ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Lord Jagannath

ଅଣସର ଘରେ ମହାପ୍ରଭୁ: ଆର୍ୟୁବେଦିକ…

ପୁରୀ: ମାନବୀୟ ଲୀଳା କରୁଛନ୍ତି ମହାପ୍ରଭୁ। ଦାରୁବିଗ୍ରହଙ୍କ ନୀତିକାନ୍ତି ଓ ଜୀବନଚର୍ଯ୍ୟା ସାଧାରଣ ମଣିଷଙ୍କ ଭଳି। ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ କରି ଜ୍ୱରରେ ପଡ଼ିଥିବା ଠାକୁର ଏବେ ଅଣସର ଘରେ। ଶୀଘ୍ର ଆରୋଗ୍ୟ ପାଇଁ ଚାଲିଛି ଆର୍ୟୁବେଦିକ ପଦ୍ଧତିରେ ଉପଚାର। ଗୁପ୍ତ ସେବା କରୁଛନ୍ତି ଦଇତାପତି…

ରାତି ପାହିଲେ ପବିତ୍ର ଦେବସ୍ନାନ…

ପୁରୀ : ରାତି ପାହିଲେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ଅନୁଷ୍ଠିତ ହେବ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରାର ଆଦ୍ୟପର୍ବ ମହାପ୍ରଭୁଙ୍କ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଓହ୍ଲାଇ ଆସି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂରତି। ସ୍ନାନବେଦୀରେ ଚାରି…

ଜଗା ଦର୍ଶନ ପାଇଁ କୋହଳ ହେଲା କଟକଣା;…

ପୁରୀ: ପୁରୀ ଶ୍ରୀମନ୍ଦିରରେ ଜଗା ଦର୍ଶନ ପାଇଁ କୋହଳ ହେଲା କଟକଣା । ଆସନ୍ତା ଫେବୃଆରୀ ୨୧ରୁ ଶ୍ରଦ୍ଧାଳୁଙ୍କ ପାଇଁ କୋହଳ ହେବ ଜଗା ଦର୍ଶନ। ଏଣିକି ଦର୍ଶନ ପାଇଁ ଆବଶ୍ୟକ ପଡିବନି ଟିକା ପ୍ରମାଣପତ୍ର । ମାତ୍ର ମାସ୍କ ପିନ୍ଧି ଭିତରକୁ ପ୍ରବେଶ ବାଧ୍ୟତାମୂଳକ । ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି…

ତିନି ଦିନ ବନ୍ଦ ପରେ ଆଜିଠୁ ଭକ୍ତଙ୍କ…

ପୁରୀ : ନୂଆ ବର୍ଷ କଟକଣା ଯୋଗୁଁ ଭକ୍ତଙ୍କ ପାଇଁ ୩ ଦିନ ହେଲା ବନ୍ଦ ରହିଥିବା ଶ୍ରୀମନ୍ଦିର ଆଜିଠୁ ଖୋଲିଛି। ୩ ଦିନର ବ୍ୟବଧାନ ପରେ ପୁଣି ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଦର୍ଶନ । ନୂଆ ବର୍ଷର ପ୍ରଥମ ଦୁଇ ଦିନ ନହେଲା ନାହିଁ ଆଜିଠୁ ଅର୍ଥାତ ନୂଆ ବର୍ଷର ତୃତୀୟ ଦିନରୁ ଜଗାର ଦର୍ଶନ ପାଇଁ ପୁରୀ ଧାଇଁଛନ୍ତି ବହୁ…

ଆଜି ମହାପ୍ରଭୁଙ୍କ ପଇତାଲାଗି, ଅପରାହ୍ଣ…

ପୁରୀ: ଆଜି ମାର୍ଗଶୀର କୃଷ୍ଣଦଶମୀ ତିଥି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ। ଏହି ଉପଲକ୍ଷେ ସୋମବାର ଅପରାହ୍ଣ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମଙ୍ଗଳବାର ସକାଳୁ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ…

ଆଜି ମହାପ୍ରଭୁଙ୍କ ସୁନାବେଶ,…

ପୁରୀ: ସରିଲା କାର୍ତ୍ତିକମାସ । ଶୁକ୍ରବାର ପବିତ୍ର କାର୍ତ୍ତିକ ପୁର୍ଣିମା । ଶ୍ରୀମନ୍ଦିର ରତ୍ନସିଂହାସନରେ ଝଲସୁଛନ୍ତି କାଳିଆ ଠାକୁର। ରାଜରାଜେଶ୍ୱର ବା ସୁନାବେଶରେ ସଜିତ ହୋଇଛନ୍ତି ଦାରୁବ୍ରହ୍ମ। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଆଛାଦିତ ହୋଇଛନ୍ତି ମହାପ୍ରଭୁ।ବିଳମ୍ବିତ ରାତିରେ ଶ୍ରୀମନ୍ଦିର ଦ୍ୱାର…

କାର୍ତ୍ତିକ ପୂର୍ଣ୍ଣିମାରେ ବନ୍ଦ ରହିବ…

ଭୁବନେଶ୍ବର: ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ସକାଳ ୭ଟାରୁ ରାତି ୧୧ଟା ଯାଏଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା କରାଯାଇଛି। ହେଲେ କାର୍ତ୍ତିକ ପୂର୍ଣ୍ଣିମା ଅର୍ଥାତ ୧୯ ତାରିଖରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଜଗା ଦର୍ଶନ। ଏ ନେଇ ନୂଆ ମାର୍ଗଦର୍ଶିକା ଜାରି ହୋଇଛି । ପଞ୍ଚୁକ ଭିଡକୁ ଦୃଷ୍ଟିରେ ରଖି ଦର୍ଶନ…

ସରିଲା ଅଧରପଣା ନୀତି; ଆଜି…

ପୁରୀ : ଆଜି ମହାବାହୁଙ୍କ ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟ । ଆଜି ସରିବ ମହାପ୍ରଭୁଙ୍କ ଜନ୍ମବେଦି ଲୀଳା । ରତ୍ନସିଂହାସନକୁ ଫେରିବେ ମହାବାହୁ । ଅପରାହ୍ନ ତିନିଟାରେ ପହଣ୍ଡି ହେବା ନେଇ ବ୍ୟବସ୍ଥା ରହିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏନେଇ ଦଇତାପତିମାନଙ୍କ ସହ ଆଲୋଚନା କରିଛନ୍ତି । ଗୋଟି ପହଣ୍ଡିରେ…

ସରିଲା ଅଣସର, ଆଜି ମହାପ୍ରଭୁଙ୍କ ନବଯୌବନ…

ପୁରୀ : ଶେଷ ହୋଇଛି ମହାପ୍ରଭୁଙ୍କ ୧୫ ଦିନର ଅଣସର। ସୁସ୍ଥ ହୋଇ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ବୁଧବାର ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦିବ୍ୟ ପ୍ରଲେପ ଲାଗି ପରେ ଗୁରୁବାର ଦତ୍ତମହାପାତ୍ର ଶ୍ରୀଅଙ୍ଗରେ ଖଡି ଲାଗି ନୀତି କରିଛନ୍ତି । ଏହାପରେ…