ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Mohan Charan Majhi

ବରଗଡରେ ବଜ୍ରପାତ ଯୋଗୁ ୩ ଜଣଙ୍କ ମୃତ୍ୟୁ…

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ…

ଆଜିଠୁ ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି…

ଓଡ଼ିଶାର ଗଣପର୍ବ ରଜ ଅବସରରେ…

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଟ୍ବିଟ୍ କରି କହିଛନ୍ତି ଯେ, ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ…

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି । ସେହିପରି ୧୩ ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଇଛନ୍ତି । ପ୍ରଧାନମନ୍ତ୍ରୀ…

ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ,…

ଭୁବନେଶ୍ବର : ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ମଙ୍ଗଳବାର ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳର ବୈଠକରେ ତାଙ୍କ ନାଁ ଉପରେ ମୋହର ଲାଗିଛି। ଆଜି ଅପରାହ୍ନ ୪.୩୦ରେ ବିଜେପିର ନବନିର୍ବାଚିତ ୭୮ ବିଧାୟକ ମାନଙ୍କ ସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ…