ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Maharashtra Crisis

ଆଜି ମହାରାଷ୍ଟ୍ର ବିଧାନସଭାରେ ସଂଖ୍ୟା…

ମୁମ୍ବାଇ : ଆଜି ମହାରାଷ୍ଟ୍ର ବିଧାନସଭାରେ ହେବ ଶକ୍ତି ପରୀକ୍ଷା। ଏହାପୂର୍ବରୁ ଗତକାଲି ହୋଇଥିବା ବାଚସ୍ପତି ନିର୍ବାଚନରେ ବିଜେପି ବିଧାୟକ ରାହୁଲ ନାର୍ଭେକର ବିଜୟୀ ହୋଇଥିଲା ବେଳେ ଆଜି ସିନ୍ଦେ ସରକାର ପାଇଁ କୌଣସି ପ୍ରତିବନ୍ଧକ ରହିବ ନାହିଁ ବୋଲି କୁହାଯାଉଛି। କିନ୍ତୁ ବହୁମତ ସାବ୍ୟସ୍ତ କରିବା…

ମହାରାଷ୍ଟ୍ର ରାଜନୀତିରେ ନୂଆ ମୋଡ, ଏକନାଥ…

ମୁମ୍ବାଇ: ଜୁନ୍ ୨୦ରୁ ଆରମ୍ଭ ହୋଇଥିବା ମହାରାଷ୍ଟ୍ରରେ ରାଜନୈତିକ ମାହାଡ୍ରାମାର ନୂଆ ମୋଡ ନେଇଛି। ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଏକନାଥ ସିନ୍ଦେ । ବିଜେପି ସମର୍ଥନରେ ମୁଖ୍ୟମନ୍ତ୍ରୀ ହେବେ ଏକନାଥ ସିନ୍ଦେ। ସିନ୍ଦେ ମୁଖ୍ୟମନ୍ତ୍ରୀ ହେବା ନେଇ ସାମ୍ବାଦିକ ସମ୍ମିଳନୀରେ  ସୂଚନା ଦେଇଛନ୍ତି…

ମହାରାଷ୍ଟ୍ର ରାଜନୀତି: ଆସନ୍ତାକାଲି…

ମୁମ୍ବାଇ: ମହାରାଷ୍ଟ୍ରର ମହାଅଘାଡି ସରକାର (ଏମ୍‌ଭିଏ)ର ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ଏହି ରାଜନୈତିକ ଅସ୍ଥିରତା ଏକ ନୂଆ ମୋଡ଼ ଆଡକୁ ଗତି କରୁଛି। ଉଦ୍ଧବ ସରକାର ବହୁମତ ସାବ୍ୟସ୍ତ କରନ୍ତୁ ବୋଲି ବିଜେପି ଦାବି ଜଣାଇଛି। ଉଦ୍ଧବଙ୍କ ପାଖରେ ଆବଶ୍ୟକ ସଂଖ୍ୟକ ବିଧାୟକ ନାହାନ୍ତି। ତେଣୁ ସରକାର ନିଜର…

ମହାରାଷ୍ଟ୍ର ରାଜନୈତିକ ସଙ୍କଟ: ଉଭୟ…

ମୁମ୍ବାଇ: ମହାରାଷ୍ଟ୍ର ରାଜନୈତିକ ସଙ୍କଟ।  ଶିବସେନାର ବିଦ୍ରୋହୀମାନଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନ ଉପରେ ଆଜି ଶୁଣାଣି କରିଥିଲେ ସୁପ୍ରିମକୋର୍ଟ। ୧୬ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ଶିବସେନାର ଉଦ୍ୟମ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ଏକନାଥ…

ମହାରାଷ୍ଟ୍ର ମହାନାଟକ : ୧୫ ବିଦ୍ରୋହୀ…

ମୁମ୍ବାଇ: ମହାରାଷ୍ଟ୍ରର ରାଜନୈତକ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶିବସେନାର ବିଦ୍ରୋହୀ ବିଧାୟକଙ୍କୁ କେନ୍ଦ୍ର ସରକାର ସୁରକ୍ଷା ଦେବେ । ଦଳର ୧୫ ଜଣ ବିଧାୟକଙ୍କୁ ମିଳିବ ଓ୍ବାଇ ପ୍ଲସ୍ ସୁରକ୍ଷା। ବିଦ୍ରୋହୀ ବିଧାୟକଙ୍କ ଘର ଓ ଅଫିସରେ ଶିବ ସୈନିକଙ୍କ ଆକ୍ରମଣ ଦୃଷ୍ଟିରୁ…

ମେଣ୍ଟ କରିବେ ବିଜେପି – ବିଦ୍ରୋହୀ…

ମୁମ୍ବାଇ : କାହା ପାଇଁ ମହାରାଷ୍ଟ୍ରରେ ଚାଲିଥିବା ଶକ୍ତି ସଂଗ୍ରାମ ସାଂଘାତିକ ପ୍ରମାଣିତ ହେବ, ତାହା କେବଳ ସମୟ କହିବ। କିନ୍ତୁ ଏକନାଥ ସିନ୍ଧେ କ୍ରମାଗତ ଭାବରେ ଉଦ୍ଧବ ସରକାରଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି। ଉଭୟ ବିଦ୍ରୋହୀ ଓ ଉଦ୍ଧବ ଠାକରେ ଶକ୍ତି ପ୍ରଦର୍ଶନରେ ଲାଗିଛନ୍ତି । ଏହାରି ମଧ୍ୟରେ ଏକ ବଡ଼ ଘଟଣା…

୧୬ ବିଦ୍ରୋହୀ ବିଧାୟକଙ୍କୁ…

ମୁମ୍ବାଇ : ମହାରାଷ୍ଟ୍ର ରାଜନୀତି ଉପରେ ବର୍ତ୍ତମାନ ସାରା ଦେଶର ନଜର ରହିଛି। କେଉଁ ମୁହୁର୍ତ୍ତରେ ସେଠି କଣ ହେଉଛି ତାହା କହିବା ସମ୍ଭବ ନୁହେଁ। ମହାରାଷ୍ଟ୍ର ରାଜନୀତିରେ ଲଗାତାର ଟ୍ୱିଷ୍ଟ ଭିତରେ ଶିବସେନା ପକ୍ଷରୁ ସେନା ଭବନରେ ଜାତୀୟ କାର୍ୟ୍ୟକାରିଣୀ କମିଟି ବୈଠକ ଡକାଯାଇଥିଲା। ଅପରାହ୍ନ ୧ଟାରେ…

ବିଦ୍ରୋହୀ ବିଧାୟକଙ୍କୁ ଉଦ୍ଧବଙ୍କ…

ମୁମ୍ବାଇ : ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଶିବସେନାର ବିଦ୍ରୋହୀ ବିଧାୟକ ଏବଂ ଉଦ୍ଧବ ଠାକରେଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଦଳୀୟ ବିଧାୟକଙ୍କ ବିଦ୍ରୋହ ଯୋଗୁ ଦୁଇ ଫାଳ ହେବା ଉପରେ ଶିବସେନା। ବାଲାସାହେବ ଠାକରେଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ଶବିସେନାର ଗୋଟିଏ ଗୋଷ୍ଠୀ…

ରାଜ୍ୟପାଳଙ୍କ ପରେ କୋଭିଡ ପଜିଟିଭ୍‌ ହେଲେ…

ମୁମ୍ବାଇ : ମହାରାଷ୍ଟ୍ର ରାଜନୀତିରେ ହାଇଡ୍ରାମା ଭିତରେ ଗୋଟିଏ ପରେ ଗୋଟିଏ ରୋଚକ ଖବର ସାମ୍ନାକୁ ଆସିବାରେ ଲାଗିଛି। ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂହ କୋଶୟାରି କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ବୁଧବାର ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ମୁମ୍ବାଇର ଏଚଏନ୍ ରିଲାଏନ୍ସ ହସପିଟାଲରେ ଭର୍ତ୍ତି…

ମହାରାଷ୍ଟ୍ର ମହାସଙ୍କଟ : ସିଏମ୍ ପଦରୁ…

ମୁମ୍ବାଇ : ମହାରାଷ୍ଟ୍ରରେ ଶିବସେନା ସରକାରରଙ୍କ ପ୍ରତି ରାଜନୈତିକ ସଙ୍କଟ ଉଗ୍ର ହେବାରେ ଲାଗିଛି। ମହାରାଷ୍ଟ୍ରର ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ମହା ବିକାଶ ଅଘାଡି (ଏମଭିଏ) ସରକାର ବିଧାନସଭା ଭଙ୍ଗ କରିବାକୁ ରାଜ୍ୟପାଳଙ୍କୁ ସୁପାରିସ କରିପାରନ୍ତି। ଶିବସେନା ସାଂସଦ ସଞ୍ଜୟ ରାଉତ ଏପରି ସଙ୍କେତ…