ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

mo bus

ଆସନ୍ତା ୧୯ ତାରିଖରୁ ଗଡ଼ିବ ‘ମୋ ବସ୍‍’

ଭୁବନେଶ୍ୱର: ଆସନ୍ତା ୧୯ ତାରିଖରୁ ପୁଣି ଆରମ୍ଭ ହେବ ‘ମୋ ବସ୍‍’ ସେବା। କରୋନା କଟକଣାକୁ ରାଜ୍ୟ ସରକାର କୋହଳ କରିଛନ୍ତି। ଏଥିରେ ସମଗ୍ର ରାଜ୍ୟରେ ବସ୍‍ ପରିବହନ ପାଇଁ ଅନୁମତି ମିଳିଥିବାରୁ ରାଜଧାନୀରେ ବସ୍‍ ସେବା ଆରମ୍ଭ କରିବାକୁ ‘ମୋ ବସ୍‍’ ପରିଚାଳନା ସଂସ୍ଥା କ୍ରୁଟ୍‍ ନିଷ୍ପତ୍ତି ନେଇଛି। ତେବେ…

ସପ୍ତାହାନ୍ତ ସଟଡାଉନରେ କେବଳ ରେଳ ଷ୍ଟେସନ…

ଭୁବନେଶ୍ବର: ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ ଲାଗୁ ହେବ। ଅତ୍ୟାବଶ୍ୟକ ସେବାକୁ ଛାଡିଦେଲେ ଗାଡିମୋଟର ଓ ଦୋକାନ ବଜାର କଟକଣା ଜାରି କରାଯାଇଛି। ଏପରିକି ଲୋକଙ୍କ ଯାତାୟତ ଉପରେ ମଧ୍ୟ କଟକଣା ରହିଛି। ଆଉ ଏହାକୁ ଦୃଷ୍ଟିରେ ରଖି ନିୟମିତ ରୁଟରେ ଯାଉଥିବା ମୋ ବସ ସେବାକୁ…

‘ମୋ ବସ୍‍’କୁ ପୁଣି ଥରେ ସଫଳତା, ମିଳିଲା…

ଭୁବନେଶ୍ୱର: ସିଟି ବସ୍‍ ସେବା କ୍ଷେତ୍ରରେ ‘ମୋ ବସ୍‍’କୁ ପୁଣି ଥରେ ସଫଳତା ମିଳିଛି। ଦେଶର ଅଗ୍ରଣୀ ସେବା ପ୍ରଦାନକାରୀ ଭାବେ ମୋ ବସ୍‍ ପରିଚାଳନା ସଂସ୍ଥା କ୍ରୁଟ୍‍କୁ ଏହି ପୁରସ୍କାର ମିଳିଛି। ଦେଶର ଶ୍ରେଷ୍ଠ ସ୍ମାର୍ଟ ବିଶେଷ ପ୍ରୟୋଜନ ମାଧ୍ୟମ (ଏସ୍‍ପିଭି) ସଂସ୍ଥା ବିବେଚିତ ହୋଇଛି। ଶୁକ୍ରବାର ଦିଲ୍ଲୀର…

ମହାଶିବରାତ୍ରୀର ମଧ୍ୟରାତ୍ର ଯାଏଁ…

ଭୁବନେଶ୍ବର : ଆସନ୍ତାକାଲି ମହାଶିବରାତ୍ରୀ। ମହାଶିବରାତ୍ରୀରେ ଭକ୍ତ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ପାଇଁ ବ୍ୟାକୁଳ ହେଉଥିବା ବେଳେ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସର ବ୍ୟବସ୍ଥା କରାଯାଇଛି । ପବିତ୍ର ଜାଗରକୁ ଦୃଷ୍ଟିରେ ରଖି କ୍ରୁଟ୍ କର୍ତ୍ତୃପକ୍ଷ ମୋ ବସ୍ ସେବାକୁ ସମ୍ପ୍ରସାରିତ କରିଛନ୍ତି । ୩୨…