ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

ODINEWS

ଆଜି ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ…

ପୁରୀ: ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ । ଆଜିଠାରୁ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୧୪ ଶହ ୩୧ ସାଲ ୬୭ ଅଙ୍କର ପ୍ରବେଶ ହୋଇଛି । ଏହି ଅବସରରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ । ଗଜପତି ମହାରାଜ ସ୍ବତନ୍ତ୍ର ପରିପାଟୀରେ ସିଂହାସନରେ ଉପବେଶନ କରିବା ପରେ…

ପରୀକ୍ଷା ହଲରେ ଟଳିପଡିଲେ ଷ୍ଟାଫ୍…

ବାରିପଦା: ପରୀକ୍ଷା ହଲରେ ଟଳି ପଡିଲେ ପରୀକ୍ଷାର୍ଥୀ। ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ପରୀକ୍ଷା ଦେବା ବେଳେ ଘଟିଛି ଅଘଟଣ। ପରୀକ୍ଷା ଦେଉଥିବା ବେଳେ ଘଟଣା ସ୍ଥଳରେହିଁ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲ୍ଲାର ଉଦଳା ଥାନା ପଟଶାଣୀପୁରର କୈଳାସ ସିଂଙ୍କ ପୁଅ ଦିନବନ୍ଧୁ ରବିବାର ସକାଳେ…

ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ…

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ। ଦିନ ୧୧ ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡ଼ାଇ ଫଳ ପ୍ରକାଶ କରିବେ। ଏହା ପରେ ଛାତ୍ରଛାତ୍ରୀମାନେ ୱେବ୍ ସାଇଟ୍ ରୁ ନିଜ ରେଜଲ୍ଟ ପାଇ ପାରିବେ। www.ojee.nic.in ରେ ଉପଲବ୍ଧ ହେବ ରେଜଲ୍ଟ। ଚଳିତ ବର୍ଷ ମେ' ୮ ରୁ ୧୨ ତାରିଖ ହୋଇଥିଲା…

ଓଡ଼ିଶାର ‘ନ୍ୟାୟ’ ସବୁଠୁ…

ଭୁବନେଶ୍ୱର: ଜଷ୍ଟିସ ଡେଲିଭରିରେ ଓଡି଼ଶା ବେଷ୍ଟ । ମିଳୁଛି ନ୍ୟାୟ, ନାହିଁ ପୁଲିସର ଫେକ ଏନକାଉଣ୍ଟର୍ । ଥାନାକୁ ଗଲେ ପୁଲିସ ଦେଖାଉଛି ଭଲ ବ୍ୟବହାର । ସର୍ବଭାରତୀୟ ସର୍ଭେ ସଂସ୍ଥା ଇଣ୍ଡିଆ ଜଷ୍ଟିସ୍ ରିପୋର୍ଟ ଅନୁଯାୟୀ ଓଡ଼ିଶାରେ ନ୍ୟାୟ ପ୍ରଦାନ ଓ ପୁଲିସିଂରେ ଯଥେଷ୍ଟ ଉନ୍ନତି ଆସିଛି । ୨୦୨୨ରେ ଓଡ଼ିଶା…

ନିୟମିତ ହେଲେ ଚୁକ୍ତିଭିତ୍ତିକ ଶିକ୍ଷକ ଓ…

ଭୁବନେଶ୍ୱର: ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର। ନିୟମିତ ହେଲେ ରାଜ୍ୟର ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକ । ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ଶିକ୍ଷକ ନିୟମିତ ହୋଇଛନ୍ତି। ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ ।…

ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଆଗରେ…

ଭୁବନେଶ୍ବର: ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଓଡ଼ିଶା ଅଧିକ। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୪୫-୪୭% ରହିଛି।  ରାଜ୍ୟରେ ନୂତନ ଶିଳ୍ପ ନୀତି ୨୦୨୨ ଗତ ଡିସେମ୍ବରରୁ ପ୍ରାଣୟନ ହେଉଛି। ମେକ ଇନ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ ପ୍ରସ୍ତାବ ଆସିଛି। ଏହା କାର୍ଯ୍ଯକ୍ଷମ ହେଲେ,…

ବିଶ୍ୱର ଶ୍ରେଷ୍ଠ ସ୍ଥାନ ତାଲିକାରେ…

ବାରିପଦା: ବିଶ୍ୱର ସମ୍ମାନ ଜନକ ତଥା ପ୍ରମୁଖ ‘ଟାଇମ’ ମାଗାଜିନରେ ପ୍ରକାଶିତ ବିଶ୍ୱର ସର୍ବୋକୃଷ୍ଟ ସ୍ଥାନ-୨୦୨୩ ତାଲିକାରେ ମୟୂରଭଞ୍ଜ ସ୍ଥାନ ପାଇଛି। ମାଗାଜିନ ଦ୍ୱାରା ପ୍ରକାଶିତ ଏହି ରିପୋର୍ଟରେ ବେଲଗଡ଼ିଆ ରାଜପ୍ରସାଦ, ଶିମିଳିପାଳ ଅଭୟାରଣ୍ୟ ପରିଭ୍ରମଣ ଓ ଏହାର କଳାବାଘ, ଏସିଆନ ହାତୀ, ଐତିହାସିକ…

ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ…

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉମେଶ ଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢ଼ାଉ କରାଯାଉଛି। କେନ୍ଦୁଝର ସ୍ଥିତ ବାସଭବନ, ଘସିପୁରା ଅଞ୍ଚଳରେ ଥିବା ଶ୍ବଶୁର ଘର ସମେତ ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ…

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଓ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଛତିଶା ନିଯୋଗ, ନିତୀ ସବ କମିଟି ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ। ମୁଖ୍ୟ ପ୍ରଶାସକ ବୀର ବିକ୍ରମ…

ଛେଳି ଚରାଇବାକୁ ଯାଇଥିବା ବେଳେ ଅଘଟଣ:…

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ବଜ୍ରାଘାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାନ୍ତରାପୁର ଗ୍ରାମର ହୀରାମଣି ମୁଣ୍ଡା(୬୫) ଓ ବିନତି ମୁଣ୍ଡା(୩୫) ବୋଲି ଜଣାପଡିଛି।ସୂଚନା ଅନୁଯାୟୀ, ଆଜି ଅପରାହ୍ନ ଉଭୟ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା…