ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Mayurbanj

ବର୍ଷା ଓ କୁହୁଡ଼ି ନେଇ ପର୍ଯ୍ୟଟକଙ୍କ…

ବାରିପଦା: ବର୍ଷା ଓ କୁହୁଡ଼ି ପାଇଁ ଗୁରୁବାର ଶିମିଳିପାଳ ଅଭୟାରଣ୍ୟ ଦିନ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ ରହିଛି। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ମଙ୍ଗଳବାର ଠାରୁ ଲଗାଣ ବର୍ଷା ପାଇଁ ବୁଧବାର ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିବା ବେଳେ ଗୁରୁବାର ମଧ୍ୟ…

ଦୁଆରଶୁଣି ଘାଟିରେ ପୁଣି ଦୁର୍ଘଟଣା,…

ବାରିପଦା:ପୁଣି ମୟୁରଭଞ୍ଜ ଜିଲ୍ଲା ଦୁଆରଶୁଣି ଘାଟିରେ ଦୁର୍ଘଟଣା ଘଟିଛି। ଦୁଇ ମାଲବାହୀ ଟ୍ରକ ଧକ୍କା ହେବା ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଦୁର୍ଘଟଣାରେ ଗୋଟିଏ ଟ୍ରକ ଘାଟି ରାସ୍ତା ତଳକୁ ଖସିପଡିଛି । ଯାହାର ଚାଳକଙ୍କୁ ଉଦ୍ଧାର କରାଯାଇପାରିନି । ମୋରଡା ବିଧାୟକ ଏହି ସମୟରେ ରାଇରଙ୍ଗପୁର…

ଲୁଟେରାଙ୍କ ବାଟ ଓଗାଳିଲା ବାଉଁଶ ପୋଲ,…

ଉଦଳା: ଆନ୍ତଃରାଜ୍ୟ ଲୁଟେରାଙ୍କ ବାଟ ଓଗାଳିଲା ବାଉଁଶପୋଲ। ଦାମୀ କାରରେ ଆସି ପୋଲ ଉପରେ କାର ଛାଡି ଫେରାର ହୋଇଗଲେ ୫ରୁ ଅଧିକ ଡକାୟତ। ଗାଡିରେ ରହିଛି ଗ୍ୟାସ କଟର, ସ୍ପ୍ରେ ଏବଂ ମାସ୍କ। । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ରାଣୀବନ୍ଧ ଗଙ୍ଗାହାର ପୋଲ ଉପରେ ।ଖବର ଅନୁଯାୟୀ, ବୁଧବାର…

ରାଜ୍ୟର ବିଭିନ୍ନ ପ୍ରତିଷ୍ଠିତ…

ବାରିପଦା: ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲା ବାଣିଜ୍ୟକର ବିଭାଗ ପକ୍ଷରୁ ବାରିପଦା ସହରର ଜନୈକ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ପ୍ରତିଷ୍ଠାନ ଉପରେ ଜିଏସଟି ଚଢ଼ାଉ ହୋଇଛି। ସହରରର ଜଣାଶୁଣା ଲୁଗା ବ୍ୟବସାୟୀ ଅମ୍ବିକା ଶାଢ଼ୀ ହାଉସର ମାଲିକଙ୍କ ଘର ସମେତ ୮ଟି ସ୍ଥାନରେ ଏକସଙ୍ଗେ ଜିଏସଟି ଚଢ଼ାଉ ଜାରି ରହିଛି ବୋଲି…

ସୀତାକୁଣ୍ଡରୁ ପର୍ଯ୍ୟଟକଙ୍କ ମୃତଦେହ…

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ଅନ୍ୟତମ ପର୍ଯ୍ୟଟନ ସ୍ଥଳ ତଥା ଶିମିଳିପାଳ ପାଦଦେଶର ଜଳପ୍ରପାତ ସୀତାକୁଣ୍ଡରୁ ରବିବାର ସନ୍ଧ୍ୟାରେ ଜଣେ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ନାମ ସନ୍ତୋଷ ଯାଦବ, ବୟସ ଆନୁମାନିକ ୩୭ବର୍ଷ କୁହାଯାଉଛି । ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇ ସଦର ଥାନା ପୁଲିସ…

ବାଇକ୍- ବୋଲେରୋ ମୁହାଁମୁହିଁ ଧକ୍କା: ଜଣେ…

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନ ଅନ୍ତର୍ଗତ ନୂଆଁ ଗାଁ ଆଶ୍ରମ ସ୍କୁଲ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ ଓ ବୋଲେରୋ ମୁହାଁମାହିଁ ଧକ୍କା ଘଟି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକ ଯୁବକ ଜଣଙ୍କ ପାଣିଜିଆ ଗାଁର ବୋଲି ଜଣାପଡ଼ିଛି।…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମହିଳାଙ୍କ…

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ୍ ମହୁଲଡିହା ଥାନା ଅନ୍ତର୍ଗତ ଜରକ ପଞ୍ଚାୟତର ଖୁଦୀଶିଳା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ନାଁ ପ୍ରିୟା କାର୍ଜି (୩୦) ।ସୂଚନା ଅନୁଯାୟୀ, ପୁରୁଣା ଘରୁ ନୂଆ…

ମଣିପୁର ହିଂସାକାଣ୍ଡ ଘଟଣାର ତଦନ୍ତ କରିବେ…

ବାରିପଦା: ମଣିପୁର ହିଂସାକାଣ୍ଡ ଘଟଣାରେ ତଦନ୍ତ ଟିମରେସାମିଲ ହେଲେ ମୟୂରଭଞ୍ଜ ଜିଲ୍ଲାର ପୁଲିସ ଅଧିକାରୀ। ତଦନ୍ତ କରୁଥିବା ସିବିଆଇ ଟିମରେ ସାମିଲ ହେଲେ ଓଡ଼ିଆ ପୁଲିସ ଅଫିସର ବିଶ୍ଵ ପ୍ରକାଶ ରାଉତ। ବିଶ୍ୱପ୍ରକାଶ ଏବେ ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ଥାନା ଅଧିକାରୀ ଭାବେ କାର୍ଯ୍ୟ କରୁଛନ୍ତି। ଏ ନେଇ…

୫-ଟି ସଚିବଙ୍କ ମୟୂରଭଞ୍ଜ ଗସ୍ତ ଦ୍ବିତୀୟ…

ବାରିପଦା: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ ଦୁଇଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତର ଆଜି ଦ୍ବିତୀୟ ଦିନ। ଗ୍ରାଉଣ୍ଡରୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ୍ । ତୁରନ୍ତ ସମାଧାନ ହେଉଛି ଲୋକଙ୍କ ଆପତ୍ତି ଅଭିଯୋଗ।  ଏହି…

ମୟୂରଭଞ୍ଜରେ ବିକାଶର ଅନୁଧ୍ୟାନ କରୁଛନ୍ତି…

ମୟୂରଭଞ୍ଜ: ମୟୂରଭଞ୍ଜରେ ବିକାଶର ଅନୁଧ୍ୟାନ କରିବାକୁ ଗ୍ରାଉଣ୍ଡରେ ପହଞ୍ଚିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଜଶିପୁର ନିର୍ବାଚନମଣ୍ଡଳୀର ମାହାରଦାପଳସା ମିନି ଷ୍ଟାଡିଅମରେ ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି ୫ଟି ସଚିବ । ୧୦ ହଜାରରୁ ଅଧିକ ଲୋକଙ୍କଠାରୁ ଅଭିଯୋଗ ଗ୍ରହଣ କରିଛନ୍ତି । ଏସଏଚଜି ମାଆ,…