ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ…
ଭୁବନେଶ୍ବର : ମନରେଗା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମନରେଗା ହିତାଧୀକାରୀଙ୍କୁ ଠିକ୍ ସମୟରେ ମଜୁରୀ ଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। କେନ୍ଦ୍ର ମନରେଗା ଯୋନଜନାରେ ତାର ଅଂଶ ସଠିକ ସମୟରେ ପ୍ରଦାନ…