ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Naba Das Death Case

ମନ୍ତ୍ରୀ ନବ ଦାସ ହତ୍ୟା ମାମଲା :…

ଝାରସୁଗୁଡା : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଆଜି ଝାରସୁଗୁଡ଼ା JMFC କୋର୍ଟରେ ଚାର୍ଜସିଟ ଦାଖଲ କରିଛି କ୍ରାଇମ୍ ବ୍ରାଞ୍ଚ। ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାକୁ କ୍ରାଇମ୍ ବ୍ରାଞ୍ଚ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଚାର୍ଜସିଟ ପ୍ରସ୍ତୁତ କରିସାରିଥିଲା। ଆଜି ଘଟଣାର ତଦନ୍ତକାରୀ ଅଫିସର…

ନବ ଦାସଙ୍କ ହତ୍ୟା ମାମଲା : ଗୃହରେ…

ଭୁବନେଶ୍ବର : ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ତେବେ ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ଜୋରଦାର ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ଚାଲିପାରୁନାହିଁ। ପ୍ରଶ୍ନକାଳ ଆରମ୍ଭରୁ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ବିରୋଧୀ କଂଗ୍ରେସ ଓ ବିଜେପି ସଦସ୍ୟମାନେ ନଵ ଦାସ ହତ୍ୟା ଘଟଣାକୁ ମେଇ ହଟ୍ଟଗୋଳ…

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା:…

କଟକ: ବଦଳିଲା ନବକିଶୋର ଦାସ ହତ୍ୟା ଅଭିଯୁକ୍ତ ଗୋପାଳକୃଷ୍ଣ ଦାସର ଠିକଣା। ଝାରସୁଗୁଡ଼ାରୁ ଚୌଦ୍ବାର ସର୍କଲ ଜେଲକୁ ଆସିଲା ଗୋପାଳ। କଡ଼ା ସୁରକ୍ଷାରେ ବରିଷ୍ଠ ପୋଲିସ ଅଧିକାରୀ ଓ OSAP ଚତୁର୍ଥ ବାଟାଲିଅନ ଯବାନ ଗୋପାଳକୁ ଚୌଦ୍ବାର ସର୍କଲ ଜେଲକୁ ଆଣିଛନ୍ତି। ଅଭିଯୁକ୍ତର ସ୍ବାସ୍ଥ୍ୟ ପରୀକ୍ଷା ପରେ ହାଜତକୁ…

ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ବିଜେପି…

ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡ ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା। କ୍ରାଇମବ୍ରାଞ୍ଚ ତଦନ୍ତରୁ ଧୀରେ ଧୀରେ ସତ ପଦାକୁ ଆସୁଥିବାବେଳେ ବିଜେପି ଏହାକୁ ନେଇ ହୀନ ରାଜନୀତି କରିବାକୁ ବିଫଳ ପ୍ରୟାସ କରୁଛି ବୋଲି ବିଜୁ ଜନତା ଦଳ ପକ୍ଷରୁ କୁହାଯାଇଛି। ବିଜେଡି ମୁଖପାତ୍ର…

ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣା:…

ଝାରସୁଗୁଡା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ଘଟଣାର ତଦନ୍ତକୁ ଜୋରଦାର କରିଛି କ୍ରାଇମବ୍ରାଞ୍ଚ । ଝାରସୁଗୁଡ଼ାରେ ପହଞ୍ଚିଲା ନିମହାନ୍ସର ୪ଜଣିଆ ଟିମ୍‌ । ଏହି ୪ ଜଣିଆ ବିଶେଷଜ୍ଞ ଟିମ ବେଙ୍ଗାଲୁରୁ ଆସି ଗତକାଲି ରାତିରେ ଝାରସୁଗୁଡାରେ ପହଞ୍ଚିଛନ୍ତି । ବିଶେଷଜ୍ଞ ଟିମ ଅଭିଯୁକ୍ତ ଗୋପାଳ ଦାସର…

ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲା:…

ଝାରସୁଗୁଡ଼ା: ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସକୁ ଆଜିଠୁ ପୁଣି ଚାରି ଦିନିଆ ରିମାଣ୍ଡରେ ନେଇ ଛାନବିନ କରୁଛି କ୍ରାଇମବ୍ରାଞ୍ଚ । ପ୍ରଥମ ପର୍ଯ୍ୟାୟ ରିମାଣ୍ଡରେ ଅଭିଯୁକ୍ତଠାରୁ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ଆଦାୟ କରିଛି କ୍ରାଇମବ୍ରାଞ୍ଚ । ଏୟାରପୋର୍ଟ ପୋଲିସ ଷ୍ଟେସନ ଶୌଚାଳୟରୁ ଗୋପାଳର…

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା:…

କଟକ: ଜଷ୍ଟିସ ଜେପି ଦାସଙ୍କ ବାସଭବନକୁ ଯାଇ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଭେଟିଛନ୍ତି । ଆଜି କଟକ ସିଡିଏ ସ୍ଥିତ ବାସଭବନରେ ଜଷ୍ଟିସ ଜେପି ଦାସଙ୍କୁ ଭେଟିଥିଲେ ଅରୁଣ ବୋଥ୍ରା । ଏହାପରେ ଜଷ୍ଟିସ ଗଣମାଧ୍ୟମକୁ ପ୍ରତିକ୍ରିୟାରେ କହିଛନ୍ତି ଯେ, ମୋତେ ତଦନ୍ତ ତତ୍ତ୍ବାବଧାନ କରିବାକୁ କୁହାଯାଇଛି ।…

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା,…

ଭୁବନେଶ୍ବର: ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରହିଛି। ଅଧିକ ତଥ୍ଯ ପାଇଁ କ୍ରାଇମବ୍ରାଞ୍ଚର ଏକ ୪ ଜଣିଆ ଟିମ୍‌ ବ୍ରହ୍ମପୁରର ବୈଦ୍ୟନାଥପୁର ଥାନା ଆଙ୍କୁଲି ଶିଳ୍ପାଞ୍ଚଳସ୍ଥିତ ଗୋପାଳର ଘରକୁ ପହଞ୍ଚିଛନ୍ତି। ଗୋପାଳର ପତ୍ନୀ ଜୟନ୍ତୀ ଦାସ ଓ ପୁତୁରାକୁ କ୍ରାଇମବ୍ରାଞ୍ଚ…

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା:…

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଷଡ଼ଯନ୍ତ୍ରର ରହସ୍ୟ ଖୋଲିପାରେ ଏଏସ୍‌‌ଆଇ ଗୋପାଳକୃଷ୍ଣଙ୍କ ଡ଼ାଏରୀ। ଗୋପାଳ ପ୍ରତିଦିନ ଯେଉଁ ଡ଼ାଏରୀ ଲେଖୁଥିଲେ ତାହା ଏବେ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଗୋପାଳର ସରକାରୀ କ୍ୱାର୍ଟର ଯାଞ୍ଚ ବେଳେ ଏହି ଡ଼ାଏରୀ ଓ କିଛି କାଗଜପତ୍ରକୁ…

ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ପୋଲିସ…

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ପୋଲିସ ଡିଜି ସୁନିଲ ବଂଶଲ ପ୍ରେସମିଟ୍ କରି ପ୍ରତିକ୍ରିୟା ରଖିଛନ୍ତି ।ଝାରସୁଗୁଡ଼ାରେ କ୍ରାଇମବ୍ରାଞ୍ଚ ଟିମ୍ ତଦନ୍ତ କରୁଥିବା କହିଛନ୍ତି ଡିଜିପି ସୁନୀଲ ବଂଶଲ । ହତ୍ୟାକାଣ୍ଡର ପ୍ରଥମ ଦିନରୁ ହିଁ ତଦନ୍ତ ଜୋରଦାର ହେଉଛି । ଏଡିଜି ଅରୁଣ ବୋଥ୍ରାଙ୍କ…