ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Naba Das passed away

ଚାକିରିରୁ ବିଦା ହେଲେ ଗୋପାଳ : ମନ୍ତ୍ରୀ…

ଝାରସୁଗୁଡା : ମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳି କରିଥିବା ପୁଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କୁ ଚାକରିରିରୁ ବରଖାସ୍ତ କରାଯାଇଛି। ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାରେ ଆଜି ତାଙ୍କୁ କ୍ରାଇମବ୍ରାଞ୍ଚ ଗରିଫ କରିବା ପରେ ଝାରସୁଗୁଡ଼ା ଏସ୍‌ପି ବ୍ରଜରାଜନଗର ଥାନା ଅଧିନରେ ଥିବା ଗାନ୍ଧୀଛକ ଆଉଟପୋଷ୍ଟର…

ଛଳଛଳ ଆଖିରେ ପ୍ରିୟ ନେତାଙ୍କୁ ବିଦାୟ…

ଝାରସୁଗୁଡା : ଝାରସୁଗୁଡା ଖେରୁଆଳରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତୋପ ସଲାମୀ ଦିଆଯିବା ସମୟରେ ନବ ଦାସ ଅମର ରହେ ଶବ୍ଦରେ ପ୍ରକମ୍ପିତ ହେଉଥିଲା ଖେରୁଆଳ ଅଞ୍ଚଳ । ଲକ୍ଷ ଲକ୍ଷ ସଂଖ୍ୟାରେ ପ୍ରଶଂସକଙ୍କ ସମେତ ସମସ୍ତ ଦଳର ନେତା ଓ ପ୍ରିୟଜନ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଦିବଗଂତ…

ଭୁବନେଶ୍ୱର: ଦିବଗଂତ ମନ୍ତ୍ରୀ ନବ କିଶୋର ଦାସଙ୍କର ଆଜି ହେବ ଶେଷକୃତ୍ୟ । ଭୁବନେଶ୍ୱର ସରକାରୀ ବାସଭବନରେ ଶେଷ ଦର୍ଶନ ସହିତ ବିଜେଡି କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବେ ନେତା । ପରେ ଝାରସୁଗୁଡ଼ା ଅଭିମୁଖେ ଯିବ ମରଶରୀର । ହେଲିକପ୍ଟରରେ ପାର୍ଥୀବ ଶରୀରକୁ ଝାରସୁଗୁଡ଼ା ନିଆଯାଇ ଅନ୍ତିମ…

ମେଡିକାଲରେ ପହଞ୍ଚି ନବ ଦାସଙ୍କ ଶେଷ…

ଭୁବନେଶ୍ବର : ମୃତ୍ୟୁ ସହ ସଂଗ୍ରାମ କରି କରି ଶେଷରେ ଆଖି ବୁଜିଲେ ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଆଜି ମଧ୍ୟାହ୍ନରେ ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ଜଣେ ପୁଲିସ କର୍ମୀ ତାଙ୍କ ଉପରକୁ ଅତର୍କିତ ଗୁଳି ଚାଳନା କରିଥଲେ। ସେଠାରୁ ଗୁରୁତର ଅବସ୍ଥାରେ…

ନବ ଦାସଙ୍କ ଅକାଳ ବିୟୋଗ ରାଜ୍ୟ ପାଇଁ ଏହା…

ଭୁବନେଶ୍ବର : ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅକାଳ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବ ଦାସଙ୍କ ଅସ୍ବାଭାବିକ ମୃତ୍ୟୁ ନେଇ ଗଭୀର ମର୍ମାହତ ହୋଇଛନ୍ତି। ସ୍ବର୍ଗତ ଶ୍ରୀ ଦାସଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ…

ଜୀବନ ସଂଗ୍ରାମରେ ହାରିଗଲେ…

ଭୁବନେଶ୍ବର : ଚାଲିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଜୀବନ ଓ ମୃତ୍ୟୁ ସହିତ କେଇ ଘଣ୍ଟା ପର୍ଯ୍ୟନ୍ତ ଲଢ଼େଇ କରିବା ପରେ ଶେଷରେ ଜୀବନ ସଂଗ୍ରାମରେ ହାରିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ। ଭୁବନେଶ୍ବର ଆପୋଲେ ହସ୍ପିଟାଲରେ ରାଜ୍ୟର ଜଣାଶୁଣା ବିଶେଷଜ୍ଞ ଡାକ୍ତରମାନଙ୍କ ଏକ ଦଳ ବହୁ ଉଦ୍ୟମ କରିଥିଲେ ମଧ୍ୟ…

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ,…

ଭୁବନେଶ୍ବର : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ହୋଇଯାଇଛି। ଗୁଳିମାଡ ପରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ଆପୋଲୋ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଘଣ୍ଟାର ସଂଘର୍ଷ ପରେ ହାରିଯାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ଆପୋଲୋ ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀଦଳ ଚିକିତ୍ସା…