ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Matric Exam

ଆଜିଠୁ ଆରମ୍ଭ ମାଟ୍ରିକ ପରୀକ୍ଷା, ୫…

ଭୁବନେଶ୍ବର: ଆଜିଠୁ ମାଟ୍ରିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆଜିଠୁ ଆରମ୍ଭ ହେଉଛି । ଚଳିତବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ପରୀକ୍ଷା କେନ୍ଦ୍ର ସକାଳ ୭ଟା ୧୫ ମିନିଟରେ ଖୋଲିବା ପରେ ପରୀକ୍ଷାର୍ଥୀ ସାଢେ ୭ଟାରେ ହଲକୁ ପ୍ରବେଶ…

ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ଲାଗିବ AI…

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ମାଟ୍ରିକ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦର ପ୍ରସ୍ତୁତି ଶେଷ ପର୍ଯ୍ଯାୟରେ ପହଞ୍ଚିଛି । ପରୀକ୍ଷା ପରିଚାଳନାରେ ସୁଧାର ଓ ସଂସ୍କାର ଆଣିବା ପାଇଁ ବୋର୍ଡ ପକ୍ଷରୁ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟରରେ ତ୍ରିସ୍ତରୀୟ ସିସିଟିଭି…

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଓ ଭାଇରାଲ…

ଭୁବନେଶ୍ବର: ମାଟ୍ରିକ ପ୍ରଶ୍ନପତ୍ର ଲିକ କିମ୍ବା ଭାଇରାଲ ହେଲେ ସମ୍ପୃକ୍ତ ସ୍କୁଲ ପ୍ରଧାନଶିକ୍ଷକ ହିଁ ଦାୟୀ ରହିବେ। ଏପରି ଅନେକ କିଛି ସଂସ୍କାର ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ପଞ୍ଚମ ବ୍ଲକ ସ୍ତରୀୟ ମାସିକ ଆଲୋଚନା କାର୍ଯ୍ୟକ୍ରମରେ ଅବଗତ କରିବା…

ମାଟ୍ରିକ ପରୀକ୍ଷା ତାରିଖ ଘୋଷଣା,…

କଟକ: ଆଜି ମାଟ୍ରିକ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୪ରେ ପରୀକ୍ଷା ଶେଷ ହେବ। ପ୍ରଥମ ଦିନ ମାତୃ ଭାଷା ସାହିତ୍ୟ ପରୀକ୍ଷା ରହିଛି। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଏକ ସାମ୍ବାଦିକ ସମ୍ମିଳନୀରେ ‌ଘୋଷଣା କରିଛନ୍ତି। …

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର…

କଟକ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା। ଫେବ୍ରୁୟାରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମାଟ୍ରିକ୍ ପରୀକ୍ଷା ପାଇଁ ଅକ୍ଟୋବର ମାସରୁ ଫର୍ମ ଫିଲଅପ୍ ଆରମ୍ଭ ହେବ।…

ଆଜିଠୁ ମାଟ୍ରିକ୍‌‌ ସମ୍ମେଟିଭ-୨…

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌‌ ସମ୍ମେଟିଭ୍‌‌-୨ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଯାଇଛି। ଏକ ସଙ୍ଗରେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ କରାଯାଉଛି। ଚଳିତ ବର୍ଷ ମାଟ୍ରିକ୍‌‌ ପରୀକ୍ଷାର୍ଥୀଙ୍କ ସଂଖ୍ୟା ହେଉଛି ୫ ଲକ୍ଷ ୪୧ ହଜାର ୨୪୭। ମୋଟ୍‌‌…

ମାର୍ଚ୍ଚ ୧୦ରେ ମାଟ୍ରିକ୍‌ ପରୀକ୍ଷା,…

ଭୁବନେଶ୍ବର : ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦିଆଯାଇଛି ସୂଚନା । ଏହି ପରୀକ୍ଷା ମାର୍ଚ୍ଚ୧୦ ରୁ ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହେବା ନେଇ ସୂଚନା ରହିଛି । ଏନେଇ ବୋର୍ଡ ବୋର୍ଡ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ତେବେ…

ମାଟ୍ରିକ ପରୀକ୍ଷାର ତାରିଖ ଘୋଷଣା,…

କଟକ : ମାଟ୍ରିକ ପରୀକ୍ଷାର ତାରିଖ ଘୋଷଣା, ମାର୍ଚ୍ଚ ୧୦ରୁ ୧୭ ଯାଏ ଚାଲିବ ପରୀକ୍ଷା। ଏନେଇ, ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଏକ ସାମ୍ବାଦିକ ସମ୍ମିଳନୀରେ ‌ଘୋଷଣା କରିଛନ୍ତି। ଏହି ଘୋଷଣା ସମୟରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାରରଂଚନ ମହାନ୍ତି ମଧ୍ୟ ଉପସ୍ଥିତ ଥିଲେ। ଏଥର…

ନଭେମ୍ବର ୨୩ରୁ ମାଟ୍ରିକ ସମେଟିଭ୍- ୧…

ଭୁବନେଶ୍ବର: ନଭେମ୍ବର ୨୩ ରୁ ନଭେମ୍ବର ୩୦ ଯାଏଁ ମାଟ୍ରିକ ସମେଟିଭ୍ ୧ ପରୀକ୍ଷା ଅନୁଷ୍ଠିତ ହେବ ।  ଦିନ ୧୦ ଟା ରୁ ଦିନ ୧୨ ଟା ଯାଏଁ ପରୀକ୍ଷା ହେବ। କେବଳ ଗଣିତ ବିଷୟ ଦିନ ଛାତ୍ରଛାତ୍ରୀଙ୍କୁ ୧୫ ମିନିଟ୍ ଅଧିକ ସମୟ ଦିଆଯିବ।  ୨୩ରେ ଇଂରାଜୀ, ୨୫ରେ ଗଣିତ, ୨୬ରେ ମାତୃଭାଷା, ୨୭ରେ ପ୍ରାକ୍ଟୀକାଲ୍, ୨୮ରେ…

ଆସନ୍ତା ୨୧ ତାରିଖରୁ ମାଟ୍ରିକ ଖାତା ଦେଖା…

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା। ଦଶମ ଶ୍ରେଣୀ ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ଏ ନେଇ ବୋର୍ଡ଼ର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ଏହି ସୂଚନା ଦେଇଛନ୍ତି।ବୋର୍ଡ଼ର ଉପସଭାପତିଙ୍କ କହିବା ଅନୁଯାୟୀ, ରାଜ୍ୟର ମୋଟ ୫୮ଟି…