୟୁ ମେଣ୍ଟ ସରକାର। ଏଥିସହ ନୀତୀଶ କୁମାର  ରାଜ୍ୟପାଳ ଫଗୁ ଚୌହ୍ୱାନଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିବା ସହ  ନୂଆ ସରକାର ଗଠନ…

ଲାଲୁ ଯାଦବଙ୍କ ଘରେ ସିବିଆଇ ଚଢଉ :…

ପାଟନା : ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପିଛା ଛାଡୁନି ବିବାଦ। କିଛି ସପ୍ତାହ ପୂର୍ବରୁ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଆର୍‌ଜେଡି ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଥିଲା। ହେଲେ ଏବେ ପୁଣି ଲାଲୁଙ୍କ ସିବିଆଇ ରେଡ୍‌ କରିଛି। ଆଜି ସକାଳୁ…

ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ…

ଝାଡ଼ଖଣ୍ଡ: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କୁ ଆଶ୍ୱସ୍ଥି ମିଳିଛି । ବିହାରର ବହୁ ଚର୍ଚ୍ଚିତ ଗୋ ଖାଦ୍ୟ ଦୁର୍ନୀତିରେ ଲାଲୁଙ୍କୁ ଜାମିନ ମିଳିଛି। ଡୋରଣ୍ଡା କୋଷାଗାର ମାମଲାରେ ୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ହୋଇଥିବା ଲାଲୁ ଯାଦବଙ୍କୁ ଆଜି ଝାଡଖଣ୍ଡ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି…

ଗୋଖାଦ୍ୟ ଦୁର୍ନୀତି ମାମଲା: ଆରଜେଡି…

ନୂଆଦିଲ୍ଲୀ: ପୂର୍ବତନ ବିହାର ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ଗୋଖାଦ୍ୟ ଦୁର୍ନୀତି ମାମଲାରେ ରାଞ୍ଚି CBI କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଛନ୍ତି।ସୂଚନା ଅନୁଯାୟୀ, ବିହାର ଗୋଖାଦ୍ୟ ଦୁର୍ନୀତି ସମ୍ପର୍କିତ…

ଚାରା ଦୁର୍ନୀତିର ଅନ୍ୟ ଏକ ମାମଲାରେ ଲାଲୁ…

ରାଞ୍ଚି : ଚାରା ଘୋଟାଲା ମାମଲାରେ ପୁଣି ଥରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଲାଲୁ ଯାଦବ। ଚାରା ଘୋଟାଲାର ପଞ୍ଚମ କେସରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଆରଜେଡି ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁପ୍ରସାଦ ଯାଦବ । ରାଞ୍ଚି ସ୍ଥିତ ସିବିଆଇର ସ୍ପେଶାଲ କୋର୍ଟ ଏହି ରାୟ ଦେଇଛନ୍ତି ।…