ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Manas Ranjan Mangaraj

କୋଇଲା ଖଣି ଦ୍ବାରା ହେଉଥିବା ବାୟୁ…

ନୂଆଦିଲ୍ଲୀ : ଆମ ରାଜ୍ୟ ଓଡ଼ିଶା ଖଣି ଖାଦନରେ ଭରା। ଦେଶରେ ଚାଲୁଥିବା ବିଭିନ୍ନ କଳକାରଖାନା ଓଡ଼ିଶାର ଖଣି ଉପରେ ନିର୍ଭରଶୀଳ। ସାରା ଦେଶରେ ଉତ୍ପାଦନ ହେଉଥିବା କ୍ରୋମାଇଟର ଶତ ପ୍ରତିଶତ ଓଡ଼ିଶାରୁ ହିଁ ଉତ୍ପାଦିନ ହୁଏ। ସେହିପରି ଦେଶର ୭୫ ପ୍ରତିଶତ ବକ୍ସାଇଟ,୫୦ ପ୍ରତିଶତ ଲୁହାପଥର ଓ ୨୫ ପ୍ରତିଶତ କୋଇଲା…

ବିଜେଡିରେ ସାମିଲ ହେଲେ ବାଣପୁର ବ୍ଲକ ଓ…

ଭୁବନେଶ୍ବର: ଆଜି ଖୋର୍ଦ୍ଧା ଜିଲ୍ଲାର ବାଣପୁର ବ୍ଲକ ଓ NAC ର ବହୁ କର୍ମୀ ବିଜେପି ଛାଡି ବିଜେଡିରେ ଯୋଗ ଦେଇଛନ୍ତି । ସେମାନେ ମୁଖ୍ୟମନ୍ତ୍ରୀଙ୍କ ଲୋକାଭିମୁଖି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରି ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡି ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ଏହ…

ବିପଦସଙ୍କୁଳ ଜନଜାତି ସମୂହଙ୍କ ବିକାଶ…

ଭୁବନେଶ୍ୱର: ବିପଦସଙ୍କୁଳ ଜନଜାତି ସମୂହ(ପିଭିଟିଜି)ଙ୍କ ସାମଗ୍ରିକ ବିକାଶ ଏବଂ କଲ୍ୟାଣ ପାଇଁ କେନ୍ଦ୍ର ସରକାର ବ୍ୟାପକ ପଦକ୍ଷେପ ନେଉଛନ୍ତି । କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ପିଭିଟିଜିଙ୍କ ବିକାଶ ଡେଭଲପମେଣ୍ଟ ଅଫ୍‌ ପିଭିଟିଜି ନାମକ ଏକ ଯୋଜନାର ମଧ୍ୟ ପ୍ରଣୟନ କରାଯାଇଛି । ଆଦିବାସୀଙ୍କ…

ବ୍ରହ୍ମପୁରରେ ଦଳୀୟ କର୍ମୀ ଓ ନେତାଙ୍କ ସହ…

ବ୍ରହ୍ମପୁର: ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ପାଇବା ପରେ ଆଜି ବ୍ରହ୍ମପୁରରେ ଦଳୀୟ କର୍ମୀ ଓ ନେତାଙ୍କ ସହ ଆଲୋଚନା କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ । ବିଜୁ ପରିବାରର ସବୁ କର୍ମୀଙ୍କ ମତାମତକୁ ଗ୍ରହଣ କରି ଆଗକୁ କିପରି ଗଞ୍ଜାମ ଜିଲ୍ଲାରେ ଦଳୀୟ ସଂଗଠନ ଅଧିକ ମଜବୁତ…

ରାଜ୍ୟର ସାମ୍ବାଦିକ ପାଇବେ ପେନସନ,…

କଟକ: ରାଜ୍ୟର ୯ ହଜାର ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ବୀମା ରାଶି ପ୍ରଦାନ କରାଯାଉଛି । ପେନସନ ପାଇଁ ସାମ୍ବାଦିକ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି । କଟକ ନରସିଂହପୁର ସାମ୍ବାଦିକ ସଂଘର ଚତୁର୍ଥ ବାର୍ଷିକ ଉତ୍ସବ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ରାଜ୍ୟସଭା ସାଂସଦ…

ସୂଚନା ଓ ପ୍ରସାରଣ ମନ୍ତ୍ରାଳୟର…

ନୂଆଦିଲ୍ଲୀ: ବିଜେଡିର ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ମିଳିଛି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ। ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟଭାବେ ଶ୍ରୀ ମଙ୍ଗରାଜଙ୍କୁ ମନୋନୀତ କରାଯାଇଛି। ଭାରତ ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ…

ଓଡ଼ିଆରେ ରାଜ୍ୟସଭା ସାଂସଦ ଭାବରେ…

ଭୁବନେଶ୍ବର: ଆଜି ବିଜେଡିର ନବ ନିର୍ବାଚିତ ରାଜ୍ୟସଭା ସାଂସଦ ଶପଥ ଗ୍ରହଣ କରିଛନ୍ତି। ବିଜେଡି ଟିକଟରେ ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଥିବା ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓ ରାଜ୍ୟସଭା ପରିସରରେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି। ଓଡିଆରେ ଶପଥ ନେଇଛନ୍ତି ଉଭୟ ରାଜ୍ୟସଭା…

ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ନେବେ…

ଭୁବନେଶ୍ୱର: ଆଜି ବିଜେଡିର ନବ ନିର୍ବାଚିତ ରାଜ୍ୟସଭା ସାଂସଦ ଶପଥ ଗ୍ରହଣ କରିବେ। ବିଜେଡି ଟିକଟରେ ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଥିବା ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓ ରାଜ୍ୟସଭା ପରିସରରେ ପୂର୍ବାହ୍ନ ୧୧ଟା ସମୟରେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିବେ। ମାନସ ମଙ୍ଗରାଜ ରାଜ୍ୟ…

ଖୁବ କମ ସମୟ ମଧ୍ୟରେ ଦୈନିକ ଖବରକାଗଜ…

ବାରିପଦା: ଦୈନିକ ଖବରକାଗଜ ସକାଳ ପରିବାର ପକ୍ଷରୁ ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଛି । ସକାଳ ଓ ନନ୍ଦିଘୋଷ ଟିଭି ପରିବାରର ଅଧ୍ୟକ୍ଷ ତଥା ରାଜ୍ୟସଭା ସଦସ୍ୟ ମାନସ ମଙ୍ଗରାଜ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ସେ କହିଥିଲେ ଯେ , ‘ଗଣମାଧ୍ୟମ…

ବାଣପୁରରେ ରାଜ୍ୟ ସଭା ସାଂସଦ ମାନସ…

ନାଚୁଣୀ: ଭୁବନେଶ୍ବରରୁ ନିଜ ଜନ୍ମ ସ୍ଥାନ ସୁନାଖଳା ଓ ଭଗବତୀ ଦର୍ଶନ ପାଇଁ ବାଣପୁର ଗସ୍ତ କରିବା ଅବସରରେ ନବ ନିର୍ବାଚିତ ରାଜ୍ୟସଭା ସାଂସଦ ମାନସ ରଂଜନ ମଙ୍ଗରାଜ ବୁଧବାର ରାତିରେ ସୁନାଖଳାରେ ଅଟକିଥିଲେ। ଶ୍ରୀ ମଙ୍ଗରାଜଙ୍କୁ ଅଭିନନ୍ଦନ ଜଣାଇବା ପାଇଁ ଚିଲିକା ବିଜେଡି ସଂଗଠନ ପକ୍ଷରୁ ସ୍ଥାନୀୟ ବିଜେଡି…