ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Odia

ଓଡ଼ିଆଙ୍କ ଅନ୍ୟତମ ପରିଚୟ କହିଲେ ପଖାଳକୁ…

ଭୁବନେଶ୍ୱର(ସମ୍ପୂର୍ଣ୍ଣା ଦାସ): ଓଡ଼ିଆଙ୍କ ଅନ୍ୟତମ ପରିଚୟ କହିଲେ ପଖାଳକୁ ବୁଝାଏ। ପାରମ୍ପରିକ ଭାବେ ପ୍ରତିଟି ଓଡ଼ିଆ ଏହାକୁ ନିତିଦିନିଆ ଖାଦ୍ୟ ଭାବେ ବ୍ୟବହାର କରି ଆସୁଛନ୍ତି। ଓଡ଼ିଆଙ୍କ ପଖାଳର ଗୁଣବତ୍ତାକୁ ନେଇ ଆଜି ବିଶ୍ୱର ବହୁ ପ୍ରତିଷ୍ଠିତ ସ୍ୱାସ୍ଥ୍ୟ ଗବେଷକମାନେ ଆରମ୍ଭ କରିଛନ୍ତି ଗବେଷଣା।…

ଇଣ୍ଡିଆନ ଆଇଡଲ୍‌‌ ମଞ୍ଚରେ ଚମକିଲେ ଓଡ଼ିଆ…

ଭୁବନେଶ୍ୱର: ଇଣ୍ଡିଆନ୍‌ ଆଇଡଲ୍‌ ମଞ୍ଚରେ କମାଲ କରିଛନ୍ତି ଓଡ଼ିଆ ପୁଅ ଡାକ୍ତର ରୋହନ୍‌‌ ବିଶ୍ୱାଳ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ କାର୍ଯ୍ୟରତ ରୋହନ୍‌ ୧୪ତମ ଇଣ୍ଡିଆନ ଆଇଡଲ୍‌ ଅଡିସନ୍‌ରେ ଗୋଲ୍ଡେନ୍‌ ଟିକଟ ହାତେଇ ଥିଏଟର୍‌ ରାଉଣ୍ଡକୁ ପ୍ରବେଶ କରିଛନ୍ତି। ସଙ୍ଗୀତକୁ ସାଧନା କରି କଣ୍ଠଶିଳ୍ପୀମାନେ…

‘ଜେଜେଙ୍କ ଗପ ଗଣ୍ଠିଲି’…

ନୂଆଦିଲ୍ଲୀ: ଓଡିଆ କ୍ଷୁଦ୍ର ଗଳ୍ପ ‘ଜେଜେଙ୍କ ଗପ ଗଣ୍ଠିଲି' କୁ ମିଳିବ ବାଲ୍ ସାହିତ୍ୟ ପୁରସ୍କାର । ୨୦୨୩ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍(ଶିଶୁ ) ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି । ଓଡ଼ିଆ ଭାଷାରେ ପ୍ରକାଶିତ ଯୁଗଳ କିଶୋର ଷଡ଼ଙ୍ଗୀଙ୍କ ଲିଖିତ ‘ଜେଜେଙ୍କ ଗପ…

କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ପାଇଁ…

କଟକ: କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୋଧରେ ଯୌନ ଶୋଷଣ ମାମଲା ରୁଜ୍ଜୁ ହୋଇଥିବାବେଳେ କଟକ ମହିଳା ଥାନା ପୋଲିସ ଏହାକୁ ନେଇ ତନାଘନା ଆରମ୍ଭ କରିଛି । ସୌରିନ ଏବେ ଫେରାର ଥିବାରୁ ତାଙ୍କୁ ଠାବ କରିବା ପାଇଁ ଏକ ସ୍ବତନ୍ତ୍ର ଟିମ ଗଠନ କରିଛି କଟକ କମିଶନରେଟ ପୋଲିସ । ପ୍ରଥମେ ସୌରିନଙ୍କୁ ଠାବ କରିବା…

ସର୍ବଭାରତୀୟ ସ୍ତରରେ ଆଉଜଣେ ଓଡ଼ିଆଙ୍କୁ…

ନୂଆଦିଲ୍ଲୀ: ଜାତୀୟ ସ୍ତରରେ ଆଉ ଜଣେ ଓଡ଼ିଆଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀ । ଭାବା ଆଟୋମିକ୍ ଏନର୍ଜି କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଡକ୍ଟର ଅଜିତ କୁମାର ମହାନ୍ତି । ଏହା ସହ ସେ ମଧ୍ୟ ଆଣବିକ ଶକ୍ତି ବିଭାଗର ସଚିବ ପଦରେ ରହିବେ । କେନ୍ଦ୍ର କ୍ୟାବିନେଟର ନିଯୁକ୍ତି କମିଟି ଏନେଇ ଅନୁମୋଦନ ଦେଇଛି ।…

ଓଡିଆ ପୁଅଙ୍କୁ ବଡ ଦାୟିତ୍ୱ, ଇଷ୍ଟର୍ଣ୍ଣ…

ନୂଆଦିଲ୍ଲୀ: ଓଡିଶା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଆମ ଓଡ଼ିଆ ପୁଅ ବାୟୁସେନା ଅଧିକାରୀ ଦିଲ୍ଲୀପ କୁମାର ପଟ୍ଟନାୟକ । କେନ୍ଦ୍ରୀୟ ଏୟାର କମାଣ୍ଡର ବରିଷ୍ଠ ବିମାନ କର୍ମଚାରୀ ଭାବେ କାର୍ଯ୍ୟରତ ଥିବା ଏୟାର ମାର୍ଶଲ ଦିଲ୍ଲୀପ କୁମାର ପଟ୍ଟନାୟକଙ୍କୁ ସିଲଂରେ ନୂତନ ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଭାବେ ନିଯୁକ୍ତ…

ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତଙ୍କୁ ନୂଆ…

ଭୁବନେଶ୍ୱର: ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ନୂଆ ଦାୟିତ୍ବ । ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଶ୍ରୀକାନ୍ତ । ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ଭାରତୀୟ ବିଦେଶ ସେବା(ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର…

ଦୁବାଇରେ ଚମକିଲେ ଓଡ଼ିଆ ଝିଅ, ସମ୍ମାନଜନକ…

ଭୁବନେଶ୍ୱର: ଓଡିଆ ଝିଅଙ୍କୁ ବିଦେଶରେ ବଡ ସଫଳତା । ଦୁବାଇରେ ସମ୍ମାନଜନକ ଇନସ୍ପାୟାରିଂ ଓମେନ ବିଜନେସ ଲିଡର ଆୱାର୍ଡ-୨୦୨୧ ଲାଭ କରିଛନ୍ତି ମଧୁସ୍ମିତା ନାୟକ । ଦୀର୍ଘ ୧୩ ବର୍ଷ ଧରି ୟୁନାଇଟେଡ ଆରବ ଏମିରେଟସରେ ବାସ କରୁଥିବା ମଧୁସ୍ମିତା ଦୁବାଇ ସରକାରଙ୍କ ଅଧୀନରେ ଷ୍ଟ୍ରାଟେଜି ଆଣ୍ଡ ବିଜନେସ ଏକ୍ସଲେନସ…

ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ…

ଟୋକିଓ ଅଲମ୍ପିକ୍ସ ପାଇଁ ଦୁଇ ଜଣ ଓଡ଼ିଆ ଭାରତୀୟ ପୁରୁଷ ହକି ଟିମ ରେ ସ୍ଥାନ ପକ୍କା ପାଇଛନ୍ତି। ଟୋକିଓ ଅଲମ୍ପିକ୍ସ ପାଇଁ ୧୬ ଜଣିଆ ଭାରତୀୟ ପୁରୁଷ ହକି ଦଳରେ ସାମିଲ ହୋଇଛନ୍ତି ଓଡିଶାର ଦୁଇ ହକି ତାରକା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ । ଏନେଇ ହକି ଇଣ୍ଡିଆ ଘୋଷଣା କରିଛି। ଗତକାଲି ମହିଳା ଦଳରେ…