ପୁଣି ରାଜଧାନୀରେ ମାତିଲେ ଲୁଟେରା,…
ଭୁବନେଶ୍ବର: ପୁଣି ପୁଲିସକୁ ଚକମା ଦେଲେ ଲୁଟେରା । ଆପାର୍ଟମେଣ୍ଟରେ ପଶି କଳାକନା ବୁଲାଇଲେ। ଘଟଣା ଘଟିଛି ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଦ୍ମକେଶରୀପୁର ନିକଟରେ ଥିବା ସତ୍ୟବାଦୀ ରେସିଡେନ୍ସିରେ। ୨ଟି ଫ୍ଲାଟରୁ ପ୍ରାୟ ୨୦ ଲକ୍ଷରୁ ଉର୍ଦ୍ଧ ଟଙ୍କାର ସୁନା ଗହଣା, ଦାମୀ ଘଣ୍ଟା ଓ ଅନ୍ୟ ଆସବାବପତ୍ର ଲୁଟ…