ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

MakeInOdisha

ଘୋଷଣା ହୋଇଛି ରାଜ୍ୟ ସ୍ୱାସ୍ଥ୍ୟ ନୀତି…

ଭୁବନେଶ୍ବର : ଭୁବନେଶ୍ବରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭର ଚତୁର୍ଥ ଦିନ ଅର୍ଥାତ ଉଦଯାପନୀ ଦିବସରେ ସ୍ୱାସ୍ଥ୍ୟକ୍ଷେତ୍ରରେ ୧ ହଜାର କୋଟି ଟଙ୍କାର ନିବେଶ ପାଇଁ ବିଭିନ୍ନ କମ୍ପାନୀ ଆଗ୍ରହ ପ୍ରକାଶ କରିଛନ୍ତି । ମେଡ଼ିସିନ ଫର୍ମାସ୍ୟୁଟିକାଲ କମ୍ପାନୀ କଡ଼ିଲା ଓଡ଼ିଶାରେ ୧୦୦ କୋଟି ଟଙ୍କା ନିବେଶ…

ଆମେରିକା ଓ ଅଷ୍ଟ୍ରେଲିଆ ବଜାରରେ ବିକ୍ରି…

ଭୁବନେଶ୍ବର : ମହିଳାମାନେ ଏବେ ଭିନ୍ନ ପରିଚୟରେ ପରିଚିତ ହେଉଛନ୍ତି । ପରିବାରକୁ ଗଢ଼ିବା ସହ ଏବେ ସମାଜକୁ ଗଢ଼ିବାର ଗୁରୁଦାୟିତ୍ବକୁ ନିଷ୍ଠାର ସହ ତୁଲାଉଛନ୍ତି । ମା ଭଉଣୀମାନଙ୍କୁ ଅଧିକ ସଶକ୍ତ କରିବାକୁ ଏଣିକି ବିନା ସୁଧରେ ୫ ଲକ୍ଷ ଯାଏ ଋଣ ଯୋଗାଇ ଦିଆଯିବ । ଏହା ମହିଳାମାନଙ୍କୁ ଅଧିକ ଆର୍ଥିକ…

ଢେଙ୍କାନାଳର ୯୦୦ ଏକର ଜମିରେ ନିର୍ମାଣ…

ଭୁବନେଶ୍ବର : ଭୁବନେଶ୍ଵରରେ ଚାଲିଥିବା ମେକ୍ ଇନ ଓଡ଼ିଶା କନକ୍ଲେଭର ଆଜି ତୃତୀୟ ଦିନ। ମେକ୍ ଇନ୍ ଓଡ଼ିଶା-୨୦୨୨ ଅବସରରେ ବର୍ତ୍ତମାନ ସୁଦ୍ଧା ୪ଟି ପ୍ରକଳ୍ପର ଶିଳାନ୍ୟାସ ଓ ୪ଟି ପ୍ରକଳ୍ପର ଉଦଘାଟନ ହୋଇଛି। ଏହି ୮ ପ୍ରକଳ୍ପରେ ୪ ହଜାର ୪୨୩ କୋଟି ୫୧ ଲକ୍ଷ ଟଙ୍କାର ପୁଞ୍ଜିନିବେଶ ହେବ। ୧୪ ହଜାର ୨୭୦ ଜଣ…

ଭୁବନେଶ୍ୱରରେ ହାପିଏଷ୍ଟ ମାଇଣ୍ଡସ…

ଭୁବନେଶ୍ୱର :ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ଆହୁରି ବିସ୍ତାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରର ଫର୍ଚୁନ ଟାୱାରରେ ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର ଶୁଭ ଉଦ୍‍ଘାଟନ କରିଛନ୍ତି। ଏହି ନୂତନ କେନ୍ଦ୍ର ଭାରତର ପ୍ରଯୁକ୍ତି ଉତ୍ସ କେନ୍ଦ୍ର ଭାବରେ ଓଡ଼ିଶାର…

ରାଜ୍ୟ ଶିଳ୍ପାୟନକୁ ସମୃଦ୍ଧ କରିବ ‘ମେକ୍‌…

ଭୁବନେଶ୍ୱର: ରାଜ୍ୟକୁ ପୁଞ୍ଜିନିବେଶ ଆଣିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବାକୁ ନୀତି ପ୍ରଣୟନ କରିଛନ୍ତି । ତେବେ ଚଳିତ ବର୍ଷ ଖୋଦ୍‌ ମୁଖ୍ୟମନ୍ତ୍ରୀ ବିଭିନ୍ନ ସ୍ଥାନରେ ଦେଶ ବିଦେଶର ନିବେଶକଙ୍କୁ ଓଡ଼ିଶାରେ ପୁଞ୍ଜି ବିନିଯୋଗ ପାଇଁ ନିମନ୍ତ୍ରଣ କରିଛନ୍ତି । ଏହି…

୧୩ ଜିଲ୍ଲାରେ ୯୯୯ କୋଟି ୯୯ ଲକ୍ଷ ଟଙ୍କାର…

ଭୁବନେଶ୍ବର : ରାଜ୍ୟକୁ ଦେଶର ନୂଆ ମ୍ୟାନୁଫାକଚରିଂ ହବ୍ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ରାଜ୍ୟ ସରକାର। ଏବେ ଓଡ଼ିଶା ନିଯୁକ୍ତି ଓ ନିବେଶକଙ୍କ ପାଇଁ ଏକ ଉତମ ବିକଳ୍ପ ସାଜିଛି । ନିବେଶକଙ୍କୁ ଆକୃଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆଜି ୧୩ ଟି ଜିଲ୍ଲାରେ ୧୭ଟି ନୂଆ ଶିଳ୍ପଭିତିକ ପ୍ରକଳ୍ପର ଉଦଘାଟନ ଓ…