ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Minister Pratap Jena

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ…

ଭୁବନେଶ୍ୱର: ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠାପାଇଁ ସ୍ଥିର କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି । ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ…

ହଟ୍ଟଗୋଳ ଭିତରେ ବିଧାନସଭାରେ ପାରିତ ହେଲା…

ଭୁବନେଶ୍ୱର: ହଟଗୋଳ ଭିତରେ ବିଧାନସଭାରେ ପାରିତ ହୋଇଛି ଓଡିଶା ବସ୍ତି ବାସିନ୍ଦା ମାନଙ୍କର ଭୂମି ଅଧିକାର ସଂଶୋଧନ ବିଲ। ଏହା ଦ୍ୱାରା ଯେଉଁମାନେ ବସ୍ତିରେ ଦୀର୍ଘ ଦିନ ଧରି ବାସ କରୁଥିବେ ସେମାନଙ୍କୁ ୩୦ ବର୍ଗ ମିଟର ଜାଗା ଯୋଗାଇ ଦିଆଯିବ । ଯାହା ଫଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଜ୍ୟ ସରକାରଙ୍କ…

ରାଜ୍ୟରେ ଠିକ୍ ସମୟରେ ହେବ ପଞ୍ଚାୟତ…

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ରାଜ୍ୟରେ ଠିକ୍ ସମୟରେ ପଂଚାୟତ ନିର୍ବାଚନ ହେବ ବୋଲି ସେ ସୂଚନା ଦେଇଛନ୍ତି । ପଂଚାୟତ ସୀମା ପୁନଃନିର୍ଦ୍ଧାରଣ କାମ ସରିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । ଏ ନେଇ ଖୁବ୍ ଶୀଘ୍ର ନିର୍ବାଚନ କମିଶନଙ୍କୁ…

ପୁରୀ ‘ଡ୍ରିଙ୍କ ଫ୍ରମ୍…

ପୁରୀ: ଗତ ୨୬ ତାରିଖରେ ଦେଶର ପ୍ରଥମ ସହର ଭାବେ ପୁରୀରେ ଶୁଭାରମ୍ଭ ହୋଇଥିଲା ଡ୍ରିଙ୍କ ଫ୍ରମ୍ ଟ୍ଯାପ ପ୍ରକଳ୍ପ। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ଏହାକୁ ଲୋକାର୍ପଣ କରିଥିଲେ। ଏହାଦ୍ବାରା ସହରବାସୀଙ୍କୁ ପାଇପ ଯୋଗେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ମିଳିପାରୁଛି। ଶନିବାର ନଗର…