ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

mamata-banarjee

ପଶ୍ଚିମବଙ୍ଗରେ ପୁଣି ବଢିଲା ଲକ୍‌ଡାଉନ୍‌…

କୋଲକାତା: ପଶ୍ଚିମବଙ୍ଗରେ ପୁଣି ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରାଯାଇଛି । ଅଗଷ୍ଟ ୧୫ ଯାଏ ରାଜ୍ୟରେ ଲକ୍‌ଡାଉନ୍‌କୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ଏହି ପ୍ରତିବନ୍ଧକ ଜୁଲାଇ ୩୦ ଯାଏ ଲାଗୁ ହୋଇଥିଲା। ରାଜ୍ୟରେ କ‌ୋଭିଡ୍‌ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି…

ଆକ୍ସନ ମୋଡରେ ଦିଦି: ପେଗାସସ୍ ଫୋନ୍…

କୋଲକାତା: ଦିଲ୍ଲୀ ଯିବା ପୂର୍ବରୁ ଆକ୍ସନ ମୋଡରେ ଦିଦି । ପେଗାସସ୍ ଫୋନ୍ ହ୍ୟାକିଂ ମାମଲାର ତଦନ୍ତ ନିର୍ଦ୍ଦେଶ ଦେଲେ ପଶ୍ଚିମବଙ୍ଗ ସରକାର । ଯାଞ୍ଚ ଆୟୋଗ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କୋଲକାତା ହାଇକୋର୍ଟର ଦୁଇ ବିଚାରପତିଙ୍କ ଅଧ୍ୟକ୍ଷତାରେ…

ନନ୍ଦିଗ୍ରାମରେ ମମତାଙ୍କୁ ହରାଇଲ ବିଜେପି…

ନନ୍ଦିଗ୍ରାମ: ପଶ୍ଚିମବଙ୍ଗ ରାଜନୀତିରେ କେଇଟି ମୂହୂର୍ତ୍ତରେ ଓଲଟିଗଲା ଖେଳ । ନନ୍ଦିଗ୍ରାମ ଆସନରୁ ହାରିଲେ ମମତା ବାନାର୍ଜୀ । ୧୬୧୧ ଖଣ୍ଡ ଭୋଟରେ ମମତା ବାନାର୍ଜୀଙ୍କୁ ପରାସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ । ତେବେ ଏନେଇ କୋର୍ଟ ଯିବେ ବୋଲି କହିଛନ୍ତି ମମତା ବାନାର୍ଜୀ। ପୂର୍ବରୁ…

ଗୁରୁତର ଆହତ ହୋଇ ହସ୍ପିଟାଲ ବେଡ୍‌ରେ…

କଲକାତା : ହସ୍ପିଟାଲ ବେଡ୍‌ରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରି ମମତା ବାନାର୍ଜୀ। ନନ୍ଦୀଗ୍ରାମରେ ନିର୍ବାଚନୀ ପ୍ରଚାର ସମୟରେ  ଆହତ ହୋଇ ‘ଏସ୍‌ଏସ୍‌କେଏମ୍‌ ହସ୍ପିଟାଲ୍‌’ରେ ଭର୍ତ୍ତି ହୋଇଥିବା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବଳାଗଣ୍ଠି ଓ କାନ୍ଧ ହାଡ଼ରେ ଭୀଷଣ ଆଘାତ ଲାଗିଥିବାରୁ ତାଙ୍କୁ…

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ବିରୋଧରେ…

ନୂଆଦିଲ୍ଲୀ: ଦେଶରେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧିକୁ ବିରୋଧରେ ବିରୋଧୀ ଦଳ ଲଗାତାର ବିରୋଧ ପ୍ରଦର୍ଶନ କରୁଛନ୍ତି । କଂଗ୍ରେସ ବ୍ୟତୀତ ଏସପି, ବିଏସପିର ବିରୋଧ ପରେ ବର୍ତ୍ତମାନ ତୃଣମୂଳ କଂଗ୍ରେସର (ଟିଏମ୍‌ସି) ନାମ ମଧ୍ୟ ଯୋଡି ହୋଇଛି । ଗୁରୁବାର ଦିନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ…