ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Mahanga

ମାହାଙ୍ଗା ଗଣହତ୍ୟା ମାମଲାର ଆସିଲା…

ମାହାଙ୍ଗା:ମାହାଙ୍ଗା କୁସୁପୁର ଗଣହତ୍ୟା ଘଟଣାରେ ଆଜି ଆସିଛି ବ୍ୟବଚ୍ଛେଦ ରିପୋର୍ଟ । ରିପୋର୍ଟ ଅନୁସାରେ ମୃତକଙ୍କ ଦେହର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ସହ ବିଭିନ୍ନ ସ୍ଥାନରେ ରହିଛି କ୍ଷତ ଚିହ୍ନ । କ୍ଷତଚିହ୍ନରୁ ସ୍ପଷ୍ଟ ହେଉଛି ହତ୍ୟାକାଣ୍ଡାରେ ଧାରୁଆ ଅସ୍ତ୍ରଶସ୍ତ୍ର ବ୍ୟବହାର କରାଯାଇଛି । ହତ୍ୟାକାଣ୍ଡ ବେଳେ…

ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲା:…

ମାହାଙ୍ଗା: କୁସୁପୁର ଗଣହତ୍ୟା ମାମଲାରେ ଅଭିଯୁକ୍ତ ଶିବ ସାହୁର ୩ ଦିନିଆ ପୋଲିସ ରିମାଣ୍ଡ ଶନିବାର ଶେଷ ହୋଇଛି । ରିମାଣ୍ଡ ଶେଷ ହେବା ପରେ ସାଲେପୁର ଜେଏମଏଫସି କୋର୍ଟରେ ହାଜର କରିଛି ପୋଲିସ । ତେବେ ଅଭିଯୁକ୍ତ ଶିବକୁ ପୁଣିଥରେ ରିମାଣ୍ଡ ରେ ନେବା ପାଇଁ ପୋଲିସ ଆବେଦନ ନ କରିବାରୁ ସାଲେପୁର ଜେଏମଏଫସି…

ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲା:…

କଟକ: ମାହଙ୍ଗା କୁସୁପୁରରେ ଘଟିଥିବା ବୀଭତ୍ସ ଗଣହତ୍ୟା ମାମଲାରେ ଅଭିଯୁକ୍ତ ଶିବପ୍ରସାଦ ଘଟଣାସ୍ଥଳରେ ଆଜି ଡେମୋ ଦେଖାଇଛି । କେମିତି ଶିବ ଏକାକୀ ୫ ଜଣଙ୍କୁ ହତ୍ୟା କରିଥିଲା, ପୁଲିସ ଆଗରେ ଡେମୋ ଦେଖାଇଛି ଅଭିଯୁକ୍ତ । ସୁରକ୍ଷାକୁ ଦୃଷ୍ଟିରେ ରଖି ଗାଁରେ ୨ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି । ୫…

ପାରୋଲରେ ଆସି ଆତ୍ମହତ୍ୟା କଲେ ଆଜୀବନ…

ମାହାଙ୍ଗା: ପାରୋଲରେ ଆସି ଆତ୍ମହତ୍ୟା କଲେ ଜଣେ କଏଦୀ । ମୃତ କଏଦୀ ଜଣଙ୍କ ହେଉଛନ୍ତି କଟକ ଜିଲ୍ଲା ମାହାଙ୍ଗା ଥାନା ବରାହିପୁର ଗାଁର ରାଜକିଶୋର ନାୟକ । ତେବେ ସେ କ'ଣ ପାଇଁ ଆତ୍ମହତ୍ୟା କରିଛନ୍ତି ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ମୁତାବକ,…

ସ୍କୁଲ ଆଗରେ ଆଣ୍ଠୁଏ ପାଣି : ନିଷ୍କାସନ…

ମାହାଙ୍ଗା : ମାହାଙ୍ଗା ବ୍ଲକ ସଦର ମହକୁମା ଶ୍ରୀକୃଷ୍ଣପୁର ପଞ୍ଚାୟତ ପଶୁଲୁଣ୍ଡାସ୍ଥିତ ଆଚାର୍ଯ୍ୟ ପ୍ୟାରୀମୋହନ ବିଦ୍ୟା ନିକେତନ ସମ୍ମୁଖ ରାସ୍ତାରେ ବର୍ଷାଜଳ ନିଷ୍କାସନ ହୋଇ ନପାରି ଆଣ୍ଠୁଏ ଉଚ୍ଚର ପାଣି ଜମି ରହୁଛି। ଏଥିଯୋଗୁ ଛାତ୍ରଛାତ୍ରୀଙ୍କ ଯାତାୟାତରେ ଅସୁବିଧା ଦେଖାଦେଇଛି। ସୂଚନା ଅନୁଯାୟୀ, ଏହି…