Browsing Tag

OAS level

ଓଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ରାଜ୍ୟରେ ଓଏଏସ ସ୍ତରରେ ଅଦଳବଦଳ କରାଯାଇଛି। ରାଜ୍ୟ ସରକାର ୧୧ ଜଣ ଓଏଏସଙ୍କୁ ବଦଳି କରିଛନ୍ତି। ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଥିବା ରିନା ରାଉତଙ୍କୁ ମହିଳା ଓ ଶିଶୁ ବିକାଶ  ବିଭାଗକୁ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେହିପରି ଇନ୍ଦ୍ରମଣି ନାୟକଙ୍କୁ ପିଡି , ଡିଆରଡିଏ…