ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Mayurbhanj

ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ପୁଲିସ;…

ମୟୂରଭଞ୍ଜ : ଗଞ୍ଜେଇ ଚାଲାଣ କରୁଥିବାବେଳେ ମାଡିବସିଲା ପୁଲିସ । ଏକ କାରରୁ ୧୨୦କେଜି ଗଞ୍ଜେଇ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଛି ପୁଲିସ । ସୂଚନା ଅନୁସାରେ, ସମ୍ବଲପୁରରୁ ପଶ୍ଚିମବଙ୍ଗକୁ ଏକ କାର ଯୋଗେ ଗଞ୍ଜଇ ଚୋରା ଚାଲାଣ କରାଯାଉଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ମୟୂରଭଞ୍ଜ ଯଶିପୁର ମୁଖ୍ୟ ବଜାର…

ଶିମିଳିପାଳ ଅଭୟାରଣ୍ୟରେ ହେବ ବିଶ୍ବର…

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ ହେବ କଳାବାଘ ସଫାରୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଖୁବ୍‌ଶୀଘ ପର୍ଯ୍ୟଟକମାନେ ସଫାରୀ ଭିତରେ ବିରଳ କଳାବାଘ ଦେଖିବାର ସୁଯୋଗ ପାଇବେ।Glad to announce that #Odisha is setting up an…

ଦ୍ବାରଶୁଣି ଘାଟିରେ ସଡ଼କ ଦୁର୍ଘଟଣା…

ମୟୁରଭଞ୍ଜ: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଆଜି ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ…

୭୫ବର୍ଷ ପରେ ପୂରଣ ହେଲା ଶିମିଳିପାଳ…

ବାରିପଦା/ଯଶିପୁର: ସ୍ବାଧୀନତାର ୭୭ବର୍ଷ ପରେ ମଧ୍ୟ ଏଠାକାର ବନବାସୀଙ୍କ ଘରେ ବିଜୁଳି ସଂଯୋଗ ହୋଇପାରି ନ ଥିଲା। ସୂର୍ଯ୍ୟାସ୍ତ ପରେ ଏଠାରେ ସମସ୍ତଙ୍କ ଘରେ ତାଟିକବାଟ ପଡ଼ିଯାଏ। କିରାସିନି ଦର ମହଙ୍ଗା ଥିବାରୁ ରାତିସାରା ସେମାନେ କାଠଗଣ୍ଡି ଜାଳି ଉଜାଗର ରହୁଥିଲେ। ଏବେ ସୂର୍ଯ୍ୟାସ୍ତ ପରେ ବି ସୂର୍ଯ୍ୟର…

‘ସକାଳ’ ପ୍ରତିନିଧିଙ୍କୁ…

ବାରିପଦା: ଶନିବାର ପୂର୍ବାହ୍ନରେ ରାଇରଙ୍ଗପୁର ଟାଉନ ଥାନା ସମ୍ମୁଖରେ 'ସକାଳ' ପ୍ରତିନିଧି ରାଜେଶ କୁମାର ଶର୍ମାଙ୍କୁ ପ୍ରାଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ତୁରନ୍ତ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ରାଇରଙ୍ଗପୁର ଏସଡିପିଓ…

ମୟୂରଭଞ୍ଜ ପୁଲିସକୁ ବଡ଼ ସଫଳତା:…

ବାରିପଦା: ମୟୂରଭଞ୍ଜ ପୁଲିସକୁ ବଡ଼ ସଫଳତା ମିଳିଛି। ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ଅଞ୍ଚଳରୁ ପୁଣି ୨୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଶିମିଳିପାଳ ଅଭୟାରଣ୍ୟରେ ପୁଲିସ ପକ୍ଷରୁ ନଭେମ୍ବର ଓ ଡିସେମ୍ବର ମାସରେ ସର୍ଚ୍ଚ ଅପରେସନର ତୃତୀୟ ପର୍ଯ୍ୟାୟରେ ଉକ୍ତ ବନ୍ଧୁକ ଜବତ ନେଇ ସୂଚନା ପ୍ରଦାନ କରାଯାଇଛି।…

ଲାଉ କାଟିବା ବେଳେ ଆଖିରେ ପଶିଲା ଦାଆ,…

ବାରିପଦା: ଘର ବାଡ଼ିକୁ ଲାଉ କାଟିବାକୁ ଯାଇଥିବା ବେଳେ ଆଖିରେ ଦାଆ ପଶି ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ବାରିପଦା ସ୍ଥିତ ପିଆରଏମ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମହିଳା ଜଣକ ହେଲେ ଶୁଳିଆପଦା ଥାନା ଅନ୍ତର୍ଗତ ବାଘଡା ଅଞ୍ଚଳର ଜ୍ୟୋତ୍ସ୍ନା ରାନା।ସୂଚନା…

ପଡିଆରେ କ୍ରିକେଟ ଖେଳୁଥିବାବେଳେ ତଳେପଡି…

ବାରିପଦା: କ୍ରିକେଟ ଖେଳୁଥିଲେ, ତଳେପଡି ଚାଲିଗଲା ଯୁବକଙ୍କ ଜୀବନ । ଏଭଳି ଏକ ଅଘଟଣ ଘଟିଛି ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ମିନି ଷ୍ଟାଡିୟମରେ । କ୍ରିକେଟ ଖେଳୁଥିବାବେଳେ ଜଣେ ଖେଳାଳୀଙ୍କ ଅବିଶ୍ବସନୀୟ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ଶୋକ ଖେଳାଇ ଦେଇଛି । ମୃତ ଖେଳାଳୀ ଜଣଙ୍କ ହେଲେ…

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ…

ରାଜନଗର: ଆଜିଠୁ ଖୋଲିଲା ଭିତରକନିକା । ଜାନୁଆରୀ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଓ ପକ୍ଷୀ ଗଣନା ନିମନ୍ତେ ଭିତରକନିକାକୁ ବନ୍ଦ ରଖାଯାଇଥିଲା । ରାଜନଗର ବନଖଣ୍ଡ ଅଧିକାରୀ ଗୋପୀନାଥ ଯାଦବ ଏନେଇ ସୂଚନା…

ଜେଲରୁ ଚମ୍ପଟ ମାରିଲା ଆଜୀବନ ସଜା…

ବାରିପଦା: ଜଣେ ଆଜୀବନ ସଜା କାଟୁଥିବା କଏଦୀ ଜେଲରୁ ଫେରାର ହୋଇ ଯାଇଥିବା ଖବର ସାମ୍ନାକୁ ଆସିଛି। ଜେଲ କର୍ତ୍ତୃପକ୍ଷ ଓ କର୍ମଚାରୀଙ୍କୁ ଚକମା ଦେଇ ଆଜୀବନ ସଜା କାଟୁଥିବା ଆସାମୀ ଜଣକ ଫେରାର ହେବାରେ ସକ୍ଷମ ହୋଇଛନ୍ତି। ତେବେ ଏଭଳି ଏକ ଅଭାବନୀୟ ଘଟଣା ଘଟି ଯାଇଥିବା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲାର…