ମୁମ୍ବାଇରେ ବିଶିଷ୍ଟ ଶିଳ୍ପପତି ମୁକେଶ…
ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ତଥା ରିଲାୟନ୍ସ ଗ୍ରୁପର ମୁଖ୍ୟ ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁମ୍ବାଇରେ ମୁକେଶ ଅମ୍ବାନୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ସାକ୍ଷାତ ହୋଇଛି । ଓଡ଼ିଶା ନିବେଶର ଉପଯୁକ୍ତ ସ୍ଥାନ ବୋଲି କହିଛନ୍ତି ମୁକେଶ ଅମ୍ବାନୀ । ଆଗାମୀ…