ଶ୍ରୀତମ ଦାସ ବିଜେପି ପକ୍ଷରୁ କଟକ ମହାନଗର…
କଟକ: କଟକ ମହାନଗର ନିଗମ ପାଇଁ ବିଜେପି ଆଜି ତା’ର ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଅଭିନେତା ଶ୍ରୀତମ ଦାସଙ୍କୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେପି । ସିଏମ୍ସି ନିର୍ବାଚନ ମଇଦାନକୁ ଓହ୍ଲାଇବେ ଶ୍ରୀତମ ଦାସ । କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ ଏନେଇ ସୂଚନା…