ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

LINGARAJ TAMPLE

ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା…

ଭୁବନେଶ୍ୱର : ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରା। ଏ ନେଇ ନେତ୍ରୋତ୍ସବ ଅର୍ଥାତ୍‌‌ ମଙ୍ଗଳବାର ରଥ ପ୍ରତିଷ୍ଠା ନୀତି ଶେଷ ହେବା ପରେ ଆଜି ବୁଧବାର ପ୍ରାତଃରୁ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ଅପରାହ୍ଣ ୩ଟା ସୁଦ୍ଧା ରଥଟଣା ଆରମ୍ଭ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହାକୁ ଦୃଷ୍ଟିରେ…

ଦୀର୍ଘ ୨ବର୍ଷ ପରେ ଗଡିଲା ପ୍ରଭୁ…

ଭୁବନେଶ୍ବର : ଗଡିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ। ର୍ଦ୍ଧାରିତ ସମୟର ଘଣ୍ଟାଏ ବିଳମ୍ବରେ ରଥଟଣା ଆରମ୍ଭ ହୋଇଛି । ପୂର୍ବରୁ ଅପରାହ୍ଣ ସାଢେ ୩ଟାରେ ରଥଟଣା ହେବ ବୋଲି ନୀତିନିଘଣ୍ଟ କରାଯାଇଥିଲା । କିନ୍ତୁ ଆଜି ପ୍ରାୟ ସାଢେ ୪ଟା ବେଳେ ରଥଟଣା ଆରମ୍ଭ ହୋଇଥିଲା । ଆଜି ଦିନ ସାଢେ ୧ଟା ବେଳେ…

ବିକାଶମୂଳକ କାର୍ଯ୍ୟରେ ବାଧକ ସାଜୁଛି…

ଭୁବନେଶ୍ୱର: କେନ୍ଦ୍ରର ଡବଲ ଷ୍ଟାଣ୍ଡାର୍ଡ ପଲିସି । କାଶୀ ବିଶ୍ୱନାଥ, ସୋମନାଥ ପାଇଁ ଦରଦ ହେଲେ ଓଡ଼ିଶା ପାଇଁ କଠୋର । ପୁରୀ ପରେ ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶକୁ ନେଇ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ବିବାଦ ଆରମ୍ଭ ହୋଇଛି । ଜାଣିଶୁଣି କେନ୍ଦ୍ର ବିକାଶମୂଳକ କାର୍ଯ୍ୟରେ ବାଧକ ସାଜୁଥିବା ଅଭିଯୋଗ କରିଛି…

ପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଉଠିଲା…

ଭୁବନେଶ୍ବର: ପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ । ବେଢ଼ା ପରିକ୍ରମା ପରେ ଲିଙ୍ଗରାଜ ମନ୍ଦିରର ଉପରକୁ ରାତି ୧୦ଟା ୨୦ ମିନିଟରେ ଉଠିଛି ମହାଦୀପ । ହର ହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହେଲା ମନ୍ଦିର ପରିସର। କଟକଣା ପାଳନ କରି ଦୀପ ଜାଳିଥିଲେ ଶ୍ରଦ୍ଧାଳୁ। ମହାଦୀପ ଦର୍ଶନ ବେଳେ ଭାବ ବିହୋଳ…

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା…

ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏଥର ଅପରାହ୍ନ ୩ଟା ୩୦ରେ ଟଣାହେବ ରୁକୁଣା ରଥ । ଏନେଇ ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ନେଇଛି । କୋଭିଡ ମାର୍ଗଦର୍ଶିକା ଅନୁଯାୟୀ ରଥ ଉପରେ ୨୦ ରୁ୨୫ ଜଣ ସେବାୟତ ରହିବେ । ସେହିପରି ରଥଟଣାରେ ମୋଟ ୧୦୦ ଜଣ ସେବାୟତ ଓ…

ଜାଣନ୍ତୁ ମହାଶିବରାତ୍ରୀରେ କେତେ ବେଳେ…

ଭୁବନେଶ୍ୱର: ଜାଗର ଲାଗି ଲିଙ୍ଗରାଜଙ୍କ ନୀତିକାନ୍ତି ନିର୍ଘଣ୍ଟ ହୋଇଛି । ଗୁରୁବାର ପ୍ରାତଃ ୩ଟାରୁ ୩ଟା ୩୦: ମଙ୍ଗଳ ଆଳତି ଓ ଅବକାଶ ନୀତି ସମ୍ପାଦନ ହେବ । ଭୋର ୩ଟା ୩୦ରୁ ଦିବା ୧୧ଟା ଯାଏ ସାହାଣମେଲା ଦର୍ଶନ କରିବେ ଭକ୍ତ । ସକାଳ ୬ଟା ୩୦ରେ ରୋଷ ହୋମ । ଦିନ ୧୧ଟାରୁ ୧୨ଟା ଛାମୁ ପରିଷ୍କାର, ଦିନ ୧୨ଟାରୁ…

ଜାଗର ଯାତ୍ରା ପାଇଁ ଏକାମ୍ରକ୍ଷେତ୍ର…

ଭୁବନେଶ୍ବର : ଆସନ୍ତାକାଲି ମହା ଶିବରାତ୍ରୀ । ସମଗ୍ର ରାଜ୍ୟ ସମେତ ଏକାମ୍ରକ୍ଷେତ୍ର ଭୁବନେଶ୍ବରରେ ପାଳନ ହେବ ଜାଗର । ପବିତ୍ର ଜାଗର ପାଇଁ ଭୁବନେଶ୍ବର କମିସନରେଟ ପୁଲିସ ପକ୍ଷରୁ କରାଯାଇଛି ବ୍ୟାପକ ପ୍ରସ୍ତୁତି । ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ…

ମହାଶିବରାତ୍ରୀର ମଧ୍ୟରାତ୍ର ଯାଏଁ…

ଭୁବନେଶ୍ବର : ଆସନ୍ତାକାଲି ମହାଶିବରାତ୍ରୀ। ମହାଶିବରାତ୍ରୀରେ ଭକ୍ତ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ପାଇଁ ବ୍ୟାକୁଳ ହେଉଥିବା ବେଳେ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସର ବ୍ୟବସ୍ଥା କରାଯାଇଛି । ପବିତ୍ର ଜାଗରକୁ ଦୃଷ୍ଟିରେ ରଖି କ୍ରୁଟ୍ କର୍ତ୍ତୃପକ୍ଷ ମୋ ବସ୍ ସେବାକୁ ସମ୍ପ୍ରସାରିତ କରିଛନ୍ତି । ୩୨…

ପାଖଉଛି ଶିବରାତ୍ରି, ବଢୁଛି ବିବାଦ

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ପାଖେଇ ଆସୁଥିବା ବେଳେ ବିଭିନ୍ନ ନିଯୋଗ ସେବାୟତ ଓ ମନ୍ଦିର ପ୍ରଶାସନ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି।ବିଶେଷ ବଡ଼ୁ ନିଯୋଗମାନଙ୍କର ବକେୟା ଥିବା ଶ୍ରାବଣୀ ପ୍ରାପ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳି ନ ଥିବାରୁ ବଡ଼ୁ ନିଯୋଗ ପକ୍ଷରୁ ପ୍ରବଳ ଅସନ୍ତୋଷ ପ୍ରକାଶ…

କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ହେବ…

ଭୁବନେଶ୍ବର : ଆସନ୍ତା ୧୧ତାରିଖରେ ଜାଗର। ଭୁବନେଶ୍ବରର ପ୍ରସିଦ୍ଧ ଶୈବପୀଠ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଜାଗର ଯାତ୍ରା । ମହାଶିବରାତ୍ରୀ ଅବସରରେ ଚଳିତ ବର୍ଷ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ନିର୍ଦ୍ଧାରଣ କରାଯାଇଛି । ଚଳିତ ଥର କୋଭିଡ୍ କଟକଣାକୁ ପାଳନ କରି ଶ୍ରଦ୍ଧାଳୁମାନେ ଜାଗର…