ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

naveen patnaik

ସ୍ଵାବଲମ୍ବୀ କାରିଗରମାନଙ୍କ ପ୍ରାପ୍ୟ…

ଭୁବନେଶ୍ବର: ସ୍ଵାବଲମ୍ବୀ କାରିଗରମାନଙ୍କ ପ୍ରାପ୍ୟ ବୃଦ୍ଧି କଲେ ରାଜ୍ୟ ସରକାର । ପାରିଶ୍ରମିକ ୪,୦୦୦ ଟଙ୍କାରୁ ୬,୫୦୦ ଟଙ୍କାକୁ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର…

ଆଜି ବିଭିନ୍ନ ଜିଲ୍ଲାରେ ୬୬୦ କୋଟି ଟଙ୍କା…

ଭୁବନେଶ୍ୱର: ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ୬୬୦ କୋଟି ଟଙ୍କା ମୂଲ୍ୟର କ୍ରୀଡ଼ା ଭିତ୍ତିଭୂମିର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୁବଗୋଷ୍ଠୀଙ୍କୁ କ୍ରୀଡା ପ୍ରତି ଆକୃଷ୍ଟ କରିବାକୁ ରାଜ୍ୟବ୍ୟାପୀ କ୍ରୀଡା ଭିତ୍ତିଭୂମି ସୃଷ୍ଟି ଉପରେ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର। ଏହି…

‘ନୂଆ-ଓ’ ଓଡ଼ିଶାରେ ଯୁବ ଆନ୍ଦୋଳନ

ଭୁବନେଶ୍ୱର: ସାରା ରାଜ୍ୟରେ ଯୁବବର୍ଗଙ୍କ ଉତ୍ସାହଜନକ ପ୍ରତିକ୍ରିୟା ସହ ଓଡ଼ିଶାର “ନୂଆ-ଓ” ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ନଭେମ୍ବର ୨୦୨୩ରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଯୁବପିଢ଼ିଙ୍କୁ କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକଳାପର ସ୍ବତନ୍ତ୍ର ମିଶ୍ରଣ ମାଧ୍ୟମରେ ସଶକ୍ତ କରିବା ସହ…

ବଢିଲା କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥିମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି…

‘ଆମ ହସ୍ପିଟାଲ’ ଯୋଜନାରେ…

ଭୁବନେଶ୍ବର: ସ୍ବାସ୍ଥ୍ୟସେବାରେ ନୂଆ ଇତିହାସ। 'ଆମ ହସ୍ପିଟାଲ' ଯୋଜନାରେ ରାଜ୍ୟର ୧୫ ଜିଲ୍ଲାର ୭୩ଟି ରୂପାନ୍ତରିତ। ଏହି ରୂପାନ୍ତରିତ ସରକାରୀ ଡାକ୍ତରଖାନାକୁ ଲୋକାର୍ପିତ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ଆଇଭିଆର ପଦ୍ଧତିରେ ରୋଗୀଙ୍କର ମତାମତ ସଂଗ୍ରହ ବ୍ଯବସ୍ଥା ଏବଂ କର୍ମଚାରୀଙ୍କର…

‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାର…

ଭୁବନେଶ୍ୱର: ରାଜ୍ୟ ପରିବହନ କ୍ଷେତ୍ରରେ ନୂଆ ମାଇଲଷ୍ଟୋନ୍। ଆଜି ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାର ୨୦ଟି ନୂଆ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ରୂପେ ଏହାକୁ ନିର୍ମାଣ କରାଯାଇଛି। ମିଳିବ ଉନ୍ନତମାନର ପରିବହନ ସେବା । ଏହି…

ଆଜି ‘ଆମ ବସଷ୍ଟାଣ୍ଡ’…

ଭୁବନେଶ୍ୱର: ରାଜ୍ୟ ପରିବହନ କ୍ଷେତ୍ରରେ ନୂଆ ମାଇଲଷ୍ଟୋନ୍ । ଆଜି ଆମ ବସଷ୍ଟାଣ୍ଡ ଯୋଜନାରେ ୧୩ ଜିଲ୍ଲାର ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କରିବେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହାକି ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ସାଜିବ । ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ରୂପେ ଏହାକୁ…

ଆଜି ‘ବାଗଚି ଶ୍ରୀ ଶଙ୍କରା କର୍କଟ…

ଭୁବନେଶ୍ବର: ଆଜି ଲୋକାର୍ପିତ ହେବ ବାଗଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନ। ୭୫୦ ଶଯ୍ଯା ବିଶିଷ୍ଟ ବିଶ୍ବସ୍ତରୀୟ କର୍କଟ ହସପିଟାଲକୁ ଲୋକାର୍ପଣ କରିବେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ଇନଫୋଭ୍ୟାଲି-୨ ରେ ରାଜ୍ଯ ସରକାର ଯୋଗାଇଦେଇଥିବା ୨୦ ଏକର ପରିମିତ ଅଂଚଳରେ…

କେନ୍ଦୁଝରରେ ଗଡ଼ିଲା…

କେନ୍ଦୁଝର: କେନ୍ଦୁଝରରେ ଗଡ଼ିଲା 'ଲକ୍ଷ୍ମୀ' ବସ୍ । ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସ ଜରିଆରେ ଘରେ ଘରେ ଲକ୍ଷ୍ମୀ କାର୍ଯ୍ୟକ୍ରମ ତଥା ଗାଁରୁ ସହର ଗମନାଗମନ ନିମନ୍ତେ ୭୪ଟି ଲକ୍ଷ୍ମୀ ବସର ଶୁଭାରମ୍ଭ କରିଛନ୍ତି।…

ଇଣ୍ଡିଆ ଟୁଡେ ‘ମୁଡ୍‌ ଅଫ୍‌ ଦ…

ଭୁବନେଶ୍ୱର: ନବୀନ ପୁଣି ନମ୍ବର-୧। ଓଡ଼ିଶାର ଅପ୍ରତିଦ୍ୱନ୍ଦ୍ବୀ ଏବଂ ସଫଳ ଶାସକ ଭାବେ ନବୀନ ପଟ୍ଟନାୟକଙ୍କୁ ପୁଣି ଥରେ ମିଳିଛି ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଆଖ୍ୟା। କ୍ରମାଗତ ୭ମ ଥର ପାଇଁ ତାଙ୍କୁ ଇଣ୍ଡିଆ ଟୁଡେ ମୁଡ୍‌ ଅଫ୍‌ ଦ ନେସନ୍‌ ଜନମତ ସର୍ଭେରେ ‘ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ’ ଭାବେ…