ପୂର୍ବ ଭାରତର ଇଣ୍ଡଷ୍ଟ୍ରିଆଲ ହବ୍ ହେବ…
ଭୁବନେଶ୍ବର: ବିଧାନସଭା ଶୀତ ଅଧିବେଶନର ଆଜି ଚତୁର୍ଥ ଦିନ । ୨ଦିନ ପରେ ଆଜି ସ୍ବାଭାବିକ ହୋଇଛି ଗୃହକାର୍ଯ୍ୟ । ଚାଲିଛି ଶିଳ୍ପ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟ । ପୂର୍ବ ଭାରତର ଇଣ୍ଡଷ୍ଟ୍ରିଆଲ ହବ୍ ହେବ ଓଡ଼ିଶା। ଏଥି ପାଇଁ ରାଜ୍ୟ ସରକାର ଅନେକ ବଡ଼ ପଦକ୍ଷେପ ନେଇଛନ୍ତି ବୋଲି ଶିଳ୍ପ ମନ୍ତ୍ରୀ ପ୍ରତାପ…