ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

lightning

ଭୟଙ୍କର ବଜ୍ରପାତ ସହ ପ୍ରବଳ ବର୍ଷାରେ…

ଭୁବନେଶ୍ୱର: ଭୟଙ୍କର ବଜ୍ରପାତ ସହ ପ୍ରବଳ ବର୍ଷାରେ ବେହାଲ ହେଲା ରାଜଧାନୀ ଭୁବନେଶ୍ୱର । ୨୧ ମିନିଟରେ ୬ ହଜାର ୯୦୬ ଥର ମାରିଲା ବିଜୁଳି ଘଡ଼ଘଡ଼ି । ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ଲହଡ଼ି ମାରିଲା ଆଣ୍ଠୁଏ ଉଚ୍ଚର ପାଣି । କିଛି ସମୟ ପାଇଁ ଯାତାୟତ ଠପ୍ । ଦୁଇ ଘଂଟାରୁ ଅଧିକ ସମୟ ହେଲା ବର୍ଷା ଲାଗି…

ପାଠପଢ଼ାବେଳେ ସ୍କୁଲରେ ଘଡଘଡି ପଡି ୨୦…

ପାଟକୁରା: ପାଠପଢ଼ାବେଳେ ସ୍କୁଲରେ ପଡିଲା ବଜ୍ରପାତ । ବଜ୍ରାଘାତ ଯୋଗୁଁ ୨୦ ଛାତ୍ରଛାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଗରଦପୁର ବ୍ଲକ କୁଦାନଗରୀ ସରକାରୀ ହାଇସ୍କୁଲରେ ପଡିଛି ବଜ୍ରପାତ । ଏହି ସ୍କୁଲରେ ଆଦର୍ଶ ବିଦ୍ୟାଳୟରେ ପାଠପଢା ଚାଲିଥିବାବେଳେ ଆଜି ଅପରାହ୍ଣରେ ଅକସ୍ମାତ ବଜ୍ରପାତ ହୋଇଥିଲା । ବଜ୍ରପାତରେ…

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଯାଜପୁର ଓ ଭଦ୍ରକ…

ଆକାଶରୁ ଖସିଲା ମୃତ୍ୟୁ : ବଜ୍ରପାତରେ…

ରାଇରଙ୍ଗପୁର : ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ୩ ଜଣଙ୍କ ଜୀବନ ନେଇଛି। ବହଳଦା ଥାନାର ନିମାଡ଼ିହାରେ ଜଣେ ମହିଳା ଓ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ତିରିଂ ଥାନା ବାରୁଡ଼ିହି ଗ୍ରାମରେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ମହିଳା ଦୁଇ ଦୁଇଜଣ ହେଲେ ମାଆ ଝିଅ, ପୋଖରୀକୁ ଗାଧେଇବା ପାଇଁ…

ଦିନକରେ ବଜ୍ରପାତ ନେଲା ୭୪ ଜୀବନ

ନୂଆଦିଲ୍ଲୀ : ଦେଶରେ କରୋନା ଯୋଗୁଁ ପ୍ରତିଦିନ ଶହ ଶହ ଲୋକଙ୍କ ଜୀବନ ଯାଉଛି। ଏପରି ସଙ୍କଟ ସମୟରେ ବଜ୍ରପାତ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି। ବଜ୍ରପାତ ଯୋଗୁଁ ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନର ୭୪ ଲୋକ ପ୍ରାଣ ହରାଇଛନ୍ତି। ରାଜ୍ୟ ସରକାରମାନଙ୍କ ମଧ୍ୟରୁ ଏହି ସୂଚନା…

ରାଜ୍ୟର ୧୭ ଜିଲ୍ଲାକୁ କାଳବୈଶାଖୀ…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟର ୧୭ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର,…

କାଳବୈଶାଖୀ ନେଇ ମେ ୯ ପର୍ଯ୍ୟନ୍ତ…

ଭୁବନେଶ୍ୱର: ତାତିରୁ ଆଶ୍ୱସ୍ତି ମିଳିଥିବା ବେଳେ ରାଜ୍ୟରେ କାଳବୈଶାଖୀ ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୫ ତାରିଖ ସକାଳ ୮ଟା ୩୦ ଯାଏ ୧୯ ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବଜ୍ରପାତ…