ଟେଷ୍ଟ କ୍ରିକେଟରେ ସର୍ବାଧିକ ଓ୍ୱିକେଟ…
ମୋହାଲି: ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି । ଟେଷ୍ଟ କ୍ରିକେଟରେ ସର୍ବାଧିକ ଓ୍ୱିକେଟ ନେଇଥିବା ବୋଲର ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି । ଅଶ୍ୱିନ ୧୯୮୩ ବିଶ୍ୱକପ ବିଜେତା ଅଧିନାୟକ କପିଲ ଦେବଙ୍କ ରେକର୍ଡ ଭାଙ୍ଗିଛନ୍ତି । କପିଲ ଦେବ ଟେଷ୍ଟ…