ଦୈନିକ ଖବରକାଗଜ ‘ସକାଳ’ର ଦ୍ୱିତୀୟ…
ଭୁବନେଶ୍ୱର: ଦୈନିକ ଖବରକାଗଜ ‘ସକାଳ’ର ଦ୍ୱିତୀୟ ସ୍ୱନକ୍ଷତ୍ର ଉତ୍ସବ ଡିସେମ୍ବର-୧ ରେ ଅନୁଷ୍ଠିତ ହେବ। ଏହି ଅବସରରେ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’ ପକ୍ଷରୁ ଏକ ମିନି ମାରାଥନର ଆୟୋଜନ କରାଯାଇଛି । ଏହି ମାରାଥନ ରାଜ୍ୟର ୯ଟି ସ୍ଥାନରେ ଏକା ସମୟରେ ଅନୁଷ୍ଠିତ ହେବ । ରାଜଧାନୀ ଭୁବନେଶ୍ୱର ସହ କଟକ,…