ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Naba Das Murder Case

ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ…

ଭୁବନେଶ୍ୱର: ଦିବଂଗତ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ପାଇଁ ଏଫ୍‌ବିଆଇକୁ ସହାୟତା ମଗାଯାଇଥିଲା । ଏ ନେଇ ସ୍ପଷ୍ଟୀକରଣ ରଖିଛି କ୍ରାଇମବ୍ରାଞ୍ଚ । ସିଧାସଳଖ ଭାବେ ଏଫବିଆଇ ସହ ଯୋଗାଯୋଗ ସମ୍ଭବ ନୁହେଁ । ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟର ଅନୁମତି ଲୋଡାଯାଇଛି । ନବ ଦାସ ହତ୍ୟା ମାମଲାରେ ଏଫବିଆଇ…

ମନ୍ତ୍ରୀ ନବ ଦାସ ହତ୍ୟା ମାମଲା :…

ଝାରସୁଗୁଡା : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଆଜି ଝାରସୁଗୁଡ଼ା JMFC କୋର୍ଟରେ ଚାର୍ଜସିଟ ଦାଖଲ କରିଛି କ୍ରାଇମ୍ ବ୍ରାଞ୍ଚ। ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାକୁ କ୍ରାଇମ୍ ବ୍ରାଞ୍ଚ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଚାର୍ଜସିଟ ପ୍ରସ୍ତୁତ କରିସାରିଥିଲା। ଆଜି ଘଟଣାର ତଦନ୍ତକାରୀ ଅଫିସର…

ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟ ଦାଖଲ…

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଆଜି ଝାରସୁଗୁଡ଼ା JMFC କୋର୍ଟ ରେ ଚାର୍ଜସିଟ ଦାଖଲ କରିପାରେ କ୍ରାଇମ୍ ବ୍ରାଞ୍ଚ। ୧୨୦ ଦିନ ପୂର୍ବରୁ ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଚାର୍ଜସିଟ ପ୍ରସ୍ତୁତ କରାଯାଇଛି। ଘଟଣାର ଅଭିଯୁକ୍ତ ଗୋପାଳ ଦାସକୁ ଦୋଷୀ ସାବ୍ୟସ୍ତ କରିବାକୁ କ୍ରାଇମବ୍ରାଞ୍ଚ…

ନବ ଦାସଙ୍କ ହତ୍ୟା ମାମଲା : ଗୃହରେ…

ଭୁବନେଶ୍ବର : ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ତେବେ ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ଜୋରଦାର ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ଚାଲିପାରୁନାହିଁ। ପ୍ରଶ୍ନକାଳ ଆରମ୍ଭରୁ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ବିରୋଧୀ କଂଗ୍ରେସ ଓ ବିଜେପି ସଦସ୍ୟମାନେ ନଵ ଦାସ ହତ୍ୟା ଘଟଣାକୁ ମେଇ ହଟ୍ଟଗୋଳ…

ଗାନ୍ଧିନଗରରେ ଫିଟିବ ଗାନ୍ଧିଛକ…

ଭୁବନେଶ୍ୱର : ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଠାରୁ ହତ୍ୟାର କାରଣ ଜାଣିବା ପାଇଁ ତଦନ୍ତକୁ ଜୋରଦାର କରିଛି କ୍ରାଇମ୍‌‌ବ୍ରାଞ୍ଚ। ରିମାଣ୍ଡ ସମୟରେ କ୍ରାଇମ୍‌‌ବ୍ରାଞ୍ଚ ଯେତେ ପଚରାଉଚରା କରିଥିଲେ ମଧ୍ୟ ଅଭିଯୁକ୍ତ ଗୋପାଳ କାରଣ କହିନାହିଁ। ଅଭିଯୁକ୍ତ ଗୋପାଳ ଦାସ ଠାରୁ ସତ ବାହାର କରିବା ପାଇଁ…

ମନ୍ତ୍ରୀ ନବ ଦାସଙ୍କୁ କେମିତି ଗୁଳି…

ଝାରସୁଗୁଡା : ମନ୍ତ୍ରୀ ନବ କିଶୋର ଦାସଙ୍କୁ କେମିତି ଗୁଳି କରିଥିଲା ଅଭିଯୁକ୍ତ ଗୋପାଳ ଦାସ? କେମିତି ଲୋକମାନଙ୍କ ଗହଳି ଭିତରେ ସିଏ ମନ୍ତ୍ରୀଙ୍କ ଛାତିକୁ ଗୁଳିମାରି ପାରିଲା? ଗୁଳି କରିବା ସୟମରେ କଣ ଘଟିଥିଲା? ସେହିତ ସେହି କ୍ରାଇମସ୍ପଟରେ ଆଉ କଣ କଣ ସବୁ ଘଟିଥିଲ? ଏସବୁ ବିଷୟରେ ସବୁ ଘଟଣା ଜାଣିବା ପାଇଁ…

ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲା:…

ଝାରସୁଗୁଡ଼ା: ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସକୁ ଆଜିଠୁ ପୁଣି ଚାରି ଦିନିଆ ରିମାଣ୍ଡରେ ନେଇ ଛାନବିନ କରୁଛି କ୍ରାଇମବ୍ରାଞ୍ଚ । ପ୍ରଥମ ପର୍ଯ୍ୟାୟ ରିମାଣ୍ଡରେ ଅଭିଯୁକ୍ତଠାରୁ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ଆଦାୟ କରିଛି କ୍ରାଇମବ୍ରାଞ୍ଚ । ଏୟାରପୋର୍ଟ ପୋଲିସ ଷ୍ଟେସନ ଶୌଚାଳୟରୁ ଗୋପାଳର…

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା:…

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଷଡ଼ଯନ୍ତ୍ରର ରହସ୍ୟ ଖୋଲିପାରେ ଏଏସ୍‌‌ଆଇ ଗୋପାଳକୃଷ୍ଣଙ୍କ ଡ଼ାଏରୀ। ଗୋପାଳ ପ୍ରତିଦିନ ଯେଉଁ ଡ଼ାଏରୀ ଲେଖୁଥିଲେ ତାହା ଏବେ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଗୋପାଳର ସରକାରୀ କ୍ୱାର୍ଟର ଯାଞ୍ଚ ବେଳେ ଏହି ଡ଼ାଏରୀ ଓ କିଛି କାଗଜପତ୍ରକୁ…