ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ :…
ଭୁବନେଶ୍ବର : ବିଧାନସଭାରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୃହରେ ବିବୃତି ରଖିଛନ୍ତି। ମହାରାଷ୍ଟ୍ର ସମେତ ଅନ୍ୟ କିଛି ରାଜ୍ୟରେ କୋଭିଡର ପ୍ରଭାବ ପୁଣିଥରେ ଦେଖିବାକୁ ମିଳିଥବାରୁ ରାଜ୍ୟବାସୀଙ୍କୁ କରୋନା କଟକଣା…