ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

malkangiri

ପୁଣି ଜଣେ ମହିଳା ମାଓବାଦୀଙ୍କ…

ମାଲକାନଗିରି: ପୁଣି ଜଣେ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ରୋଶନୀ ଓରଫ ଉଙ୍ଗି ମାଡଭି। କୁଖ୍ୟାତ ମହିଳା ମାଓବାଦୀ ଉଙ୍ଗି ମାଡଭି ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏନେଇ ମାଲକାନଗିରି ଏସପି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।ସୂଚନା ଅନୁଯାୟୀ, ଉଙ୍ଗି…

ଆଜି ମାଲକାନଗିରି ବିମାନବନ୍ଦରର…

ମାଲକାନଗିରି: ପୂରଣ ହେବ ମାଲକାନଗିରିବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ । ଏଣିକି ମାଲକାନଗିରି ଆକାଶରେ ବି ଉଡ଼ିବ ବିମାନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦରର ଲୋକାର୍ପଣ କରିବେ। ନବନିର୍ମିତ ଏହି ବିମାନବନ୍ଦର କାର୍ଯ୍ୟ ଶେଷ ହୋଇଥିବା ବେଳେ ରବିବାର ଏଠାରେ…

ଜାନୁଆରୀରେ ମାଲକାନଗିରିକୁ ଉଡ଼ିବ ବିମାନ;…

ଭୁବନେଶ୍ୱର: ବିମାନ ଦେଖିବ ରାଜ୍ୟର ସବୁଠାରୁ ଉପାନ୍ତ ଜିଲ୍ଲା ମାଲକାନଗିରି। ଆସନ୍ତା ଜାନୁଆରୀ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରିବେ। ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ମାଲକାନଗିରି ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ନୂତନ ବିମାନ ଚଳାଚଳର ଶୁଭାରମ୍ଭ କରିବେ। ଏ…

ମାଲକାନଗିରି ପୁଲିସକୁ ବଡ଼ ସଫଳତା:…

କାଳିମେଳା: ମାଲକାନଗିରି ପୁଲିସକୁ ମିଳିଛି ବଡ଼ ସଫଳତା। ମାଟିତଳୁ ଉଦ୍ଧାର ହୋଇଛି ବିପୁଳ ପରିମାଣର ମାଓ ସାମଗ୍ରୀ। ଆନ୍ଧ୍ର - ଓଡ଼ିଶା ସୀମାନ୍ତ କାଳିମେଳା ଥାନା ଅନ୍ତର୍ଗତ କୂର୍ମାନୁର ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ ହୋଇଛି। ଗୋଟିଏ ବନ୍ଧୁକ ସହ ୩୪ ପ୍ରକାରର ମାଓ ସାମଗ୍ରୀ ମାଟିତଳୁ ମିଳିଥିବା…

ଜାନୁଆରୀରେ ମାଲକାନଗିରି ଜିଲ୍ଲାକୁ ଉଡ଼ିବ…

ଭୁବନେଶ୍ୱର: ଓଡ଼ିଶାର ଉପାନ୍ତରେ ଥିବା ମାଲକାନଗିରି ଜିଲ୍ଲାକୁ ଉଡ଼ିବ ବିମାନ। ଆସନ୍ତା ଜାନୁଆରୀ ମାସରୁ ଏହି ବିମାନବନ୍ଦରରୁ ନନ୍‌ ସିଡ୍ୟୁଲ ବିମାନ ଚଳାଚଳ ଆରମ୍ଭ ହେବା ସମ୍ଭାବନା ଅଛି। ଆରସିଏସ୍‌ ଉଡ଼ାନ୍‌ ଯୋଜନାରେ ସାମିଲ ଏହି ବିମାନବନ୍ଦରରେ ୧୫୦୦ ମିଟର୍‌ ରନୱେ ଥିବାରୁ ଏଠାରେ ୨୦ ଆସନ ବିଶିଷ୍ଟ…

ଓଡ଼ିଶାର ସତବିର ସିଂହ ହେଲେ ଭାରତୀୟ…

କାଲିମେଳା: ମାଲକାନଗିରି ଜିଲ୍ଲାର ସତବିର ସିଂହ ରିଆର (ପପୁ ସିଂହ) ଭାରତୀୟ ସିନିୟର୍ କ୍ରିକେଟ ଦଳର ମ୍ୟାନେଜର ଭାବେ ମନୋନୀତ ହୋଇଛନ୍ତି। ଜିଲ୍ଲାରେ କ୍ରିକେଟ୍ ପ୍ରେମୀ ଓ ଜନସାଧାରଣ ମାନଙ୍କରେ ଖୁସିର ଲହରୀ ଖେଳିଯାଇଛି। ବର୍ତ୍ତମାନ ଭାରତୀୟ ଟିମ୍ ସାଉଥ ଆଫ୍ରିକା ଗସ୍ତରେ ରହିଛି। ଫଳରେ ପପୁ ସିଂହ ଗତ…

ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ୨ ଯବାନ ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଛତିଶଗଡ଼ର ସୁକମାରେ ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ୨ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ଆଜି ସକାଳେ ଡ଼ାମବାମ ସିଆରପିଏଫ କ୍ୟାମ୍ପରୁ କୋବ୍ରା ଯବାନମାନେ ସର୍ଚ୍ଚ ଅପରେସନରେ ଯାଇଥିଲେ। ସାଲାତୋଙ୍ଗ ଜଙ୍ଗଲରେ ନକ୍ସଲ ଯବାନମାନଙ୍କୁ…

ତେଲୁଗୁ ମୁଭି ‘ଗାରାଗା’ରେ…

ମାଲକାନଗିରି: ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍‌.ଭି ୭୫ ଗ୍ରାମର ମୋନିକା ସମାଦ୍ଦାର ତେଲୁଗୁ ସିନେମାରେ ନାୟିକା ଭାବେ ଅଭିନୟ କରି ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି। ଉପାନ୍ତ ଇଲାକାର ଏହି ଯୁବତୀଜଣଙ୍କ ନିଜର ପ୍ରତିଭା, ସୌନ୍ଦର୍ଯ୍ୟ ଓ ନିଖୁଣ ଅଭିନୟ ପାଇଁ ଏତେବଡ଼ ଉପଲବ୍ଧି ହାସଲ…

ସ୍ୱାଭିମାନ ଅଞ୍ଚଳର ଚାଷୀଙ୍କୁ…

ମାଲକାନଗିରି(ଅଶୋକ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଚାଷୀଙ୍କୁ ସ୍ୱାବଲମ୍ୱୀ କରିବା ପାଇଁ ଆରମ୍ଭ କରାଇଥିଲେ ଲେମନ ଗ୍ରାସ ଚାଷ ପ୍ରକ୍ରିୟା। ଯେଉଁ ଚାଷ ବର୍ତ୍ତମାନ ଅଞ୍ଚଳବାସୀଙ୍କୁ ଭଲ ରୋଜଗାରର ପନ୍ଥା ଦେଖାଇଛି। ସ୍ୱାଭିମାନ ଅଞ୍ଚଳର ଚାଷୀ…

ହନ୍ତାଲଗୁଡ଼ା ଘାଟିରେ ଓଲଟିଲା ସିମେଣ୍ଟ…

ଚିତ୍ରକୋଣ୍ଡା: ଘାଟିରେ ଓଲଟିଲା ସିମେଣ୍ଟ ବୋଝେଇ ଟିପ୍ପର । ଚାଲିଗଲା ୫ ଜଣଙ୍କ ଜୀବନ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ହନ୍ତାଳଗୁଡ଼ା ଘାଟିରେ ଏକ ଟିପର ଓଲଟି ୫ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସ୍ୱାଭିମାନ ଅଞ୍ଚଳରେ ରାସ୍ତାକାମ ପାଇଁ ଚିତ୍ରକୋଣ୍ଡାରୁ…