ଦେଶର ଶ୍ରେଷ୍ଠ ୨୦ ମେଡିକାଲ୍ କଲେଜ…
ଭୁବନେଶ୍ୱର: ସ୍ଥାପନା ହେବାର ପ୍ରଥମ ଦଶନ୍ଧି ମଧ୍ୟରେ ପାଇଥିବା ସଫଳତାରେ ଆଉ ଏକ ଅଧ୍ୟାୟ ଯୋଡ଼ିଛି ଏମ୍ସ ଭୁବନେଶ୍ୱର। ଦେଶର ସର୍ବୋତ୍ତମ ୨୦ ଶ୍ରେଷ୍ଠ ମେଡିକାଲ୍ କଲେଜ ମଧ୍ୟରେ ସ୍ଥାନ ପାଇଛି ଏହି ମର୍ଯ୍ୟାଦାଜନକ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନ। ଇଣ୍ଡିଆ ଟୁଡେ ସର୍ଭେ- ୨୦୨୨ ମେଡିକାଲ୍ ବର୍ଗରେ ଏମ୍ସ…