ନୂଆପଡାବାସୀଙ୍କ ପାଇଁ ମୁଖ୍ଯମନ୍ତ୍ରୀଙ୍କ…
ଭୁବନେଶ୍ୱର: ଆସନ୍ତା ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ କରିବେ । ଜିଲ୍ଲାରେ ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳପ୍ରକଳ୍ପର ଲୋକାର୍ପଣ କରିବେ । ଚାଷଜମିକୁ ପାଣି ଓ ପ୍ରତି ଘରକୁ ଶୁଦ୍ଧ ପାନୀୟଜଳ ଯୋଗାଇବ ୨୦୦୦ କୋଟିରେ ନିର୍ମିତ ଏହି ପ୍ରକଳ୍ପ।
ନୂଆପଡ଼ାବାସୀଙ୍କ ଦୀର୍ଘଦିନର ସ୍ୱପ୍ନ…