ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

odia news

ବିଜେଡିର ସପ୍ତମ ପର୍ଯ୍ୟାୟ ବିଧାନସଭା…

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ସପ୍ତମ ପର୍ଯ୍ୟାୟରେ ୬ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।ହିନ୍ଦୋଳ- ମହେଶ ସାହୁ ରଘୁନାଥପାଲୀ- ଅର୍ଚ୍ଚନା ବେହେରା ବାଲିକୁଦା…

ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ,…

ଭୁବନେଶ୍ବର: ଭିଜିଲାନ୍ସ  ଜାଲରେ ପ୍ରଧାନ ଶିକ୍ଷକ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରଗଡ଼ କୁସନପୁରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ । ଏସ୍ଏଚ୍‌ଜି ଫାଇଲ୍ ରିଲିଜ୍‌ ପାଇଁ ୧୪ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଉକ୍ତ ଟଙ୍କା ଜବତ କରିଛି…

ଜୁନ୍‌‌ ୧୬ରେ ନେଟ୍‌‌ ପରୀକ୍ଷା

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ନେଟ୍‌‌ ପରୀକ୍ଷା ପାଇଁ ଆବେଦନ ରବିବାର ଠାରୁ ଆରମ୍ଭ ହୋଇଛି। ଆସନ୍ତା ମେ ୧୦ ତାରିଖ ପର୍ଯ୍ୟନ୍ତ ଏଥିନିମନ୍ତେ ଆବେଦନ କରାଯାଇ ପାରିବ। ଜୁନ୍‌‌ ୧୬ ତାରିଖରେ ନେଟ୍‌‌ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ପରୀକ୍ଷା ସଞ୍ଚାଳନ କରୁଥିବା ନ୍ୟାସନାଲ୍‌‌…

ସକାଳୁ ଅସହ୍ୟ ତାତି: ସାଢ଼େ ୮ଟା ସୁଦ୍ଧା…

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ଭଦ୍ରକ ୩୫.୬ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବାପା…

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ହିଞ୍ଜିଳି ଥାନା ଅନ୍ତର୍ଗତ ଆଡ଼ପଡା ଗ୍ରାମରେ ପଦର କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବାପାଙ୍କର ମୃତ୍ଯୁ ଘଟିଥିବା ବେଳେ ପୁଅ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ କୋରା ବେହେରା । ଗୁରୁତର ଯୁବକ ହେଉଛନ୍ତି ତୋଫାନ…

ନାଁ ନ ନେଇ ଧର୍ମେନ୍ଦ୍ରଙ୍କ ମୁଖା ଖୋଲିଲେ…

ଭୁବନେଶ୍ୱର / ସମ୍ବଲପୁର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାମ ଉଲ୍ଲେଖ ନ କରି ତାଙ୍କର ‘ଗରିବ ବିରୋଧୀ’ ଚେହେରା ଉପରୁ ମୁଖା ଖୋଲିଛନ୍ତି ବିଜେଡି ନେତା ତଥା ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ବୁର୍ଲାରେ ଅନୁଷ୍ଠିତ ବିଜୁ ଶ୍ରମିକ ସାମ୍ମୁଖ୍ୟ କନ୍‌‌ଭେନସନରେ ଆଭାସୀ ମାଧ୍ୟମରେ…

ଅସଲି ପୁଲିସ ପଞ୍ଝାରେ ନକଲି ପୁଲିସ, ୭…

ଭୁବନେଶ୍ବର: ଅସଲି ପୁଲିସ ପଞ୍ଝାରେ ନକଲି ପୁଲିସ । ପୁଲିସ ପୋଷାକ ପିନ୍ଧି ବିଭିନ୍ନ ଅପରାଧରେ ସାମିଲ ଥିଲା ଗ୍ୟାଙ୍ଗ । ୭ ଜଣିଆ ନକଲି ପୁଲିସ ଗ୍ୟାଙ୍ଗକୁ ଅଟକ ରଖିଛି ସ୍ପେଶାଲ ସ୍କ୍ୱାର୍ଡ।ଗିରଫ ୭ ଅଭିଯୁକ୍ତଙ୍କ ଘର ମଧ୍ୟପ୍ରଦେଶ ବୋଲି ଜାଣିବାକୁ ପାଇଛି ସ୍ପେଶାଲ ସ୍କ୍ୱାର୍ଡ। ଗିରଫ ଅଭିଯୁକ୍ତ ମାନେ କଟକ…

ଆଜି ୧୯ ଜିଲ୍ଲାକୁ କାଳବୈଶାଖୀ ଜନିତ…

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି। ତାପମାତ୍ରା ଯଦିଓ ସାମାନ୍ୟ ହ୍ରାସ ହୋଇଛି, ମାତ୍ର ଏହା ଗରମ ଓ ଗୁଳୁଗୁଳିକୁ ପ୍ରଶମିତ କରିପାରି ନାହିଁ। ଆଜି ବି  ତାତିରୁ ତ୍ରାହି ମିଳିବନି। ସିଭିୟର ହିଟ୍ଓ୍ବେଭ୍ ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆଜି…

ତାତିରୁ ମିଳିବ ତ୍ରାହି: କମିଶନରେଟ ପୁଲିସ…

ଭୁବନେଶ୍ବର: ରାଜ୍ଯରେ ଜାରି ରହିଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ପ୍ରବଳ ଖରା ସତ୍ତ୍ୱେ ଟୋପିଟିଏ ପିନ୍ଧି ଟ୍ରାଫିକ ଛକମାନଙ୍କରେ ଟ୍ରାଫିକ ପୁଲିସମାନେ ଡ୍ୟୁଟି କରିଥାନ୍ତି। ତେବେ ବର୍ତ୍ତମାନ କମିଶନରେଟ ପୁଲିସ ପକ୍ଷରୁ ଟ୍ରାଫିକ…

ରାଜ୍ୟରେ ଦିନ ୧୧ଟା ୩୦ ସୁଦ୍ଧା ୪୦…

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ୪ ସହରର ତାପମାତ୍ରା। ଝାରସୁଗୁଡାର…