ପବିତ୍ର ମହାଳୟା ଅବସରରେ ରାଜ୍ୟବାସୀଙ୍କୁ…
ଭୁବନେଶ୍ବର: ପବିତ୍ର ମହାଳୟା ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମା’ ଦୁର୍ଗା ସମସ୍ତଙ୍କୁ ସୁଖ ଓ ସମୃଦ୍ଧିର ଆଶୀର୍ବାଦ ପ୍ରଦାନ କରନ୍ତୁ ବୋଲି କହିଛନ୍ତି ନବୀନ।
ପବିତ୍ର ମହାଳୟା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ମା'…