ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

low-pressure

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ;…

ଭୁବନେଶ୍ୱର: ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ୍ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୨୪ ଘଣ୍ଟାରେ ନେବ ଲଘୁଚାପ ରୂପ। ଦକ୍ଷିଣ ଆଣ୍ଡାମାନ୍ ସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ…

ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ;…

ଭୁବନେଶ୍ୱର: ଆଜି ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୧୬ ସୁଦ୍ଧା ଏକ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ୧୫ ତାରିଖ ଅପରାହ୍ଣରୁ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ !…

ଭୁବନେଶ୍ୱର: ଆସନ୍ତା ୧୫ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ। ଲଘୁଚାପଟି କେତେ ଘନୀଭୂତ ହେବ ଓ କେଉଁ ଆଡ଼କୁ ଗତି କରିବ, ବର୍ତ୍ତମାନ ସୁଦ୍ଧା ତାହା ସ୍ପଷ୍ଟ ହୋଇନାହିଁ। ତେବେ ଏହା ଏକ ଅବପାତରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ…

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା…

ଭୁବନେଶ୍ୱର: ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ୨୨ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା ସମ୍ଭାବନା । ପରବର୍ତ୍ତୀ ୩…

ରାଜ୍ୟରେ ଲଘୁଚାପ ବର୍ଷା ଜାରି; ଆଉ ୨ଦିନ…

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଜାରି ରହିବା ସହ ୨ ଦିନ ଯାଏ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।…

ଅକ୍ଟୋବର ପହିଲାରେ ଲଘୁଚାପ ! ଆସନ୍ତା…

ଭୁବନେଶ୍ୱର: ଆସନ୍ତା ୨୯ରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଅକ୍ଟୋବର ପହିଲାରେ ଲଘୁଚାପ ସମ୍ଭାବନା । ସେପ୍ଟେମ୍ବର ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟାରେ…

ଆଜି ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ; ୩…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଫଳରେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ଅର୍ଥାତ୍‌‌ ମଙ୍ଗଳବାର ରାଜ୍ୟର ୩ଟି ଜିଲ୍ଲାରେ କେତେକ…

ଦୁର୍ବଳ ହେଲା ଲଘୁଚାପ; ୧୮ରେ ଆଉ ଏକ…

ଭୁବନେଶ୍ବର: ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆଜି କେତେକ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅନ୍ୟପଟେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ…

ଆସନ୍ତା ୧୮ ଓ ୨୪ ତାରିଖରେ ଆସୁଛି ଦୁଇଟି…

ଭୁବନେଶ୍ୱର: ରାଜ୍ୟରେ ଆଗକୁ ଆସୁଛି ବଡ଼ ବର୍ଷା। କିଛି ଦିନର ବିରତି ପରେ ଜୁଲାଇ ତୃତୀୟ ସପ୍ତାହରୁ ଆରମ୍ଭ ହେବ ବର୍ଷା। ଘନ ଘନ ଲଘୁଚାପ ସୃଷ୍ଟି ସହ ଏଗୁଡ଼ିକ ଶକ୍ତିଶାଳୀ ହେବା ପାଇଁ ବଙ୍ଗୋପସାଗରରେ ସ୍ଥିତି ଅନୁକୂଳ ହେଉଛି। ଲଘୁଚାପ ସୃଷ୍ଟି ହେବାପରେ ଏହା ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ…

ଜୁଲାଇ ୪ରେ ବଙ୍ଗୋପସାଗରରେ ଲଘୁଚାପ…

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଗତ ୨ ଦିନ ଧରି ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଆଜିଠୁ ପାଗରେ ପରିବର୍ତ୍ତନ ହେବ। ୨ ତାରିଖଠାରୁ ୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଜୁଲାଇ ୪ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ଥିବାବେଳେ ଏହାର ପ୍ରଭାବରେ ୩ରୁ ୫ ତାରିଖ ଯାଏଁ…