ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

night curfew

ଆଜିଠୁ ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଲା…

ଭୁବନେଶ୍ୱର: ସାରା ରାଜ୍ୟର ସମସ୍ତ ସହରାଞ୍ଚଳରେ ଆଜିଠୁ ଆଉ ଲାଗୁ ହେବନି ନାଇଟ କର୍ଫ୍ୟୁ । ଏ ନେଇ ବିଜ୍ଞପ୍ତି ଜାରି କରିଛନ୍ତି ରିଲିଫ କମିଶନର । ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କଟକଣାକୁ କୋହଳ କରିଛନ୍ତି ରାଜ୍ୟ ସରକାର। କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ରାଜ୍ୟରେ ନାଇଟ୍ କର୍ଫ୍ୟୁ…

ଆଜିଠୁ ନାଇଟ୍‌ କର୍ଫ୍ୟୁ : ଟ୍ବିନ୍‌…

ଭୁବନେଶ୍ବର : ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣ ପାଇଁ ରାଜ୍ୟ ସରକାର ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ ଜାରି କରିଛନ୍ତି।  ରାଜ୍ୟରେ ଆଜି ସକାଳ ୫ଟାରୁ ‌ନୂଆ କୋଭିଡ କଟକଣା ଲାଗୁହୋଇଯାଇଛି। ପୂର୍ବରୁ ରାତ୍ରିକାଳୀନ କର୍ଫ୍ୟୁ ରାତି ୧୦ଟାରୁ ଲାଗୁ ହେଉଥିବା ବେଳେ ଆଜିଠାରୁ ରାତି ୯ଟାରୁ ଆରମ୍ଭ ହେଉଛି। ଏହା…

ଆଜିଠୁ ରାଜ୍ୟର ସହରାଞ୍ଚଳରେ ନାଇଟ୍…

କଟକ: କରୋନା ମହାମାରୀ ସମୟରେ ପୁଲିସ ଏକ ଗୁରୁଦାୟିତ୍ୱ ନିର୍ବାହ କରିଆସୁଛି। ଗତ ୨୦୨୦ରୁ ଅଦ୍ୟାବଧି ଓଡ଼ିଶା ପୁଲିସ କୋଭିଡ ଗାଇଡଲାଇନ ଉଲଂଘନ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି । ଏବେ ତୃତୀୟ ଲହର ବା ଓମିକ୍ରନ ଭୂତାଣୁ ଚିନ୍ତା ବଢ଼ାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ କଟକଣା…

ଆସିଲା ଜାନୁଆରୀ ମାସ ପାଇଁ ଗାଇଡଲାଇନ:…

ଭୁବନେଶ୍ୱର: ଓଡିଶାକୁ ଫେରିଲା ନାଇଟ୍‌ କର୍ଫ୍ୟୁ । ଓମିକ୍ରନ୍‌ର ଭୟାବହତା ଏବଂ ନୂଆ ବର୍ଷ ସେଲିବ୍ରେସନକୁ ଦୃଷ୍ଟିରେ ରଖି ରାଜ୍ୟକୁ ପୁଣି ଫେରିଛି ନାଇଟ୍‌ କର୍ଫ୍ୟୁ । ରାତି ୧୦ଟାରୁ ଭୋର ୫ଟା ଯାଏଁ ରାଜ୍ୟର ସବୁ ସହରାଞ୍ଚଳରେ ପୁଣି ଲାଗୁହେବ ନାଇଟ୍‌ କର୍ଫ୍ୟୁ । ଜାନୁଆରୀ ପହିଲା ସକାଳ ୫ଟାରୁ କଟକଣା…

ଆଜି ରାତି ୮ଟାରୁ ଟ୍ୱିନ୍‍ ସିଟିରେ…

ଭୁବନେଶ୍ୱର : ପାର୍ବଣ ଆରମ୍ଭ ହୋଇଯାଇଥିବାରୁ ଟ୍ୱିନ୍‍ ସିଟିରେ ହାଟ, ବଜାରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। କୋଭିଡ୍‍ ସଂକ୍ରମଣ ୫ଶହ ଉପରେ ରହୁଥିବାରୁ ଏହାକୁ ରୋକିବାକୁ ପ୍ରଶାସନ ଉଦ୍ୟମ କରୁଛି। ଏହାକୁ ଦୃଷ୍ଟିରେ ରଖି ଆଜିଠୁ ଟ୍ୱିନ୍‍ ସିଟିରେ ରାତ୍ରିକାଳୀନ ନାଇଟ୍‍ କର୍ଫ୍ୟୁ ଜାରି ରହିବ। ରାତି…

ଆସନ୍ତା ୧୧ରୁ ଟ୍ୱିନସିଟିରେ କଡାକଡି ହେବ…

ଭୁବନେଶ୍ୱର: ଆଗକୁ ଆସୁଛି ପାର୍ବଣ ଋତୁ । ଟ୍ୱିନସିଟିରେ ଭିଡ ବଢିବାର ଯଥେଷ୍ଟ ସମ୍ଭାବନା ଅଛି । ଏହାସହିତ ବର୍ତ୍ତମାନ ସମୟରେ କଟକ -ଭୁବନେଶ୍ୱରରେ କରୋନା ସଂକ୍ରମଣ ଅଧିକ ରହୁଛି । ଏହାକୁ ଦୃଷ୍ଟିରେ ରଖି ପାର୍ବଣରେ ଭିଡ ହ୍ରାସ ପାଇଁ ଆସନ୍ତା ୧୧ ତାରିଖରୁ ଟ୍ୱିନସିଟିରେ ନାଇଟ୍ କର୍ଫ୍ୟୁ ଅବଧି ବୃଦ୍ଧି…

ଦିଲ୍ଲୀରେ ଆଜିଠୁ ଏପ୍ରିଲ ୩୦ ତାରିଖ ଯାଏ…

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ଦିଲ୍ଲୀରେ ରାତ୍ରକାଳୀନ କର୍ଫ୍ୟୁ ଜାରି ହୋଇଛି । ଆଜି ରାତି ୧୦ଟାରୁ ଲାଗୁ ହେବ । ଏପ୍ରିଲ ୩୦ ତାରିଖ ଯାଏ ରାତି ୧୦ଟାରୁ ସକାଳ ୫ଟା ଯାଏ ଏହି ନାଇଟ୍ କର୍ଫ୍ୟୁ ଜାରି ରହିବ । ଜରୁରୀ କାମ ନ ଥିଲେ ଘରୁ ନବାହାରିବା ପାଇଁ ନିର୍ଦ୍ଦେଶ ରହିଛି।ସୂଚନା…

ରାଜ୍ଯରେ ୫ ତାରିଖରୁ ୧୦ ଜିଲ୍ଲାରେ ନାଇଟ୍…

ଭୁବନେଶ୍ବର: କରୋନା ପୁଣି ଥରେ କାୟା ମେଲାଉଛି। ଦେଶ ଏବଂ ରାଜ୍ଯରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ବୃଦ୍ଧି ଘଟିଛି। କିଛିଦିନ ହେବ ରାଜ୍ଯର ବିଭିନ୍ନ ଜିଲ୍ଲାରେ କରୋନା ମାମଲା  ମଧ୍ଯ ବୃଦ୍ଧି ଘଟିଛି। ଏହାକୁ ନଜରରେ ରଖି ରାଜ୍ଯର ୧୦ଟି ଜିଲ୍ଲାରେ ନାଇଟ କର୍ଫ୍ଯୁ ଲାଗୁ ହୋଇଛି। ସୁନ୍ଦରଗଡ଼ , ଝାରସୁଗୁଡ଼ା,…

କାଲିଠୁ ମାଲକାନଗିରିରେ ନାଇଟ କର୍ଫ୍ଯୁ

ଭୁବନେଶ୍ବର: କରୋନା ପୁଣି ଡରାଇବା ଆରମ୍ଭ କରିଛି। କିଛିମାସର ବ୍ଯବଧାନପରେ ପୁଣି ରାଜ୍ଯରେ ନାଇଟ କର୍ଫ୍ଯୁ ଫେରିଛି। ମାଲାକାନଗିରିକୁ ନାଇଟ କର୍ଫ୍ୟୁ ଘୋଷଣା କରାଯାଇଛି।  ମାର୍ଚ୍ଚ ୨୩ ରୁ ୩୧ ତାରିଖ ଯାଏଁ ଏହି କର୍ଫ୍ୟୁ ବଳବତ୍ତର ରହିବ ବୋଲି କୁହାଯାଇଛି। ରାତି ୯ରୁ ସକାଳ ୬ଟା ଯାଏଁ କର୍ଫ୍ୟୁ ବଳବତ୍ତର…

ପୁଣିଥରେ କାୟା ବିସ୍ତାର କଲା କରୋନା :…

ନୂଆଦିଲ୍ଲୀ : ମହାରାଷ୍ଟକୁ ପୁଣି ଥରେ ଫେରିଛି ନାଇଟ କର୍ଫ୍ୟୁ । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ପୁଣେରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଛି । ରାତି ୧୧ ଟାରୁ ସକାଳ ୬ଟା ଯାଁଏ ସହରରେ କର୍ଫ୍ୟୁ ଜାରି ରହିବ। ପୁଣେରେ ଆସନ୍ତାକାଲିଠାରୁ ଜାରି ହେବ ନାଇଟ…