ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

NuaKhai

ମାଆ ସମଲେଶ୍ୱରୀଙ୍କ ଠାରେ ଲାଗି ହେଲା…

ସମ୍ବଲପୁର: ମାଆ ସମଲେଶ୍ୱରୀଙ୍କ ଠାରେ ଲାଗି ହେଲା ନବାନ୍ନ । ନିର୍ଦ୍ଧାରିତ ସମୟରେ ଲାଗିହେଲା ନବାନ୍ନ । ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇଛି ପଶ୍ଚିମ ଓଡ଼ିଶା । ଘରେଘରେ ନୂଆ ଖାଉଛନ୍ତି ପଶ୍ଚିମ ଓଡ଼ିଶାବାସୀ ।ନୂଆଁଖାଇ ମାଟି ମା’ର ପର୍ବ । ବହୁ ଆଡ଼ମ୍ବରରେ ପଶ୍ଚିମ ଓଡ଼ିଶାର ଘରେ ଘରେ ନୂଆଁଖାଇ ପର୍ବ…

ପ୍ରକୃତିର ପାର୍ବଣ ନୂଆଁଖାଇ, ବହୁ…

ନୂଆଁଖାଇ ମାଟି ମା’ର ପର୍ବ । ଯେଉଁ ମାଟି ବଞ୍ଚିରହିବା ପାଇଁ ମଣିଷକୁ ଅନ୍ନ ମୁଠାଏ ଦିଏ, ତା’ର ପୂଜା ନ କରି ମଣିଷ ନବାନ୍ନ ଗ୍ରହଣ କରିପାରେନା । ବହୁ ଆଡ଼ମ୍ବରରେ ପଶ୍ଚିମ ଓଡ଼ିଶାର ଘରେ ଘରେ ନୂଆଁଖାଇ ପର୍ବ ପାଳିତ ହୋଇଥାଏ । କୃଷିଭିତ୍ତିକ ଏହି ପର୍ବ ଚାଷୀ ପରିବାରରେ ନୂଆ ଆନନ୍ଦ ଆଣିଦେଇ ଥାଏ। ସମସ୍ତେ…

ରାତି ପାହିଲେ ପଶ୍ଚିମ ଓଡ଼ିଶାର ଗଣପର୍ବ…

ଭୁବନେଶ୍ବର: ରାତି ପାହିଲେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଘରେ ଘରେ ଚାଲିଛି ପ୍ରସ୍ତୁତି । ଚାଷୀ ପ୍ରଥମ ଅମଳ ଧାନକୁ ଇଷ୍ଟଦେବୀଙ୍କୁ ଅର୍ପଣ କରିବା ପରେ ସମସ୍ତେ ନିଜ ନିଜ ଘରେ ନୂଆ ଖାଇବେ । ଏହାପରେ ଜୁହାର ଭେଟ୍ ଅନୁଷ୍ଠିତ ହେବ । ଢୋଲ ନିଶାନର ତାଳେ ତାଳେ ଝୁମିବ ସାରା ପଶ୍ଚିମ ଓଡିଶା । ନୂଆଁଖାଇ…

ନୂଆଁଖାଇ ପରଦିନ ସ୍ୱତନ୍ତ୍ର ସ୍ଥାନୀୟ…

ଭୁବନେଶ୍ବର: ପଶ୍ଚିମାଞ୍ଚଳ ନୂଆଁଖାଇ ପର୍ବ ପାଳନ ଅବସରରେ ସମ୍ବଲପୁର, ବରଗଡ ଜିଲ୍ଲା ଏବଂ ସୁନ୍ଦରଗଡ ଉପଖଣ୍ଡ ଜନସାଧାରଣ ଏବଂ ବିଭିନ୍ନ ସଂଗଠନ ପକ୍ଷରୁ ନୂଆଁଖାଇ ପରଦିନ ସେପ୍ଟେମ୍ବର ୨୧ ତାରିଖକୁ ସରକାରୀ ଛୁଟି ଦିବସ ଭାବରେ ଘୋଷଣା କରିବାକୁ ଦାବି ହୋଇଆସୁଥିଲା । ଏହି ପରିପ୍ରେକ୍ଷୀରେ ଉତ୍ତରାଞ୍ଚଳ ରାଜସ୍ୱ…

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଭାଦ୍ରବ…

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧାର୍ଯ୍ୟ ହୋଇଛି ଲଗ୍ନ । ବଲାଙ୍ଗୀରର ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ପରମ୍ପରା ଅନୁଯାୟୀ ଲଗ୍ନ ଧାର୍ଯ୍ୟ କରାଯାଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀରେ ଇଷ୍ଟଦେବୀଙ୍କ ନିକଟରେ ଲାଗିହେବ ନବାନ୍ନ । ଆସନ୍ତା ସେପ୍ଟେମ୍ବର ୨୦ ତାରିଖ ବୁଧବାର ସକାଳ ୧୦ଟା…

ନୂଆଖାଇରେ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ବର:  ସେପ୍ଟେମ୍ବର ୧ରେ ନୂଆଖାଇ । ପଶ୍ଚିମ ଓଡିଶାର ଗଣପର୍ବକୁ ଆଖିରେ ରଖି ଏହି ଦିନ ରାଜ୍ଯର ସମସ୍ତ ବ୍ଯାଙ୍କ ବନ୍ଦ ରଖାଯିବାକୁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବ୍ୟାଙ୍କ ଓ ଅନ୍ୟ ବିତ୍ତୀୟ ସଂସ୍ଥା ମଧ୍ଯ ବନ୍ଦ ରହିବ।  ଏ ନେଇ ରାଜସ୍ୱ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।…

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଲଗ୍ନ…

ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଆଜି ଲଗ୍ନ ଧାର୍ଯ୍ଯ କରାଯାଇଛି। ସମ୍ବଲପୁର ଝାଡୁଆପଡା ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମାନଙ୍କ ଦ୍ବାରା ଲଗ୍ନ ଧାଯ୍ୟ ହୋଇଛି। ଭ‍ାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀତିଥି ସେପ୍ଟେମ୍ବର ୧ତାରିଖରେ ତୁଳାଲଗ୍ନରେ ସକାଳ ୧୦.୪୭ରୁ ୧୧ ଟା ମଧ୍ୟରେ ମିନିଟରେ ମା…

ପ୍ରସିଦ୍ଧ ନୂଆଁଖାଇ ପର୍ବ ଲାଗି ଲଗ୍ନ…

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୂଆଁଖାଇ ପର୍ବ ପାଇଁ ଲଗ୍ନ ଧାର୍ଯ୍ଯ ହୋଇଯାଇଛି। ପାଟଣା ମହାରାଜାଙ୍କ ହାଉସ୍‌ ହୋଲ୍ଡ ଅଫିସ ପକ୍ଷରୁ ବିଧିବଦ୍ଧ ଭାବେ ଏହି ସୂଚନା ଦିଆଯାଇଛି। ଏହି ନବାନ୍ନ ଲାଗି ନୀତିକାନ୍ତି ଆସନ୍ତା ସେପ୍ଟେମ୍ବର ୧ ତାରିଖ ତଥା ଗୁରୁବାର ସକାଳ ୧୦ଟା ୫୪ମି.ରୁ ଦିନ ୧୧ ଟା ୦୮ମି.…

ନିର୍ଦ୍ଧାରିତ ଲଗ୍ନ ଅନୁସାରେ ମା’…

ସମ୍ବଲପୁର : ଅନ୍ତ ହେଲା ସବୁ ପ୍ରତୀକ୍ଷା । ମାଁ ସମଲେଶ୍ବରୀଙ୍କ ନିକଟରେ ଲାଗି ହେଲା ନବାନ୍ନ । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିର ତୁଳା ଲଗ୍ନର ଶୁଭ ମୁହୁର୍ତ୍ତରେ ମାଁ ସମଲେଶ୍ବରୀଙ୍କ ନିକଟରେ ଲାଗି ହୋଇଛି ନବାନ୍ନ । ପର୍ବରୁ ଧାର୍ଯ୍ୟ ହୋଇଥିବା ୧୦ଟା ୧୫ ମିନିଟରୁ ୧୦ଟା ୨୫ ମଧ୍ୟରେ ମାଁଙ୍କ ନିକଟରେ…

ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଅବସରରେ…

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆଜି । ଏ ନେଇ ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବମୁଖର ହୋଇଥିବା ବେଳେ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ବିଜୁ ଜନତା ଦଳ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ସେ ଟ୍ୱିଟ୍ ଯୋଗେ ନୂଆଁଖାଇର ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ମାଆ ସମଲେଇଙ୍କ କୃପାରୁ…