Browsing Tag

Mahalaya

ପବିତ୍ର ମହାଳୟା ଅବସରରେ ରାଜ୍ୟବାସୀଙ୍କୁ…

ଭୁବନେଶ୍ବର: ପବିତ୍ର ମହାଳୟା ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମା’ ଦୁର୍ଗା ସମସ୍ତଙ୍କୁ ସୁଖ ଓ ସମୃଦ୍ଧିର ଆଶୀର୍ବାଦ ପ୍ରଦାନ କରନ୍ତୁ ବୋଲି କହିଛନ୍ତି ନବୀନ। ପବିତ୍ର ମହାଳୟା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ମା'…

ଆଜି ପବିତ୍ର ମହାଳୟା: ପିତୃପକ୍ଷ ଲୋକଙ୍କ…

ଭୁବନେଶ୍ବର: ଆଜି ପବିିତ୍ର ମହାଳୟା । ଆଶ୍ବିନ ମାସ କୃଷ୍ଣପକ୍ଷ ପ୍ରତିପଦା ଠାରୁ ଆରମ୍ଭ ହୋଇଥିବା ପିତୃ ପକ୍ଷର ଶେଷ ଦିନ । ପିତୃପକ୍ଷ ଲୋକଙ୍କ ଆତ୍ମାର ସଦଗତି କାମନା କରି ଶ୍ରାଦ୍ଧ ଦେଉଛନ୍ତି ଆତ୍ମୀୟ । ଆଜି ଦିନରେ ପିତୃ ପୁରୁଷଙ୍କୁ ପିଣ୍ଡ ଦେବାର ପରମ୍ପରା ରହିଛି । ଏହି ପିଣ୍ଡ ପିତୃକୂଳର ୩ ପୁରୁଷ…

ପୁରୀ; ମହାଳୟାରେ ପିଣ୍ଡଦାନ ପାଇଁ ଭିଡ

ପୁରୀ: ପବିତ୍ର ମହାଳୟା ଅମାବାସ୍ୟା ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ। ଏଥିପାଇଁ ଶ୍ରୀମନ୍ଦିର ଉତ୍ତର ଦ୍ବାରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶହ ଶହ ଶ୍ରଦ୍ଧାଳୁ ନିଜର ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରୁଛନ୍ତି। ବିଶ୍ୱାସ ରହିଛି ମହାଳୟା ତିଥିରେ ପିଣ୍ଡଦାନ କଲେ…