ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

MonkeyPox

ସୁସ୍ଥହେଲେ ଭାରତର ପ୍ରଥମ ମଙ୍କିପକ୍ସ…

କେରଳ: ଭାରତରେ ଚିହ୍ନଟ ହୋଇଥିବା ପ୍ରଥମ ମଙ୍କିପକ୍ସ ସଂକ୍ରମିତ ସୁସ୍ଥ ହୋଇଛନ୍ତି । କେରଳ କୋଲ୍ଲାମର ଜଣେ ୩୫ ବର୍ଷୀୟ ବ୍ୟକ୍ତି ପ୍ରଥମେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇ ଥିରୁଓ୍ବନନ୍ତପୁରମ ମେଡିକାଲ କଲେଜରେ ଭର୍ତ୍ତି ହୋଇଥିଲେ । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା । ଏବେ ସେ ସମ୍ପୂର୍ଣ୍ଣ ଭାବେ…

ଦେଶରେ ବ୍ୟାପୁଛି ମଙ୍କିପକ୍ସ : କେରଳ ପରେ…

ନୂଆଦିଲ୍ଲୀ : କେରଳ ପରେ ଦେଶର ରାଜଧାନୀ ଦିଲ୍ଲୀରେ ପ୍ରଥମ ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ପଶ୍ଚିମ ଦିଲ୍ଲୀରେ ରହୁଥିବା ଜଣେ ୩୨ ବର୍ଷ ବୟସ୍କ ବ୍ୟକ୍ତି ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ତେବେ ଆଶ୍ଚର୍ଯ୍ୟଜନକ କଥା ହେଉଛି ତାଙ୍କର କୌଣସି ଭ୍ରମଣ ଇତିହାସ ନାହିଁ । ଦିଲ୍ଲୀ ମାମଲାକୁ ମିଶାଇ…

ଚିନ୍ତାଜନକ ସ୍ଥିତିରେ ମଙ୍କିପକ୍ସ…

ନୂଆଦିଲ୍ଲୀ : ବିଶ୍ବରେ ମଙ୍କିପକ୍ସ ମାମଲା ବଢିବାରେ ଲାଗିଛି। ମଙ୍କିପକ୍ସ ମାମଲା ବିଶ୍ୱରେ ଚିନ୍ତାଜନକ ସ୍ଥିତି ସୃଷ୍ଟି କରିବା ପରେ ଏହାକୁ ଗୁରୁତର ସହ ନେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) । ସଂକ୍ରମଣକୁ ଦୃଷ୍ଟିରେ ରଖି ମଙ୍କିପକ୍ସକୁ ଅନ୍ତର୍ଜାତୀୟ ଜରୁରୀକାଳୀନ ସ୍ୱାସ୍ଥ୍ୟ ସଙ୍କଟ ଘୋଷଣା…

କେରଳରେ ପ୍ରଥମ ମଙ୍କିପକ୍ସ ଚିହ୍ନଟ

ଥିରୁଅନନ୍ତପୁରମ: କେରଳରେ ପ୍ରଥମ ମଙ୍କିପକ୍ସ କେସ୍ । ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ରିପୋର୍ଟ କରିଛି । ଆକ୍ରାନ୍ତ ବ୍ୟକ୍ତି ନିକଟରେ ବିଦେଶରୁ ଫେରିଥିଲେ । ତାଙ୍କଠାରେ ମଙ୍କିପକ୍ସ ଲକ୍ଷଣ ଦେଖାଯିବା ପରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ହସ୍ପିଟାଲରେ…

‘ମଙ୍କିପକ୍ସ’କୁ ନେଇ କିଛି ଏଭଳି…

ଭୁବନେଶ୍ବର: ମଙ୍କିପକ୍ସ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସରକାର ସବୁ ରାଜ୍ୟକୁ ଆଡଭାଇଜାରି ଜାରି କରିଛନ୍ତି। ଏଥିରେ ସତର୍କ ରହିବାକୁ କହିଛନ୍ତି। ଭାରତରେ ମଙ୍କିପକ୍ସ ଏଯାଏଁ ଚିହ୍ନଟ ହୋଇନାହିଁ । ଏହା ଏବେ ଆମେରିକାରେ ଦେଖିବାକୁ ମିଳିଛି ।…