ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Mallikarjun Kharge

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ…

ଭୁବନେଶ୍ୱର: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ। ଏଆଇସିସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ ପରେ ଏହା ହେଉଛି ଖଡଗେଙ୍କ ପ୍ରଥମ ଓଡ଼ିଶା ଗସ୍ତ। କଂଗ୍ରେସ ଅଧ୍ୟକ୍ଷ ଦିନ ୧୨ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଏକ ବିରାଟ ପଟୁଆରରେ ସେ ଲୋୟର ପିଏମଜିରେ…

କଂଗ୍ରେସ ସଭାପତି ଭାବେ ଦାୟିତ୍ୱ ନେବା…

ନୂଆଦିଲ୍ଲୀ : ଆଜି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ କଂଗ୍ରେସର ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଆଜି ‘ଏଆଇସିସି’ ମୁଖ୍ୟାଳୟରେ ସୋନିଆ ଗାନ୍ଧୀ ୮୦ ବର୍ଷିୟ ଖଡ଼ଗେଙ୍କୁ ‘ସାର୍ଟିଫିକେଟ୍‌’ ପ୍ରଦାନ କରିଛନ୍ତି। ପ୍ରାୟ ୨୪ ବର୍ଷ ପରେ ଏହି ପଦବୀ ଅଳଙ୍କୃତ କରିବାରେ ଖଡ଼ଗେ ହେଉଛନ୍ତି…

ଆଜି ଦାୟିତ୍ବ ନେବେ କଂଗ୍ରେସର…

ନୂଆଦିଲ୍ଲୀ: କଂଗ୍ରେସର ନବନିର୍ବାଚିତ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଆଜି ଦାୟିତ୍ବ ନେବେ। ଆଜି ସକାଳେ ରାଜଘାଟ ଯାଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବହାରଲାଲ ନେହେରୁ, ଇନ୍ଦିରା ଗାନ୍ଧୀ, ଲାଲ ବାହାଦୂର ଶାସ୍ତ୍ରୀ ଓ ରାଜୀବ…

ମଲ୍ଲିକାର୍ଜୁନ ଖଡଗେ ହେଲେ କଂଗ୍ରେସ…

ନୂଆଦିଲ୍ଲୀ : ୨୪ ବର୍ଷ ପରେ କଂଗ୍ରେସକୁ ମିଳିଲା ନୂଆ ସଭାପତି। ଅଣ ଗାନ୍ଧି ପରିବାରରୁ ମଲ୍ଲିକାର୍ଜୁନ ଖଡଗେ ହୋଇଛନ୍ତି କଂଗ୍ରେସର ନୂଆ ମୁଖିଆ। ନୂଆ କଂଗ୍ରେସ ସଭାପତି ନେଇ ହୋଇଥିବା ଭୋଟ ଆଜି ଗଣତି କରାଯାଇଛି, ଯେଉଁଥିରେ ସର୍ବାଧିକ ଭୋଟ ପାଇଁ କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେ କଂଗ୍ରେସର…

ଆଜି କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ; ମତଦାନ…

ନୂଆଦିଲ୍ଲୀ: ଆଜି କଂଗ୍ରେସ ଅଧ୍ୟକ୍ଷ ପାଇଁ ନିର୍ବାଚନ ହେବ। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ୨୦୧୯ ଅଗଷ୍ଟରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ନୂଆ ଅଧ୍ୟକ୍ଷ ବାଛିବାକୁ ଦଳ ପକ୍ଷରୁ ଯେଉଁ ଦାବି କରାଯାଇ ଆସୁଥିଲା ତାହା ପ୍ରାୟ ୩ ବର୍ଷ ପରେ ପୂରଣ ହେବାକୁ ଯାଉଛି। ଯାହାକୁ…

ଅଣଗାନ୍ଧୀ ପାଲଟିବେ କଂଗ୍ରେସ ଅଧ୍ୟକ୍ଷ :…

ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ଗତକାଲିଠୁ ଶେଷ ହୋଇଛି ନାମାନଙ୍କନ ଦାଖଲ ପ୍ରକ୍ରିୟା। ସେପ୍ଟମ୍ବର ୩୦ ତାରିଖରେ ଦଳର ଅଧ୍ୟକ୍ଷ ପଦ ଲାଗି ନାମାଙ୍କନ ଦାଖଲ କରିଥିଲେ ଦଳର ରାଜ୍ୟସଭା ସାଂସଦ ମଲ୍ଲିକାର୍ଜୁନ ଖଡଗେ,ଲୋକସଭା ସାଂସଦ ଶଶୀ ଥରୁର ଏବଂ ପୂର୍ବତନ ଝାଡଖଣ୍ଡ ମନ୍ତ୍ରୀ କେ.ଏନ…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ : ଓହରିଲେ…

ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଆଜି ହେଉଛି ଅନ୍ତିମ ଦିନ। ଶେଷ ଦିନର ଅଧ୍ୟକ୍ଷ ନିର୍ବାଚନକୁ ନେଇ ଲଢ଼େଇ ଜୋରଦାର ହେବାକୁ ନେଇ ଚର୍ଚ୍ଚା ମଧ୍ୟରେ ଏକ ରୋଚକ ଦୃଶ୍ୟ ସାମ୍ନାକୁ ଆସିଛି। ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ପାଇଁ ରେସରେ ଥିବା ଅଶୋକ ଗେହଲଟ ଓ ଦଗବିଜୟ ସିଂହ…