ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

naveen patnaik

ବିଜେଡିର ପଞ୍ଚମ ପର୍ଯ୍ୟାୟ ବିଧାନସଭା…

ଭୁବନେଶ୍ବର : ୨୦୨୪ ସାଧାରଣ ନିର୍ବାଚନ ପାଇଁ ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ମଧ୍ୟ ଦୁଇଟି  ବିଧାନସଭା…

ନିର୍ବାଚନ ଜିତିବାକୁ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ବର: ନ୍ୟୁଜ-୧୮ର ରାଇଜିଂ ଭାରତ କନକ୍ଲେଭରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବଡ ବିବୃତି ଦେଇଛନ୍ତି। ଭାରତୀୟ ରାଜନୀତିରେ ଶାସନରେ ଥିବା ଦଳ ଓ ମୁଖ୍ୟ ବିରୋଧୀ ଦଳ ମଧ୍ୟରେ ମେଣ୍ଟ ହେବା କ୍ବଚିତ ଦେଖିବାକୁ ମିଳିଥାଏ । କିନ୍ତୁ ଓଡିଶାରେ ଶାସକ ବିଜେଡ଼ି ଓ ମୁଖ୍ୟ ବିରୋଧୀ ଦଳ ବିଜେପି ମଧ୍ୟରେ…

ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି।ଘୋଷଣା ଅନୁଯାୟୀ ଏହି ବ୍ଲକ ଗ୍ରାଣ୍ଟ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା:…

ଭୁବନେଶ୍ବର: ରାଜ୍ୟର ସମସ୍ତ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନ କର୍ମଚାରୀଙ୍କ ପାଇଁ ଖୁସି ଖବର । ୧୫ ଦିନ ସାମୟିକ ଛୁଟି ବଢ଼ାଇଲେ ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ…

ଇଣ୍ଡିଆ ଟୁଡେ ‘ଷ୍ଟେଟ୍‌ ଅଫ୍‌ ଦ ଷ୍ଟେଟ୍‌…

ଭୁବନେଶ୍ୱର: ରାଜ୍ୟର ଉଲ୍ଲେଖନୀୟ ରୂପାନ୍ତରଣ ଓଡ଼ିଶାକୁ ଉତ୍କର୍ଷରେ ପହଞ୍ଚାଇଛି। ଅତୀତର ଦୁଃଖକଷ୍ଟ ଓ ହତାଶାକୁ ପଛରେ ପକାଇ ରାଜ୍ୟ ଏବେ ସଫଳତାର ଉତ୍ସବ ପାଳନ କରୁଛି। ସମୟାନୁସାରେ ପ୍ରସ୍ତୁତି ଓ ପଦକ୍ଷେପ ଯୋଗୁଁ ପ୍ରାକୃତିକ ବିପର୍ଯ୍ୟୟକୁ ଦୃଢ଼ତାର ସହିତ ମୁକାବିଲା କରି ପ୍ରତ୍ୟେକ ଥର ଅଧିକରୁ ଅଧିକ ସଶକ୍ତ…

ସ୍ଵାବଲମ୍ବୀ କାରିଗରମାନଙ୍କ ପ୍ରାପ୍ୟ…

ଭୁବନେଶ୍ବର: ସ୍ଵାବଲମ୍ବୀ କାରିଗରମାନଙ୍କ ପ୍ରାପ୍ୟ ବୃଦ୍ଧି କଲେ ରାଜ୍ୟ ସରକାର । ପାରିଶ୍ରମିକ ୪,୦୦୦ ଟଙ୍କାରୁ ୬,୫୦୦ ଟଙ୍କାକୁ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର…

ଆଜି ବିଭିନ୍ନ ଜିଲ୍ଲାରେ ୬୬୦ କୋଟି ଟଙ୍କା…

ଭୁବନେଶ୍ୱର: ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ୬୬୦ କୋଟି ଟଙ୍କା ମୂଲ୍ୟର କ୍ରୀଡ଼ା ଭିତ୍ତିଭୂମିର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୁବଗୋଷ୍ଠୀଙ୍କୁ କ୍ରୀଡା ପ୍ରତି ଆକୃଷ୍ଟ କରିବାକୁ ରାଜ୍ୟବ୍ୟାପୀ କ୍ରୀଡା ଭିତ୍ତିଭୂମି ସୃଷ୍ଟି ଉପରେ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର। ଏହି…

‘ନୂଆ-ଓ’ ଓଡ଼ିଶାରେ ଯୁବ ଆନ୍ଦୋଳନ

ଭୁବନେଶ୍ୱର: ସାରା ରାଜ୍ୟରେ ଯୁବବର୍ଗଙ୍କ ଉତ୍ସାହଜନକ ପ୍ରତିକ୍ରିୟା ସହ ଓଡ଼ିଶାର “ନୂଆ-ଓ” ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ନଭେମ୍ବର ୨୦୨୩ରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଯୁବପିଢ଼ିଙ୍କୁ କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକଳାପର ସ୍ବତନ୍ତ୍ର ମିଶ୍ରଣ ମାଧ୍ୟମରେ ସଶକ୍ତ କରିବା ସହ…

ବଢିଲା କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥିମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି…

‘ଆମ ହସ୍ପିଟାଲ’ ଯୋଜନାରେ…

ଭୁବନେଶ୍ବର: ସ୍ବାସ୍ଥ୍ୟସେବାରେ ନୂଆ ଇତିହାସ। 'ଆମ ହସ୍ପିଟାଲ' ଯୋଜନାରେ ରାଜ୍ୟର ୧୫ ଜିଲ୍ଲାର ୭୩ଟି ରୂପାନ୍ତରିତ। ଏହି ରୂପାନ୍ତରିତ ସରକାରୀ ଡାକ୍ତରଖାନାକୁ ଲୋକାର୍ପିତ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ଆଇଭିଆର ପଦ୍ଧତିରେ ରୋଗୀଙ୍କର ମତାମତ ସଂଗ୍ରହ ବ୍ଯବସ୍ଥା ଏବଂ କର୍ମଚାରୀଙ୍କର…