Browsing Tag

Lord Jagannath

ପୁରୀ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କଲେ 5ଟି…

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ 5ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସକାଳୁ ସେ ସପତ୍ନୀକ ପୁରୀ ଆସି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ସେ ପୁରୀ ପହଞ୍ଚି ଶ୍ରୀମନ୍ଦିରକୁ ଯାଇଥିବା ବେଳେ ଶ୍ରୀମନ୍ଦିର ଭିତରେ ବେଢା ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପରେ…

ଆଜି ମହାପ୍ରଭୁଙ୍କ ବନକଲାଗି : ୫ ଘଣ୍ଟା…

ପୁରୀ: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ…

କ’ଣ ଏହି ଅଧରପଣା ନୀତି, କାହିଁକି ରଥ…

ବାହୁଡ଼ା ଯାତ୍ରା ପରେ ସିଂହଦ୍ୱାର ତିନିରଥ ଉପରେ ସୁନାବେଶ ଏବଂ ଏହା ପରଦିନ ଠାକୁରମାନଙ୍କ ଉଦ୍ଦେଶ୍ୟରେ ଅଧରପଣା ଭୋଗ ହୋଇଥାଏ । ରଥାରୂଢ଼ ଠାକୁରମାନଙ୍କ ଅଧର ଉଚ୍ଚ ପର୍ୟ୍ୟନ୍ତ ଏକ ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟି ହାଣ୍ଡିରେ ହେଉଥିବା ପଣା ଭୋଗକୁ ‘ ‘ଅଧର ପଣା’ କୁହାଯାଏ । ସ୍ୱତଲିପି ଅନୁଯାୟୀ ବାହୁଡ଼ା…

ଆଜି ମହାପ୍ରଭୁଙ୍କ ସୁନାବେଶ, ମହଣ ମହଣ…

ପୁରୀ: ରବିବାର ଆଷାଢ ଶୁକ୍ଳ ଏକାଦଶୀ। ଏହି ପବିତ୍ର ତିଥିରେ ମହାପ୍ରଭୁଙ୍କ ସୁନାବେଶ ବା ବଡ଼ତଢାଉ ବେଶ ଅନୁଷ୍ଠିତ ହେବ । ଦୁଇବର୍ଷ ପରେ ରଥ ଉପରେ ବିଶ୍ୱନିୟନ୍ତାଙ୍କୁ ସୁନାବେଶରେ ଦେଖିବେ ଶ୍ରଦ୍ଧାଳୁ। ଅନ୍ୟପକ୍ଷରେ ସୁନାବେଶ ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ତେବେ ରଥ ଉପରେ…

ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ…

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ରାତି ପାହିଲେ ମିଳିବ ମହାପ୍ରଭୁଙ୍କ ଦର୍ଶନ । ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ । ସକାଳ ୮ରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରମାଣିକ ଦର୍ଶନ ପାଇଁ ଧାର୍ଯ୍ୟ ହୋଇଛି । ସକାଳ ୯ରୁ ୧୦ଟା ୩୦…

ଅଣସର ଘରେ ମହାପ୍ରଭୁ: ଆର୍ୟୁବେଦିକ…

ପୁରୀ: ମାନବୀୟ ଲୀଳା କରୁଛନ୍ତି ମହାପ୍ରଭୁ। ଦାରୁବିଗ୍ରହଙ୍କ ନୀତିକାନ୍ତି ଓ ଜୀବନଚର୍ଯ୍ୟା ସାଧାରଣ ମଣିଷଙ୍କ ଭଳି। ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ କରି ଜ୍ୱରରେ ପଡ଼ିଥିବା ଠାକୁର ଏବେ ଅଣସର ଘରେ। ଶୀଘ୍ର ଆରୋଗ୍ୟ ପାଇଁ ଚାଲିଛି ଆର୍ୟୁବେଦିକ ପଦ୍ଧତିରେ ଉପଚାର। ଗୁପ୍ତ ସେବା କରୁଛନ୍ତି ଦଇତାପତି…

ରାତି ପାହିଲେ ପବିତ୍ର ଦେବସ୍ନାନ…

ପୁରୀ : ରାତି ପାହିଲେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ଅନୁଷ୍ଠିତ ହେବ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରାର ଆଦ୍ୟପର୍ବ ମହାପ୍ରଭୁଙ୍କ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଓହ୍ଲାଇ ଆସି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂରତି। ସ୍ନାନବେଦୀରେ ଚାରି…

ଜଗା ଦର୍ଶନ ପାଇଁ କୋହଳ ହେଲା କଟକଣା;…

ପୁରୀ: ପୁରୀ ଶ୍ରୀମନ୍ଦିରରେ ଜଗା ଦର୍ଶନ ପାଇଁ କୋହଳ ହେଲା କଟକଣା । ଆସନ୍ତା ଫେବୃଆରୀ ୨୧ରୁ ଶ୍ରଦ୍ଧାଳୁଙ୍କ ପାଇଁ କୋହଳ ହେବ ଜଗା ଦର୍ଶନ। ଏଣିକି ଦର୍ଶନ ପାଇଁ ଆବଶ୍ୟକ ପଡିବନି ଟିକା ପ୍ରମାଣପତ୍ର । ମାତ୍ର ମାସ୍କ ପିନ୍ଧି ଭିତରକୁ ପ୍ରବେଶ ବାଧ୍ୟତାମୂଳକ । ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି…

ତିନି ଦିନ ବନ୍ଦ ପରେ ଆଜିଠୁ ଭକ୍ତଙ୍କ…

ପୁରୀ : ନୂଆ ବର୍ଷ କଟକଣା ଯୋଗୁଁ ଭକ୍ତଙ୍କ ପାଇଁ ୩ ଦିନ ହେଲା ବନ୍ଦ ରହିଥିବା ଶ୍ରୀମନ୍ଦିର ଆଜିଠୁ ଖୋଲିଛି। ୩ ଦିନର ବ୍ୟବଧାନ ପରେ ପୁଣି ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଦର୍ଶନ । ନୂଆ ବର୍ଷର ପ୍ରଥମ ଦୁଇ ଦିନ ନହେଲା ନାହିଁ ଆଜିଠୁ ଅର୍ଥାତ ନୂଆ ବର୍ଷର ତୃତୀୟ ଦିନରୁ ଜଗାର ଦର୍ଶନ ପାଇଁ ପୁରୀ ଧାଇଁଛନ୍ତି ବହୁ…

ଆଜି ମହାପ୍ରଭୁଙ୍କ ପଇତାଲାଗି, ଅପରାହ୍ଣ…

ପୁରୀ: ଆଜି ମାର୍ଗଶୀର କୃଷ୍ଣଦଶମୀ ତିଥି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ। ଏହି ଉପଲକ୍ଷେ ସୋମବାର ଅପରାହ୍ଣ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମଙ୍ଗଳବାର ସକାଳୁ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ…