ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Maharashtra Political Crisis

ଆଜି ମହାରାଷ୍ଟ୍ର ବିଧାନସଭାରେ ସଂଖ୍ୟା…

ମୁମ୍ବାଇ : ଆଜି ମହାରାଷ୍ଟ୍ର ବିଧାନସଭାରେ ହେବ ଶକ୍ତି ପରୀକ୍ଷା। ଏହାପୂର୍ବରୁ ଗତକାଲି ହୋଇଥିବା ବାଚସ୍ପତି ନିର୍ବାଚନରେ ବିଜେପି ବିଧାୟକ ରାହୁଲ ନାର୍ଭେକର ବିଜୟୀ ହୋଇଥିଲା ବେଳେ ଆଜି ସିନ୍ଦେ ସରକାର ପାଇଁ କୌଣସି ପ୍ରତିବନ୍ଧକ ରହିବ ନାହିଁ ବୋଲି କୁହାଯାଉଛି। କିନ୍ତୁ ବହୁମତ ସାବ୍ୟସ୍ତ କରିବା…

ମହାରାଷ୍ଟ୍ର ମହାନାଟକ : ୧୫ ବିଦ୍ରୋହୀ…

ମୁମ୍ବାଇ: ମହାରାଷ୍ଟ୍ରର ରାଜନୈତକ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶିବସେନାର ବିଦ୍ରୋହୀ ବିଧାୟକଙ୍କୁ କେନ୍ଦ୍ର ସରକାର ସୁରକ୍ଷା ଦେବେ । ଦଳର ୧୫ ଜଣ ବିଧାୟକଙ୍କୁ ମିଳିବ ଓ୍ବାଇ ପ୍ଲସ୍ ସୁରକ୍ଷା। ବିଦ୍ରୋହୀ ବିଧାୟକଙ୍କ ଘର ଓ ଅଫିସରେ ଶିବ ସୈନିକଙ୍କ ଆକ୍ରମଣ ଦୃଷ୍ଟିରୁ…

ମେଣ୍ଟ କରିବେ ବିଜେପି – ବିଦ୍ରୋହୀ…

ମୁମ୍ବାଇ : କାହା ପାଇଁ ମହାରାଷ୍ଟ୍ରରେ ଚାଲିଥିବା ଶକ୍ତି ସଂଗ୍ରାମ ସାଂଘାତିକ ପ୍ରମାଣିତ ହେବ, ତାହା କେବଳ ସମୟ କହିବ। କିନ୍ତୁ ଏକନାଥ ସିନ୍ଧେ କ୍ରମାଗତ ଭାବରେ ଉଦ୍ଧବ ସରକାରଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି। ଉଭୟ ବିଦ୍ରୋହୀ ଓ ଉଦ୍ଧବ ଠାକରେ ଶକ୍ତି ପ୍ରଦର୍ଶନରେ ଲାଗିଛନ୍ତି । ଏହାରି ମଧ୍ୟରେ ଏକ ବଡ଼ ଘଟଣା…

୧୬ ବିଦ୍ରୋହୀ ବିଧାୟକଙ୍କୁ…

ମୁମ୍ବାଇ : ମହାରାଷ୍ଟ୍ର ରାଜନୀତି ଉପରେ ବର୍ତ୍ତମାନ ସାରା ଦେଶର ନଜର ରହିଛି। କେଉଁ ମୁହୁର୍ତ୍ତରେ ସେଠି କଣ ହେଉଛି ତାହା କହିବା ସମ୍ଭବ ନୁହେଁ। ମହାରାଷ୍ଟ୍ର ରାଜନୀତିରେ ଲଗାତାର ଟ୍ୱିଷ୍ଟ ଭିତରେ ଶିବସେନା ପକ୍ଷରୁ ସେନା ଭବନରେ ଜାତୀୟ କାର୍ୟ୍ୟକାରିଣୀ କମିଟି ବୈଠକ ଡକାଯାଇଥିଲା। ଅପରାହ୍ନ ୧ଟାରେ…

ବିଦ୍ରୋହୀ ବିଧାୟକଙ୍କୁ ଉଦ୍ଧବଙ୍କ…

ମୁମ୍ବାଇ : ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଶିବସେନାର ବିଦ୍ରୋହୀ ବିଧାୟକ ଏବଂ ଉଦ୍ଧବ ଠାକରେଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଦଳୀୟ ବିଧାୟକଙ୍କ ବିଦ୍ରୋହ ଯୋଗୁ ଦୁଇ ଫାଳ ହେବା ଉପରେ ଶିବସେନା। ବାଲାସାହେବ ଠାକରେଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ଶବିସେନାର ଗୋଟିଏ ଗୋଷ୍ଠୀ…

ମହାରାଷ୍ଟ୍ର ମହାନାଟକର ମୁଖ୍ୟନାୟକ ଏକନାଥ…

ମୁମ୍ବାଇ: ଶିବସେନା ନେତା ତଥା ମହାରାଷ୍ଟ୍ର ମନ୍ତ୍ରୀ ଏକନାଥ ସିନ୍ଧେଙ୍କୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଏକନାଥଙ୍କ ପାଇଁ ଆଜି ମହାରାଷ୍ଟ୍ରର ମହାଅଘାଡି ସରକାର ଭୁଷୁଡ଼ିବାକୁ ବସିଛି। ନିଜ ଦଳରେ ବିଦ୍ରୋହ କରି ଏକନାଥ ୨୧ ଶିବସେନା ବିଧାୟକଙ୍କ ସହ ସୁରତ ଫେରାର ହୋଇଯାଇଥିଲା ବେଳେ ସେଠାରୁ ଗତକାଲି ଗୌହାଟୀ…

ରାଜ୍ୟପାଳଙ୍କ ପରେ କୋଭିଡ ପଜିଟିଭ୍‌ ହେଲେ…

ମୁମ୍ବାଇ : ମହାରାଷ୍ଟ୍ର ରାଜନୀତିରେ ହାଇଡ୍ରାମା ଭିତରେ ଗୋଟିଏ ପରେ ଗୋଟିଏ ରୋଚକ ଖବର ସାମ୍ନାକୁ ଆସିବାରେ ଲାଗିଛି। ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂହ କୋଶୟାରି କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ବୁଧବାର ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ମୁମ୍ବାଇର ଏଚଏନ୍ ରିଲାଏନ୍ସ ହସପିଟାଲରେ ଭର୍ତ୍ତି…

ମହାରାଷ୍ଟ୍ର ମହାସଙ୍କଟ : ସିଏମ୍ ପଦରୁ…

ମୁମ୍ବାଇ : ମହାରାଷ୍ଟ୍ରରେ ଶିବସେନା ସରକାରରଙ୍କ ପ୍ରତି ରାଜନୈତିକ ସଙ୍କଟ ଉଗ୍ର ହେବାରେ ଲାଗିଛି। ମହାରାଷ୍ଟ୍ରର ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ମହା ବିକାଶ ଅଘାଡି (ଏମଭିଏ) ସରକାର ବିଧାନସଭା ଭଙ୍ଗ କରିବାକୁ ରାଜ୍ୟପାଳଙ୍କୁ ସୁପାରିସ କରିପାରନ୍ତି। ଶିବସେନା ସାଂସଦ ସଞ୍ଜୟ ରାଉତ ଏପରି ସଙ୍କେତ…

ସଙ୍କଟରେ ମହାରାଷ୍ଟ୍ରର ମହାମେଣ୍ଟ ସରକାର…

ମୁମ୍ବାଇ : ସଙ୍କଟରେ ମହାରାଷ୍ଟ୍ରର ମହାମେଣ୍ଟ ସରକାର। ସୋମବାର ବିଧାନ ପରିଷଦ ନିର୍ବାଚନ ପରେ ପରେ ଶିବସେନାର ବରିଷ୍ଠ ନେତା ତଥା ମହାରାଷ୍ଟ୍ର ନଗର ଉନ୍ନୟନ ମନ୍ତ୍ରୀ ଏକନାଥ ସିନ୍ଦେ ଦଳର ଅନ୍ୟ କିଛି ଜଣ ବିଧାୟକଙ୍କ ସହ ମିଶି ରାଜ୍ୟ ବାହାରକୁ ଚାଲି ଯାଇଛନ୍ତି ବୋଲି କୁହାଯାଉଛି। ଗୁଜରାଟର ସୁରଟ ସ୍ଥିତ…