ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

NaveenPatnaik

ଧର୍ମଗଡ଼ ସଡକ ଦୁର୍ଘଟଣାରେ ମୃତ…

ଭୁବନେଶ୍ୱର : କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ…

ସୁନ୍ଦରଗଡ଼ରେ ଅଟୋକୁ ହାଇୱା ଚାପିଦେବା…

ଭୁବନେଶ୍ବର: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ…

ଆମ ଓଡ଼ିଶା ନବୀନ ଓଡ଼ିଶା ପାଇଁ ୧୬…

ଭୁବନେଶ୍ବର:  ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୬ ଜଣ ସଂଯୋଜକ ନିଯୁକ୍ତ କରିଛନ୍ତି ।  ଅନୁଗୁଳ ପାଇଁ କୈଳାସ ଚନ୍ଦ୍ର ସାହୁ, ବାଲେଶ୍ୱର ପାଇଁ ରଞ୍ଜନ ବାଗ, ଭଦ୍ରକ ପାଇଁ ଡକ୍ଟର ସଂଜୟ ଦାସ, ଗଜପତି ପାଇଁ ଓ୍ୱାଇ ରାମଚନ୍ଦ୍ର ରାଓ, ଭବାନୀପାଟଣା…

ମାଲକାନଗିରି ଦୁର୍ଘଟଣା: ୫ ମୃତକଙ୍କ…

ଭୁବନେଶ୍ବର : ଆଜି ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ 5 ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା…

ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ ବୈଠକ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟରେ ୧୨ ରୁ ଅଧିକ ପ୍ରସ୍ତାବ ଆସିବ । ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ । ନିକଟରେ ରାଜ୍ୟସରକାର ମେଟ୍ରୋ…

ଆଜି ଉଦ୍‌ଘାଟନ ହେବ ଉତ୍କେଲା ବିମାନ…

କଳାହାଣ୍ଡି: ଆଜି ଉଦଘାଟନ ହେବ ଉତ୍କେଲା ବିମାନ ବନ୍ଦର । ସଜେଇ ହୋଇଛି ବିମାନ ବନ୍ଦର । ଦିନ ୧୦ଟା ୩୦ରେ ବିମାନ ବନ୍ଦର ଉଦଘାଟନ ହେବାକୁ ଥିବା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ସବୁଜ ପତାକା ଦେଖାଇ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳାହାଣ୍ଡିର ବିକାଶରେ ଯୋଡ଼ିହେବ ନୂଆ ଫର୍ଦ୍ଦ ।…

ଆଜି ଯୁବ ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର: ଆଜି ଯୁବ ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ। ଏଥିରେ ଦଳର ରାଜନୈତିକ, ସାଂଗଠନିକ ପ୍ରସ୍ତାବ ସହ ସଙ୍କଳ୍ପ ପାରିତ ହେବ। ଆଗାମୀ ୨୦୨୪ ନିର୍ବାଚନରେ ଯୁବ ବିଜେଡି କର୍ମକର୍ତ୍ତାଙ୍କୁ ସେମାନଙ୍କ ଦାୟିତ୍ବ ନେଇ ଅବଗତ କରିବେ ଦଳର ହେଭିଓ୍ବେଟ୍ ନେତା। ଯୁବ ବିଜେଡି କର୍ମୀଙ୍କୁ ପ୍ରଗତିଶୀଳ ଓଡ଼ିଶାରେ…

ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି। ଏହାଦ୍ଵାରା ରାଜ୍ୟର ବିଭିନ୍ନ…

କେନ୍ଦୁଝର ସଡ଼କ ଦୁର୍ଘଟଣାରେ ଶୋକ…

ଭୁବନେଶ୍ୱର: କେନ୍ଦୁଝରର ଷଠୀଘରଠାରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକ ମୃତ୍ୟୁବରଣ କରିଥିଲେ । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା…

ଏକାମ୍ରକ୍ଷେତ୍ରରେ 5T ସଚିବ, ଯଜ୍ଞସ୍ଥଳ…

ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପ ପାଇଁ ଧୁମଧାମରେ ଚାଲିଛି ଭୂମିପୂଜନ। ଦ୍ବିତୀୟ ଦିନରେ ଅଗ୍ନି ସ୍ଥାପନ ସହ ଚାଲିଛି ଯଜ୍ଞ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଯଜ୍ଞରେ ଯୋଗଦେଇ ଶିଳାନ୍ୟାସ କରିବେ। ତା ପୂର୍ବରୁ ଆଜି ସନ୍ଧ୍ୟାରେ ଓ ଆସନ୍ତାକାଲି ପାଇଁ ହୋଇଥିବା ବ୍ୟବସ୍ଥାର ସମୀକ୍ଷା କଲେ ୫ଟି ସଚିବ…